୩୧ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୨।୭ (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାରୁ ଓ ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖାଯାଇଛି। ଏ ସମ୍ପର୍କରେ ବୁଧବାର ସୂଚନା ଦିଆଇଛି। ଏଥିସହ ମହିଳା ଓ...
ଉତ୍ତପ୍ତ ହେଉଛି ସମୁଦ୍ର
ଭୁବନେଶ୍ୱର,୨।୭(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଚିନ୍ତାର କାରଣ ପାଲଟିଲାଣି। ଗ୍ରୀନ୍ ହାଉସ୍ ଗ୍ୟାସ ବୃଦ୍ଧି ଯୋଗୁ କେବଳ ବାୟୁମଣ୍ଡଳର ତାପମାତ୍ରା ବୃଦ୍ଧି ହେଉ ନାହିଁ ଏହା ଦୁଇ ତୃତୀୟାଂଶ ଜଳ ଭାଗକୁ ମଧ୍ୟ ଗଭୀର ଭାବେ ପ୍ରଭାବିତ କରୁଛି। ପରିବେଶକୁ ଉତ୍ତପ୍ତ...
ସିଲିଣ୍ଡର ପିଛା ୧ ଟଙ୍କା ବଢ଼ିଲା ଏଲ୍ପିଜି
ଭୁବନେଶ୍ୱର,୨।୭(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ବର୍ତ୍ତମାନ ଲୋକମାନେ ବିଭିନ୍ନ ସମସ୍ୟାର ସାମ୍ନା କରୁଛନ୍ତି। ଏହି ସମୟରେ ଲଗାତର ଦରଦାମ ବୃଦ୍ଧି ଖାଉଟିଙ୍କୁ ଚିନ୍ତାରେ ପକାଇଛି। ଗତ ୩ ସପ୍ତାହ ଧରି ପେଟ୍ରୋଲ, ଡିଜେଲ ଦର ବଢିବା ପରେ ୨ ଦିନ...
ସୁବାସ ନଗର ବସ୍ତିରୁ ହଟିଲା ଆବଦ୍ଧାଞ୍ଚଳ କଟକଣା
ଭୁବନେଶ୍ୱର,୧।୭(ବ୍ୟୁରୋ)-୧୨ ଦିନ ପରେ ଡୁମୁଡୁମା ସୁବାସ ନଗର ବସ୍ତିରୁୁ କଣ୍ଟେନମେଣ୍ଟ (ଆବଦ୍ଧାଞ୍ଚଳ) କଟକଣା ହଟିଛି। ଉକ୍ତ ବସ୍ତିରୁ ଏକାଧିକ ସ୍ଥାନୀୟ କରୋନା ସଂକ୍ରମିତ ଚିହ୍ନଟ ହେବାରୁ ଗତ ୨୦ରେ ବସ୍ତିର ୩୧୭ଘର ସିଲ୍ କରି ଦିଆଯାଇଥିଲା। ବିଏମ୍ସି ଏହାର ପ୍ରମୁଖ...
ଲୋକଙ୍କ ଜୀବନ ସୁରକ୍ଷା ପାଇଁ କାମ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୭(ବ୍ୟୁରୋ)-ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ମହାମାରୀ ମୁକାବିଲା ପାଇଁ ବିଜେଡି ବିଧାୟକମାନଙ୍କୁ ୮ ସୂତ୍ରୀ କୋଭିଡ୍ ମୁକାବିଲା ମନ୍ତ୍ର ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଏକ ବାର୍ତ୍ତାରେ ବିଧାୟକମାନଙ୍କୁ କହିଛନ୍ତି ଯେ, ବର୍ତ୍ତମାନ ମାନବଜାତି ଏକ ଅଭୂତପୂର୍ବ...
