ମେଟ୍ରୋ

କମୁଛି ସଂଖ୍ୟା: ରାଜ୍ୟରେ ୭୭୮ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ଅନୁଗୋଳ

ଭୁବନେଶ୍ୱର,୨୧।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୭୭୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୩୩୨୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬…

ବସିଲା ସର୍ବଦଳୀୟ ବୈଠକ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ପ୍ରତିନିଧି

ଭୁବନେଶ୍ୱର, ୨୧। ୧୧ (ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମ୍‌ ଛାତ୍ରୀଛାତ୍ର ଥିବା ୧୪ହଜାରରୁ ଊର୍ଦ୍ଧ୍ୱ ସରକାରୀ ବିଦ୍ୟାଳୟକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାକୁ ବିରୋଧକରି ଓଡିଶା ଅଭିଭାବକ ମହାସଂଘ ଶୁକ୍ରବାର ସର୍ବଦଳୀୟ ବୈଠକ ଡାକି…

ନୂଆ ବର୍ଷରୁ ଦକ୍ଷିଣ ଭାରତକୁ ସ୍ବତନ୍ତ୍ର ଟୁରିଷ୍ଟ ଟ୍ରେନ୍‌

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଭାରତୀୟ ରେଳପଥ ପକ୍ଷରୁ ‘ଭାରତ ଦର୍ଶନ’ ପ୍ୟାକେଜରେ ଦେଶର ବିଭିନ୍ନ ସ୍ଥାନରେ ଥିବା ପ୍ରସିଦ୍ଧ ତୀର୍ଥସ୍ଥଳ ଅଞ୍ଚଳକୁ ସୁଲଭ ମୂଲ୍ୟରେ ‘ଟୁରିଷ୍ଟ ସ୍ପେଶାଲ ଟ୍ରେନ୍‌’ ଚଳାଚଳ କରୁଛି। ନୂଆବର୍ଷରୁ ଦକ୍ଷିଣ ଭାରତକୁ ଅନ୍ୟ ଏକ ପର୍ଯ୍ୟଟନ ସ୍ବତନ୍ତ୍ର ଟ୍ରେନ୍‌…

ବାଲ୍ୟବିବାହମୁକ୍ତ ଓଡ଼ିଶା ଗଠନକୁ ଗୁରୁତ୍ୱ

ଭୁବନେଶ୍ୱର, ୨୧। ୧୧(ବ୍ୟୁରୋ): ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ପକ୍ଷରୁ ଶୁକ୍ରବାର ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ଭର୍ଚୁଆଲରେ…

ରାପ୍‌ ଗାଇଲେ ସୁରେଶ ରାଉତରାୟ

ଭୁବନେଶ୍ୱର, ୨୧। ୧୧(ବ୍ୟୁରୋ): ବିଧାୟକ ସୁରେଶ କୁମାର ରାଉତରାୟ ପ୍ରଥମଥର ପାଇଁ ଗୀତ ଗାଇଛନ୍ତି। ତାହା ପୁଣି ରାପ୍‌। ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଜାପାନୀ ଭାଇଙ୍କ ସଙ୍ଗୀତ ନିର୍ଦ୍ଦେଶନାରେ ଶୁକ୍ରବାର କଟକର ମିଲନ ଷ୍ଟୁଡିଓରେ ଏହି ଗୀତ ରେକର୍ଡ କରାଯାଇଛି। ନିଜର…

ଅତିରିକ୍ତ ବଜେଟ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ୨୦୨୦-୨୧ରେ ଅତିରିକ୍ତ ବଜେଟରେ ସରକାର ସ୍ବାସ୍ଥ୍ୟସେବାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ୧୬୨୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେଥିରୁ ସ୍ବାସ୍ଥ୍ୟସେବା ମିଶନ ଅଧୀନ ମେଡିକାଲ କଲେଜ, ପ୍ରାଥମିକ, ମାଧ୍ୟମିକ ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୧୦୦…

ସମ୍‌ରେ କୋଭାକ୍ସିନର ୩ୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): କୋଭିଡ୍‌-୧୯ ବିରୋଧରେ ବହୁ ପ୍ରତୀକ୍ଷିତ ‘କୋଭାକ୍ସିନ’ ଟିକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲରେ ଆରମ୍ଭ ହୋଇଛି। ହସ୍ପିଟାଲର ପ୍ରିଭେଣ୍ଟିଭ ଆଣ୍ଡ୍‌ ଥେରାପ୍ୟୁଟିକ୍‌ କ୍ଲିନିକାଲ ଟ୍ରାଏଲ ୟୁନିଟ୍‌ (ପିଟିସିଟିୟୁ)ରେ…

ବିଧାନସଭାରେ ଶୋକ:ଭିଡିଓ କନ୍‌ଫରେନ୍ସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପୂର୍ବତନ ବାଚସ୍ପତି ଶରତ ଚନ୍ଦ୍ର କରଙ୍କ ସମେତ ଦିବଂଗତ ବିଧାୟକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ପରମ୍ପରା ଅନୁଯାୟୀ ପୂର୍ବତନ ବାଚସ୍ପତିଙ୍କ ବିୟୋଗରେ ଗୃହ…

୮ ଜିଲାରେ ହେବ ତୈଳ, ଗ୍ୟାସ୍‌ର ସନ୍ଧାନ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧। ୧୧(ବ୍ୟୁରୋ): ପୁରୀ ଜିଲା କାକଟପୁରସ୍ଥିତ ମହାନଦୀ ଅବବାହିକା ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍‌ ଲାଇସେନ୍ସିଂ ପଲିସୀ (ଓଏଏଲପି) ଅଧୀନରେ ତୈଳ ଏବଂ ପ୍ରାକୃତିକ ଗ୍ୟାସର ସନ୍ଧାନ କରାଯିବ। ଅଏଲ ଇଣ୍ଡିଆ ଲିମିଟେଡ ପକ୍ଷରୁ ରାଜ୍ୟର ୮…

୩ ଅଧ୍ୟାଦେଶ, ୫ ବିଲ୍‌ ଉପସ୍ଥାପିତ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ୩ଟି ଅଧ୍ୟାଦେଶ ଏବଂ ୫ଟି ବିଲ୍‌କୁ ଗୃହରେ ଆଗତ କରାଯାଇଛି। ଆଗତ ଅଧ୍ୟାଦେଶ ମଧ୍ୟରୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଚୁକ୍ତିଭିତ୍ତିକ ଶ୍ରମିକ(ବିନିୟମ ଓ ଉଚ୍ଛେଦ) ଓଡ଼ିଶା ସଂଶୋଧନ ଅଧ୍ୟାଦେଶ-୨୦୨୦ ଏବଂ…

୨ ମାସ ପରେ ବଢ଼ିଲା ତେଲ ଦର

ଭୁବନେଶ୍ୱର,୨୧। ୧୧: ପ୍ରାୟ ୨ ମାସ ହେବ ପେଟ୍ରୋଲ ଏବଂ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ଶୁକ୍ରବାର ଇନ୍ଧନ ଦରରେ ପୁଣି ଥରେ ପରିବର୍ତ୍ତନ ଦେଖାଯାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୨୧ ପଇସା ବଢ଼ି ୮୧.୮୧…

୧୧,୨୦୦ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟକୁ ଇଲେକ୍‌ଟ୍ରୋନିକ ମାଧ୍ୟମରେ ଗୃହରେ ଉପସ୍ଥାପନ କରିଛନ୍ତି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?