ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ବିଶେଷଜ୍ଞ କମିଟିରେ ଓଡ଼ିଆ
ଭୁବନେଶ୍ୱର, ୯।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରାଦ୍ୟୋଗିକ ମନ୍ତ୍ରଣାଳୟ ପକ୍ଷରୁ ‘ଇନୋଭେସଶନ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି ଏଣ୍ଟରପ୍ରିନିୟର୍ଶିପ୍ ଡେଭ୍ଲପ୍ମେଣ୍ଟ’ ବିଶେଷଜ୍ଞ ଉପଦେଷ୍ଟା ସମିତିର ସଦସ୍ୟା ଭାବେ ଓଡ଼ିଶା ଜନ୍ମିତ ଡ. ମନୀଷା ଆଚାର୍ଯ୍ୟଙ୍କୁ ମନୋନୀତ କରାଯାଇଛି। ସେ ୩...
ଭୁବନେଶ୍ୱର ଜମି ଉପରେ ନଜର ରଖିବ ‘ବ୍ଲୁଇସ୍’
ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ୍)। ଏହା ଏକ ଓ୍ବେବ୍ ଓ ମୋବାଇଲ ଆପ୍ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳର ସମସ୍ତ ସରକାରୀ...
ଘୁଞ୍ଚିଲା ଓଜେଇଇ ଆବେଦନ ଅବଧି
ଭୁବନେଶ୍ୱର, ୮।୭(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ଆବେଦନ ସମୟ ଘୁଞ୍ଚାଯାଇଛି। ଏ ନେଇ ଓଜେଇଇ ଅଧ୍ୟକ୍ଷକଙ୍କ ପକ୍ଷରୁ ବୁଧବାର ସୂଚନା ମିଳିଛି। ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆବେଦନ ଏବଂ ଫି’ ଦାଖଲ ଅବଧିକୁ...
ଅକ୍ଟୋବର ୨ରୁ ସବୁ ସରକାରୀ ସେବା ଅନ୍ଲାଇନ
ଭୁବନେଶ୍ୱର,୮ା୭(ବ୍ୟୁରୋ)- ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ) । ଏହା ଏକ ଓ୍ବେବ୍ ଓ ମୋବାଇଲ ଆପ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳରେ ଥିବା...
୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ
ଭୁବନେଶ୍ୱର,୮ା୭(ବ୍ୟୁରୋ)-ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ପୁଣି ଏକ ଅଦଳ ବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହିତ ବିଭିନ୍ନ ଦାୟିତ୍ୱ...
ଓଡିଶାରେ ପହଞ୍ଚିଲା ଆଉ ୨୦ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍
ଭୁବନେଶ୍ୱର,୮।୭(ବ୍ୟୁରୋ)-ଓଡ଼ିଶାରେ ଆଉ ୨୦ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍ ବୁଧବାର ଆସି ପହଞ୍ଚତ୍ଛି। ଏହାକୁ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି)ରେ ରଖାଯାଇଛି। ସେଠାରୁ ରାଜ୍ୟର ସମସ୍ତ ଜିଲା ଚିକିତ୍ସାଳୟ ଓ ମେଡିକାଲ କଲେଜକୁ ପଠାଯିବ। କଟକ ଏସ୍ସିବିକୁ ୧,୫୦୦ ଆଣ୍ଟିଜେନ୍ ଟେଷ୍ଟ...
କାଠଯୋଡିରୁ ଉଦ୍ଧାର ହେଲେ ମା’ ଝିଅ
କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ନିକଟସ୍ଥ ସୁଭାସ ଚନ୍ଦ୍ର ବୋଷ ବ୍ରିଜ୍ରୁ ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଆମତ୍ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ନଦୀରୁ ଉଦ୍ଧାର ହୋଇଥିବା ୨ଜଣ ସମ୍ପର୍କରେ ମା’...
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୮।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୨୦ ଜଣ ଥିବାବେଳେ ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ୧୬, ନୟାଗଡରୁ ୧୪ ଜଣ ରହିଛନ୍ତି। ସେହିପରି...
କାଠଯୋଡି ନଦୀକୁ ଡେଇଁଲେ ମା’ ଝିଅ
କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ବୁଧବାର ମା ଓ ଝିଅ ଡେଇଁପଡିଛନ୍ତି। ବ୍ରିଜ ଉପରେ ଗାଡି ଥୋଇ ଉଭୟେ ନଦୀକୁ ଡେଇଁ ପଡିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ କର୍ମଚାରୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର...
୩୧ ଯାଏ ରାଜଭବନ ପ୍ରବେଶ ଉପରେ କଟକଣା
ଭୁବନେଶ୍ୱର,୮।୭(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜଭବନ ପ୍ରବେଶ ଉପରେ କଟକଣା ଲଗାଯାଇଛି। ଜୁଲାଇ ୩୧ ତାରିଖ ଯାଏ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ଅତି ଆବଶ୍ୟକ ହେଲେ ଫୋନ୍, ଫ୍ୟାକ୍ସ, ମେଲ୍ରେ ଯୋଗାେଯୋଗ କରିପାରିବେ ବୋଲି ବୁଧବାର ସୂଚନା...
ରାଜ୍ୟରେ ନୂତନ ନିଯୁକ୍ତି ବନ୍ଦ ପ୍ରସଙ୍ଗରେ ଏହି ସ୍ପଷ୍ଟୀକରଣ ରଖିଲା ଅର୍ଥ ବିଭାଗ, ଜାଣନ୍ତୁ…
ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜକୋଷକୁ ଦୁର୍ବଳ କଲାଣି ମହାମାରୀ କରୋନା। ଏହାକୁ ଦୃଷ୍ଟିରେ ରଖି ଖର୍ଚ୍ଚକାଟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ଏଥିସହ ୨ ବର୍ଷ ଯାଏ ନୂତନ ନିଯୁକ୍ତି, ଠିକା ନିଯୁକ୍ତି ବନ୍ଦ ରହିବ ବୋଲି କୁହାଯାଇଥିଲା। ଏନେଇ ପ୍ରତିବାଦ...
ଭୁବନେଶ୍ୱରରେ ବଢ଼ୁଛି କରୋନା ସଂକ୍ରମଣ: ଚିହ୍ନଟ ହେଲେ ଆଉ ୪୬ ସଂକ୍ରମିତ; ମୋଟ ଆକ୍ରାନ୍ତ ସଂଖ୍ୟା ୫ଶହ ଟପିଲା
ଭୁବନେଶ୍ୱର,୮।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୨ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୨୪ ଲୋକାଲ୍ କେସ୍ ରହିଛି। ଏନେଇ ଅପରାହ୍ନରେ ବିଏମ୍ସି ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ତେବେ...
Archives