ରାଜ୍ୟରେ ପୁଣି ବଢିଲା ବସ୍ ଭଡ଼ା: କିଲୋମିଟର ପିଛା ନୂଆ ଦର କେତେ ହେଲା ଜାଣନ୍ତୁ…
ଭୁବନେଶ୍ୱର,୧ା୭(ବ୍ୟୁରୋ)-ରାଜ୍ୟରେ ପୁଣି ବସ୍ ଭଡ଼ା ବୃଦ୍ଧି ପାଇଛି। ୧୫ ଦିନ ମଧ୍ୟରେ ଦୁଇଥର ବସ୍ ଭଡ଼ା ବଢିଲାଣି। ୨୦୨୦ ଜୁନ୍ ୧୬ ତାରିଖରେ ରାଜ୍ୟ ସରକାର ଭଡ଼ା ବୃଦ୍ଧି କରିଥିଲେ। ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର...
ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କଲେ ନବୀନ: ପ୍ରଥମ ଥର ପାଇଁ ୯ ଉପସଭାପତିଙ୍କୁ ଦାୟିତ୍ୱ
ଭୁବନେଶ୍ୱର,୧।୭(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦଳର କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି। ସେ ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସମ୍ପାଦକଙ୍କୁ ନିଯୁକ୍ତ କରିଛନ୍ତି। ବରିଷ୍ଠ ଉପସଭାପତି ଭାବେ ଅନଙ୍ଗ...
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ଥିବାବେଳେ ୮ ଲୋକାଲ୍ କେସ୍ ରହିଛି। ନୂଆ ହୋମ୍ କ୍ୱାରାଣ୍ଟାଇନ୍ ଆକ୍ରାନ୍ତଙ୍କ...
ପୁଣି ବଢ଼ିଲା ବସ୍ ଭଡ଼ା
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ପୁଣି ବଢ଼ିଲା ବସ୍ ଭଡା। ୨ରୁ ୪ ପଇସା ଭଡ଼ା ବୃଦ୍ଧି କରାଯାଇଛି। ସାଧାରଣ ଭଡ଼ା କିଲୋମିଟର ପିଛା ୭୦ରୁ ୭୨ ପଇସାକୁ ବୃଦ୍ଧି ପାଇଛି। ଏକ୍ସପ୍ରେସ୍ ବସ୍ ଭଡ଼ା ୭୩ରୁ ୭୫ ପଇସାକୁ ବଢ଼ିଛି। ସେହିଭଳି...
ରାଜ୍ୟରେ ବାତିଲ ହେଲା +୨ ପରୀକ୍ଷା
ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜ୍ୟରେ ବାତିଲ ହେଲା ବାକିଥିବା +୨ ପରୀକ୍ଷା। କଳା, ବିଜ୍ଞାନ, ବାଣିଜ୍ୟର ବାକିଥିବା ପରୀକ୍ଷା ବାତିଲ ହୋଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ଏ ନେଇ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କରୋନା...
ବାହୁଡ଼ାରେ ମହାପ୍ରଭୁଙ୍କ ରଥଟଣା ଆରମ୍ଭ
ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ଶେଷ କରିବା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ୁଛନ୍ତି ମହାପ୍ରଭୁ। ଭକ୍ତଶୂନ୍ୟ ବାହାଡ଼ାଯାତ୍ରାରେ ମହାପ୍ରଭୁଙ୍କ ନୀତିକାନ୍ତି ସଅଳ ଅନୁଷ୍ଠିତ ହୋଇଥିଲା। ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ମହାପ୍ରଭୁଙ୍କ ରଥଟଣା ଆରମ୍ଭ ହୋଇଛି। ପୂର୍ବାହ୍ନ...
ଅଗଷ୍ଟ ୩୧ ଯାଏ ସ୍କୁଲ, କଲେଜ ବନ୍ଦ
ଭୁବନେଶ୍ୱର,୧ା୭(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ସଂକ୍ରମଣ ବେଳକୁ ବେଳ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ କୌଶଳ ଅବଲମ୍ବନ କରୁଛନ୍ତି। ଲକ୍ଡାଉନ-୫ ପରେ ରାଜ୍ୟ ସରକାର ଜୁନ୍ ୧ତାରିଖରୁ କଟକଣା କୋହଳ କରିଥିଲେ। ଅନ୍ଲକ୍-୧ର ଅବଧି ଜୁନ୍ ୩୦ରେ...
Archives


