ମେଟ୍ରୋ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାଡ଼ଖଣ୍ଡ ପ୍ରତିପକ୍ଷ ହେମନ୍ତ ସୋରେନ୍‌ଙ୍କ ସହଯୋଗ ଲୋଡ଼ିଛନ୍ତି। ଶନିବାର ଏ…

ବଜ୍ରପାତରେ ୫ବର୍ଷରେ ଯାଇଛି ୧୮୩୬ ଜୀବନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୧୮୩୬ଜଣ ଲୋକ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ୩୨ଜଣ ବଜ୍ରପାତରେ ଆହତ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଏଭଳି ତଥ୍ୟ…

୮୩୧ ପଡ଼ାଗ୍ରାମକୁ ନାହିଁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟର ୮୩୧ ପଡ଼ାଗ୍ରାମ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୁଅରୁ ବଞ୍ଚତ୍ତ । ସାଉଥ୍‌କୋ ଅଧୀନସ୍ଥ ଗଜପତି ଜିଲାର ୪୪୭ଟି ଗ୍ରାମ ଏବେ ବି ଅନ୍ଧାରରେ ଥିବାବେଳେ କୋରାପୁଟ ଜିଲାର ୩୫୩ ଏବଂ କନ୍ଧମାଳ ଜିଲାର ୩୧ ଗ୍ରାମ ଅନ୍ଧାରରେ ରହିଛି। କଂଗ୍ରେସ…

ସିସିଟିଭିରେ କାଦୁଅ ଲଗାଇ ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଥିବା ବ୍ୟାଙ୍କ୍‌ ଓ ଏଟିଏମ୍‌ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ଲୁଟେରାମାନେ ଆଉ ଏକ ଏଟିଏମ୍‌କୁ ଟାର୍ଗେଟ କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି। ଶନିବାର ଭୋର୍‌ ସମୟରେ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଇଣ୍ଡିଆନ ବ୍ୟାଙ୍କ ଝାରପଡା ବ୍ରାଞ୍ଚର ଏଟିଏମ୍‌…

ବକେୟା ଟଙ୍କା ପାଇଁ ବନ୍ଧା ପଡ଼ିଲା ମୃତଦେହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଅପରେଶନ ସରିଥିଲା। ରୋଗୀ ଜଣକ ଭେଣ୍ଟିଲେଟରରେ ଥିଲେ। ହେଲେ ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ଭେଣ୍ଟିଲେଟର କାଢ଼ି ଆଇସୋଲେଶନ ଓ୍ବାର୍ଡକୁ ନେଇଗଲେ। ଫଳରେ ଭେଣ୍ଟିଲେଟର ସର୍ପୋଟ ନ ପାଇ ଶେଷରେ ସମ୍ପୃକ୍ତ ରୋଗୀଙ୍କ ଜୀବନ ଚାଲିଗଲା। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାରସ୍ଥିତ…

୨୬ରେ ଶ୍ରମିକ ସଂଗଠନର ଧର୍ମଘଟ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକ କୋର୍ଡକୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଆସନ୍ତା ୨୬ ତାରିଖରେ ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଧର୍ମଘଟ…

ଆଜି ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୪…

ଆଜି ରାଜ୍ୟରେ ୭୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗଜପତିରୁ ଶୂନ; ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ରବିବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୦ ତଳେ ରହିଛି। ତେବେ ଆଜି ୨୯ ଜିଲାରୁ ୬୩୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଭୁବନେଶ୍ୱରରୁ ଆଜି ୪୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୬

ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ବିଧାୟକଙ୍କ ରିପୋର୍ଟ ନେଗେଟିଭ୍‌ ନା ପଜିଟିଭ୍‌?

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଶନିବାର ହେଉଛି ଦ୍ବିତୀୟ ଦିନ। କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ଶୀତ ଅଧିବେଶନ ପାଇଁ ବିଧାୟକଙ୍କ ସମେତ ଅନ୍ୟ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ କରାଯାଇଥିଲା। ନେଗେଟିଭ ରିପୋର୍ଟ ଆସିଥିବା ବିଧାୟକମାନେ ହିଁ ଗୃହ କାର୍ଯ୍ୟରେ…

ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ: ବିରୋଧୀଙ୍କ ହଟ୍ଟଗୋଳ, ୩ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନର ଦ୍ୱିତୀୟ ଦିନରେ ଗୃହ ସ୍ବାଭାବିକ ଭାବେ ଆରମ୍ଭ ହୋଇଥିଲା। ହେଲେ ପରବର୍ତ୍ତୀ ସମୟରେ ଗୃହରେ ହଟ୍ଟଗୋଳ ଲାଗି ରହିବାରୁ ଗୃହକୁ ଅପରାହ୍ନ ୩ଟା ଯାଏ ମୁଲତବୀ ଘୋଷଣା କରାଯାଇଛି। ପ୍ରଥମେ ଗୃହରେ ହାଜତ ମୃତ୍ୟୁ…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୨୫ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?