ବନ୍ଦ ହେଲା ଭୁବନେଶ୍ୱର ଆର୍ଟିଓ-୨
ଭୁବନେଶ୍ୱର, ୮।୭(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଆର୍ଟିଓ-୧କୁ ବନ୍ଦ କରିବା ପରେ ଏବେ ଆର୍ଟିଓ-୨ ଅଫିସକୁ ବନ୍ଦ କରିଛି ବିଏମ୍ସି। ଆସନ୍ତା ସୋମବାର ପର୍ଯ୍ୟନ୍ତ ଏହି କାର୍ଯ୍ୟାଳୟ ବନ୍ଦ ରହିବ। ଆର୍ଟିଓ-୧ର ଜଣେ କର୍ମଚାରୀଙ୍କ ସହଯୋଗୀ କରୋନା ପଜିଟିଭ ହେବା ପରେ ଏପରି...
CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା
ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ...
ଅଶ୍ଳୀଳ ଭିଡିଓ ପଠାଇବା ଘଟଣା: ପାଲଟା ଅଭିଯୋଗ ଆଣିଲେ ଓଏଏସ୍ ଅଫିସର
ଭୁବନେଶ୍ୱର, ୮ା୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ଅଶ୍ଳୀଳ ଭିଡିଓ ଏବଂ ମେସେଜ ପଠାଇ ଅଡୁଆରେ ପଡ଼ିଛନ୍ତି ଜଣେ ଓଏଏସ୍ ଅଫିସର। ସମ୍ପୃକ୍ତ ମହିଳା କର୍ମଚାରୀ ତାଙ୍କ ନାମରେ ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍ ନଂ....
ଯାତ୍ରୀ ଅଭାବରୁ ବନ୍ଦ ହେବ ୩ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୮ା୭(ବ୍ୟୁରୋ): ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ୩ଟି ସ୍ବତନ୍ତ୍ର ଟ୍ରେନ୍କୁ ବନ୍ଦ କରାଯିବ। ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଭିତରେ ଜରୁରିକାଳୀନ ଯାତାୟାତ ଏବଂ ଲକ୍ଡାଉନ...
ଓଡ଼ିଶାରେ କରୋନାର ୪ ଗ୍ରୁପ୍
ଭୁବନେଶ୍ୱର,୮।୭(ବ୍ୟୁରୋ): ଦେଶରେ କରୋନା ଭାଇରସର ଯେଉଁ ୪ଟି ଗ୍ରୁପ୍ ଅଛି ତାହା ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। ୪ଟି ମଧ୍ୟରୁ ଗୋଟିଏ ଗ୍ରୁପ୍ ଅଧିକ ଦେଖାଯାଇଛି। ଏହି ଗ୍ରୁପ୍ ତାମିଲନାଡ଼ୁ ଓ ମହାରାଷ୍ଟ୍ରରୁ ଆସିଥିବା ଆକ୍ରାନ୍ତଙ୍କ ପାଖରେ ଦେଖିବାକୁ ମିଳିଛି।...
ଅନ୍ଲାଇନ୍ ଶିକ୍ଷା: ବାଦ୍ ପଡ଼ୁଛନ୍ତି ବହୁ ପିଲା
ଭୁବନେଶ୍ୱର, ୮।୭(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଅବ୍ୟବସ୍ଥିତ ହୋଇପଡ଼ିଛି। ରାଜ୍ୟ ସରକାର ସ୍କୁଲ, କଲେଜକୁ ଅଗଷ୍ଟ ୩୧ପର୍ଯ୍ୟନ୍ତ ବନ୍ଦ ରଖିଥିବାବେଳେ ଏହା କେବେ ଖୋଲିବ ସେନେଇ କେହି ଠିକ୍ ଭାବେ କହିପାରୁ ନାହାନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଘୋର ବାଧାପ୍ରାପ୍ତ...
କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା
ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୨ ବର୍ଷ ଯାଏ ନୂଆ ପଦବୀ...
ସରକାରୀ କର୍ମଚାରୀଙ୍କ ଏସବୁ କାର୍ଯ୍ୟ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୭।୭(ବ୍ୟୁରୋ): ସରକାରୀ କର୍ମଚାରୀ ଓ ଠିକା କର୍ମଚାରୀଙ୍କ ଉପରେ ନୂଆ କଟକଣା ଲାଗୁ କରାଯାଇଛି। ବିଶେଷକରି ଗଣମାଧ୍ୟମକୁ ପ୍ରେସ୍ ରିଲିଜ ବା ମତାମତ ଦେବା ଉପରେ କଟକଣା ଲାଗିଛି। ପଦୋନ୍ନତି, ଦରମା, ଚାକିରି ସର୍ତ୍ତାବଳୀ ଉପରେ ସେମାନେ କହିପାରିବେ ନାହିଁ।...
CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮,...
ରେଳଧାରଣାରୁ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତଦେହ ଉଦ୍ଧାର: ମାସକ ତଳେ କରିଥିଲେ ବିବାହ
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀ ଲିଙ୍ଗରାଜ ଷ୍ଟେସନ ରେଳ ଧାରଣାରୁ ମଙ୍ଗଳବାର ସମାଜସେବୀ ଆଦିତ୍ୟ ଦାସଙ୍କ କ୍ଷତାକ୍ତ ମୃତଦେହକୁ ଜିଆରପି ପୋଲିସ ଉଦ୍ଧାର କରିଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି। ଆଦିତ୍ୟ ‘ପିପୁଲ ଫର ସେବା’ ସାମାଜିକ...
ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍, ୧୪ କ୍ୱାରାଣ୍ଟାଇନ୍ କେସ୍ ଏବଂ ଜଣେ ଜଣେ କୋଭିଡ୍ ଯୋଦ୍ଧା ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ରେ ପହଞ୍ଚିଛି।...
ଜୁଲାଇ ଆରମ୍ଭରୁ କରୋନାର କରାଳ ରୂପ: ୭ ଦିନରେ ଚିହ୍ନଟ ହେଲେଣି ୩ହଜାରରୁ ଅଧିକ ଆକ୍ରାନ୍ତ, ବଢ଼ୁଛି ମୃତ୍ୟୁ ସଂଖ୍ୟା
ଭୁବନେଶ୍ୱର, ୭।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜୁଲାଇ ପ୍ରଥମ ସପ୍ତାହ ଅର୍ଥାତ୍ ୭ ଦିନ ମଧ୍ୟରେ ୩,୦୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୧୭ ଜଣଙ୍କର କରୋନାରେ...
Archives


