Odisha Elections 2024

ମେଟ୍ରୋ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ନବୀନ

ପୁରୀ ଅଫିସ,୨୮।୫: ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଅପରାହ୍ନ ସାଢ଼େ ୫ଟାରେ ନବୀନ ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର ମୁଖ୍ୟ...

ରଥଯାତ୍ରା ପୂର୍ବରୁ ସୁରକ୍ଷା ନେଇ ଡିଜିଙ୍କ ସମୀକ୍ଷା ବୈଠକ: ପୁରୀରେ ଲାଗିବ ସିସିଟିଭି

ପୁରୀ ଅଫିସ, ୨୮।୫: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାର ସୁରକ୍ଷା ନେଇ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରଥଯାତ୍ରା ମାସକ ପୂର୍ବରୁ ମଙ୍ଗଳବାର ସିପି ଅଫିସରେ ପୋଲିସ ମହାନିର୍ଦ୍ଦେଶକ ରାଜେନ୍ଦ୍ର ପ୍ରସାଦ ଶର୍ମା ପ୍ରସ୍ତୁତି ବୈଠକ କରିଛନ୍ତି। ବୈଠକ ପରେ...

ମନ୍ତ୍ରୀ ତାଲିକା ଚୂଡ଼ାନ୍ତ: ସମ୍ଭାବ୍ୟ ତାଲିକାରେ ଅଧାରୁ ଅଧିକ ନୂଆ ମୁହଁ, ଆଶାଆଶଙ୍କାରେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ଦିନକ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରିବାକୁ ଯାଉଛି। ନୂତନ ମନ୍ତ୍ରିମଣ୍ଡଳରେ ସାମିଲ ହେବା ପାଇଁ ପୂର୍ବତନ ମନ୍ତ୍ରୀ ଓ ବରିଷ୍ଠ ବିଧାୟକଙ୍କ ମଧ୍ୟରେ ଜୋର୍‌ଦାର ପ୍ରତିଯୋଗିତା ଆରମ୍ଭ ହୋଇଛି। ବିଜୟ...

ବୁଧବାର ୫ମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ବିଜେଡି ପଞ୍ଚମ ପାଳି ଆରମ୍ଭ କରିବାକୁ ଯାଉଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଲଗାତର ୫ମ ଥର ପାଇଁ ବୁଧବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ମଧ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।...

୩୧ ଯାଏ ଗ୍ରୀଷ୍ମପ୍ରବାହ:୧୧ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୨୮।୫(ବ୍ୟୁରୋ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଉପକୂଳଠାରୁ ଆରମ୍ଭକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ...

ସରିଲା ବାହାର ଚନ୍ଦନ ଯାତ୍ରା; ଆଜିଠୁ ଭିତର ଚନ୍ଦନ

ପୁରୀ ଅଫିସ, ୨୮।୫: ଶ୍ରୀକ୍ଷେତ୍ରରେ ପବିତ୍ର ଅକ୍ଷୟ ତୃୀତୀୟାଠାରୁ ଆରମ୍ଭ ହୋଇଥିବା ବାହାର ଚନ୍ଦନଯାତ୍ରା ସୋମବାର ଶେଷ ହୋଇଛି। ରବିବାର ମହାପ୍ରଭୁଙ୍କ ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହୋଇଥିଲା। ମଙ୍ଗଳବାରଠାରୁ ଭିତର ଚନ୍ଦନଯାତ୍ରା ଆରମ୍ଭ ହେବ। ଚନ୍ଦନଯାତ୍ରା ଲାଗି ସୋମବାର ଅପରାହ୍ନରେ...

ରେଭେନ୍‌ଶା ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌

କଟକ ଅଫିସ,୨୮।୫: ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ହେବ ସର୍ବବୃହତ୍‌ ସ୍ପୋର୍ଟସ ହବ୍‌। ଏଠାରେ ଉପଲବ୍ଧ ରହିବ ଅନେକ କ୍ରୀଡ଼ାର ଅତ୍ୟାଧୁନିକ ଭିତ୍ତିଭୂମି। ପୂର୍ବରୁ ଏଠାରେ ଅନେକ କ୍ରୀଡ଼ାର ଭିତ୍ତିଭୂମି ଉପଲବ୍ଧ ଥିବାବେଳେ ଆଗାମୀ ଦିନରେ...

ବିପର୍ଯ୍ୟୟ କାରଣ ନେଇ ୩୦ରେ ଆଲୋଚନା

ଭୁବନେଶ୍ୱର,୨୮।୫(ବ୍ୟୁରୋ): କଂଗ୍ରେସ ପ୍ରଦର୍ଶନ ଖରାପ ହେବାପରେ ରାଜ୍ୟରେ ଦଳୀୟ ନେତାମାନଙ୍କ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଯାଇଛି। ବାପ-ପୁଅ ରାଜନୀତି କଥା ଉଠାଇ ରବିବାର ବରିଷ୍ଠ ନେତା କାହ୍ନୁ ଲେଙ୍କା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡା...

ବିଜେଡିରେ ପରାଜୟ ମନ୍ଥନ ପ୍ରକ୍ରିୟା ଆରମ୍ଭ:

ଭୁବନେଶ୍ୱର,୨୮।୫(ବ୍ୟୁରୋ) ନିର୍ବାଚନ ଫଳାଫଳ ପରେ ବିଜେଡି ୫ମ ଥର ପାଇଁ ରାଜ୍ୟରେ ସରକାର ଗଢିବାକୁ ଯାଉଛି। ହେଲେ ସରକାର ଗଢିବା ଖୁସି ଅପେକ୍ଷା ୯ ଲୋକ ସଭା ଏବଂ କେତେକ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଆସନରେ ପରାଜୟ ଦଳର ମୁଣ୍ଡବିନ୍ଧାର କାରଣ...

ବିରୋଧୀ ଦଳ ନେତା ପଦକୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନିର୍ବାଚନ ପରେ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଥିବା ବିଜେଡି ବିଧାୟକ ଦଳ ବୈଠକ ରବିବାର ଅନୁଷ୍ଠିତ ହୋଇଥିଲା। ସର୍ବସମ୍ମତିକ୍ରମେ ନବୀନ ପଟ୍ଟନାୟକ ବିଧାୟକ ଦଳ ନେତାଭାବେ ଦାୟିତ୍ୱ ନେଇଛନ୍ତି। ସେହିପରି ଚଳିତ ନିର୍ବାଚନରେ ଭାଜପା ଦ୍ୱିତୀୟ ସ୍ଥାନ...

ଛେଳିପଲ ଉଜାଡ଼ିଲେ କାକୁଡ଼ି ଫସଲ:ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆଠଗଡ଼,୨୮।୫(ସ୍ବ.ପ୍ର.): କଟକ ଜିଲା ବାଙ୍କୀ ଥାନା ଅଧୀନ ଉପର ବାଙ୍କୀ ମାଳବିହାରପୁର ଗ୍ରାମରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସୋମବାର ରାତି ପ୍ରାୟ ୯ଟା ୩୦ରେ ଏହି ଘଟଣା ଘଟିଛି। ଏ ନେଇ କୌଣସି ଲିଖିତ ଅଭିଯୋଗ...

ଜେଇଇ ଆଡ୍‌ଭାନ୍ସଡ୍‌: ଓଡ଼ିଶାରୁ ପରୀକ୍ଷା ଦେଲେ ୩ ହଜାର ଛାତ୍ରୀଛାତ୍ର-ଆସନ୍ତା ୧୪ରେ ପ୍ରକାଶ ପାଇବ ର଼୍ୟାଙ୍କ୍‌ କାର୍ଡ

ଭୁବନେଶ୍ୱର, ୨୮।୫(ବ୍ୟୁରୋ)- ଆଇଆଇଟିରେ ନାମଲେଖା ପାଇଁ ସୋମବାର ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଅନୁଷ୍ଠିତ ହୋଇଛି। ଦେଶର ୧ ଲକ୍ଷ ୭୬ ହଜାର ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ନାମ ପଞ୍ଜୀକରଣ କରିଥିବାବେଳେ ଓଡ଼ିଶାରୁ ୩୨୬୧ ଜଣ ପରୀକ୍ଷା ଦେଇଛନ୍ତି। ଦୁଇଟି ପେପରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri