ମେଟ୍ରୋ

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ ଦେଉନାହାନ୍ତି। ଏପରି କି ମୁଖ୍ୟ ଶାସନ ସଚିବଙ୍କ ଏନେଇ ନିର୍ଦ୍ଦେଶ ରହିଥିଲେ ହେଁ...

ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୧୪।୪: ଏପ୍ରିଲ ୧୬ରୁ +୩ ନାମଲେଖା ପାଇଁ ଛାତ୍ରୀଛାତ୍ର ଆବେଦନ କରିପାରିବେ। NEP-୨୦୨୦ ଆଧାରରେ ୨୦୨୫-୨୬ ପାଇଁ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବ। ଛାତ୍ରୀଛାତ୍ର SAM ପୋର୍ଟାଲରେ ମାଧ୍ୟମରେ +୩ ନାମଲେଖା ପାଇଁ ଆବେଦନ କରିପାରିବେ। ଜୁଲାଇ ୧୦ ତାରିଖ...

ନବୀନଙ୍କୁ ଚିଠି ଲେଖି ରାଜାଙ୍କ ପ୍ରସ୍ତାବ, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ଏବେ ସାଙ୍ଗଠନିକ ନିର୍ବାଚନ ଚାଲିଥିବା ବେଳେ ଆଠଗଡ଼ ବିଧାୟକ ତଥା ଦଳର ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ(ରାଜା) ମୁଖିଆ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ଦଳ ସମ୍ପର୍କରେ କିଛି ପ୍ରସ୍ତାବ...

ଟାରିଫ୍‌ ହ୍ରାସ ଅପେକ୍ଷାରେ ବିଦ୍ୟୁତ୍‌ ଉପଭୋକ୍ତା

ଭୁବନେଶ୍ୱର,୧୪।୪(ରବିନାରାୟଣ ଜେନା): କେନ୍ଦ୍ରୀୟ କୋଇଲା ଆଇନ ଓ ଅଧିନିୟମକୁ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି) ଉଲ୍ଲଂଘନ କରୁଥିବାରୁ ରାଜ୍ୟରେ ବିଦୁତ୍‌ ଟାରିଫ୍‌ ଅଧିକ ରହିଛି। ନିୟମ ଅନୁଯାୟୀ ୟୁନିଟ୍‌ ପିଛା ୩ଟାଙ୍କା ଭିତରେ ରହିବା କଥା, ମାତ୍ର ଏହା ଏବେ...

ପର୍ଯ୍ୟଟନ ବିକାଶରେ ସହାୟକ ଅଞ୍ଜୀ ଖଡ୍ଡ ରେଳ ବ୍ରିଜ୍‌

ଭୁବନେଶ୍ୱର,୧୪ା୪(ଅନୁରାଧା ମହାରଣା): ଭାରତର ପ୍ରଥମ କେବୁଲ ରେଳ ବ୍ରିଜ ଭାବେ ପରିଚିତ ଅଞ୍ଜୀ ଖଡ୍ଡ ବ୍ରିଜ୍‌ ଚେନାବ ବ୍ରିଜ୍‌ର ଦକ୍ଷିଣରେ ଥିବା ଅଞ୍ଜୀନଦୀର ଗଭୀରତାକୁ ବିସ୍ତାର କରିଛି। ଉଦାମପୁର-ଶ୍ରୀନଗର-ବାରମୁଲ୍ଲା ରେଳ ଲାଇନର କାତ୍ରା-ବନିହାଲ ସେକ୍ସନକୁ ସଂଯୋଗ କରୁଥିବା ଏହି କେବୁଲ...

ନବୀନ ପଟ୍ଟନାୟକଙ୍କ ଟୁଇଟ୍‌ ହାସ୍ୟାସ୍ପଦ: ସମ୍ପଦ ସ୍ବାଇଁ

ଭୁବନେଶ୍ୱର,୧୪ା୪: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଆକ୍ରମଣ ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସୋସିଆଲ ମିଡିଆରେ ଏକ ଟୁଇଟ୍‌ କରିଥିଲେ। ଏହାକୁ ନେଇ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ ହାସ୍ୟାସ୍ପଦ ବୋଲି କହିଛନ୍ତି। ଇତିଶ୍ରୀ, ବେବିନା ଘଟଣା ବେଳେ...

କ୍ଷମା ମାଗ, ନଚେତ୍‌ ନବୀନ ନିବାସ ଘେରିବୁ : ଭକ୍ତ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ବିଜେଡି ପକ୍ଷରୁ ପଣ୍ଡିତ ଜବାହର ଲାଲ୍‌ ନେହେରୁଙ୍କ ସହ ଭି.କେ. ପାଣ୍ଡିଆନଙ୍କୁ ତୁଳନା କରାଯିବାକୁ ନେଇ କଂଗ୍ରେସ ତରଫରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ଘଟଣାରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କ୍ଷମାପ୍ରାର୍ଥନା ନ କଲେ...

ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ: ସରକାରଙ୍କୁ କଡ଼ା ସମାଲୋଚନା କଲେ ନବୀନ

ଭୁବନେଶ୍ୱର,୧୩।୪: ରବିବାର ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡି ଉପରେ ଆରୁଆସ୍ଥିତ ଗ୍ରାମରେ ଆକ୍ରମଣ ହୋଇଛି। ଏହି ଆକ୍ରମଣ ସ୍ଥାନୀୟ ଖଣି ମାଫିଆମାନେ କରିଥିବା ପ୍ରଣବ ଅଭିଯୋଗ କରିଛନ୍ତି। ଦଳର ବରିଷ୍ଠ ନେତାଙ୍କ ଉପରେ ଆକ୍ରମଣ ପରେ ସରକାରଙ୍କୁ...

ହନୁମାନ ଜୟନ୍ତୀ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼କଡ଼ି: ନଜର ରଖିବ ୪୦ ଡ୍ରୋନ, ୬୦୦ ସିସିଟିଭି

ଭୁବନେଶ୍ୱର,୧୩।୪: ସୋମବାର ପବିତ୍ର ପଣା ସଂକ୍ରାନ୍ତି ଏବଂ ହନୁମାନ ଜୟନ୍ତୀ। ଏନେଇ ସବୁଠି ଉତ୍ସବ ମୁଖର। ଶାନ୍ତି ଶୃଙ୍ଖଳାର ସହ କିପରି ହନୁମାନ ଜୟନ୍ତୀ ପାଳନ କରାଯିବ ସେନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏପରି କି...

ଭୁବନେଶ୍ୱରରେ ପିଲା ଚୋରି! ରାମ ମନ୍ଦିର ପାଖରୁ ଦୃଷ୍ଟିବାଧିତ ମା’ଠାରୁ ଝାମ୍ପି ନେଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୩।୪: ରାଜଧାନୀ ଭୁବନେଶ୍ୱରରେ ମା’ କୋଳରୁ ଝାମ୍ପି ନେଲେ ପିଲା। ଏଭଳି ଏକ ହୃଦୟବିଦାରକ ଘଟଣାରେ, ଶନିବାର ବିଳମ୍ବିତ ରାତିରେ ରାମ ମନ୍ଦିର ନିକଟରେ ଘଟିଛି। ଜଣେ ଦେଢ଼ ବର୍ଷର ଶିଶୁପୁତ୍ରକୁ ତାଙ୍କ ଦୃଷ୍ଟିବାଧିତ ମା’ଠାରୁ ଅପହରଣ କରାଯାଇଥିବା ଅଭିଯୋଗ...

ରାଜଧାନୀରେ ମା’ କୋଳରୁ ପୁଅକୁ ଝାମ୍ପିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର,୧୩ା୪: ଦୃଷ୍ଟିବାଧିତ ମା’ ଜଣକ ପୋଲିସ ନିକଟରେ କାନ୍ଦି କାନ୍ଦି କହିଛି, ମୁଁ ଦେଖି ପାରୁନି ବୋଲି ମୋ’ ପିଲାକୁ କେହି ଚୋରେଇ ନେଲା, ମୁଁ ଅନୁରୋଧ କରୁଛି ମୋ’ ପିଲାକୁ ମୋତେ ଫେରାଇ ଦିଅ। ଏମିତି ଦୃଶ୍ୟ କେଉଁ...

ଆୟୁଷ୍ମାନ ଯୋଜନାରେ ସାମିଲ ପାଇଁ ଦାବି ଉଠାଇଲେ ସାଧୁସନ୍ଥ, ସ୍ବାସ୍ଥ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩ା୪: ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ତେବେ ଏଥିରେ ସାମିଲ ପାଇଁ ସାଧୁସନ୍ଥମାନେ ମଧ୍ୟ ନିବେଦନ କରିଛନ୍ତି। ପୁରୀରେ ସାଧୁ ସମାଜ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏନେଇ ଦାବିପତ୍ର ପ୍ରଦାନ କରାଯାଇଛି। ରାଜ୍ୟରେ ୪୦...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri