Odisha Elections 2024

ମେଟ୍ରୋ

ନିରଞ୍ଜନଙ୍କ ଇସ୍ତଫା ନେଇ ସୁରଙ୍କ ପ୍ରତିକ୍ରିୟା: କହିଲେ ଇସ୍ତଫା ସମାଧାନ ନୁହେଁ, ସେ ନ ରହିଲେ ଦଳର ଅବସ୍ଥା ଶୋଚନୀୟ ହେବ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ପିସିସି ସଭାପତି ପଦରୁ ଶୁକ୍ରବାର ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେବା ପରେ କଂଗ୍ରେସ ଶିବିରରେ ହଟଚମଟ ସୃଷ୍ଟି ହୋଇଛି। ଏ ନେଇ ପ୍ରତିକ୍ରିୟା ରଖି କଂଗ୍ରେସର ବରିଷ୍ଠ ନେତା ତଥା ଚଳିତ ନିର୍ବାଚନରେ ଜଟଣୀ ବିଧାନସଭାରୁ ବିଜୟ ଲାଭ...

ସତ୍ୟବାଦୀର ବିକାଶ ମୋର ପ୍ରାଥମିକତା: ଉମାକାନ୍ତ ସାମନ୍ତରାୟ

ପୁରୀ ଅଫିସ,୨୪।୫: ସତ୍ୟବାଦୀରେ ପ୍ରଥମ ଥର ଲାଗି ଖାତା ଖୋଲିଛି ବିଜେଡି। ବିଜେଡି ପ୍ରତିଷ୍ଠା ପରଠାରୁ ଏଠାରେ କେବେହେଲେ ଜିତିପାରି ନ ଥିଲା। ହେଲେ ଏଥର ବଦଳିଛି ଇତିହାସ। ବିଜେଡି ପ୍ରାର୍ଥୀ ଉମାକାନ୍ତ ସାମନ୍ତରାୟ ଭାଜପା ପ୍ରାର୍ଥୀ ଭାଜପା ପ୍ରାର୍ଥୀ...

କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ପଦରୁ ଭକ୍ତଚରଣଙ୍କ ଇସ୍ତଫା: ରାଜ୍ୟରେ ଦଳର ପରାଜୟ ଲାଗି ନିଜକୁ ଦାୟୀ କଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି ଅନେକ ତୁଙ୍ଗ ନେତା। ଶୁକ୍ରବାର ପିସିସି ସଭାପତି ପଦରୁ ନିରଞ୍ଜନ ପଟ୍ଟନାୟକ ଇସ୍ତଫା ଦେଇଥିବା ବେଳେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଚରଣ ଦାସ ମଧ୍ୟ...

୨୩,୮୩୯ରେ ଭାଜପା ପ୍ରାର୍ଥୀ ଅପରାଜିତା ବିଜୟୀ

ଖୋର୍ଦ୍ଧା ଅଫିସ,୨୪।୫: ଖୋର୍ଦ୍ଧା ଜିଲାର ଭୁବନେଶ୍ୱର ଲୋକ ସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ୨୩,୮୩୯ ଭୋଟରେ ବିଜୟୀ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଅରୂପ ମୋହନ ପଟ୍ଟନାୟକଙ୍କୁ ପରାସ୍ତ କରି ବିଜୟୀ ହୋଇଛନ୍ତି...

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା...

ବିଜୟୀ ହେବା ପରେ ମା’ମଙ୍ଗଳାଙ୍କଠାରୁ ଆଶୀର୍ବାଦ ନେଲେ ତୁଷାରକାନ୍ତି

କାକଟପୁର, ୨୪।୫(ଡି.ଏନ୍‌.ଏ.): କାକଟପୁରର ବିଧାୟକ ଭାବେ ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ବିଜୟୀହେବା ପରେ ଶୁକ୍ରବାର ମା’ ମଙ୍ଗଳାଙ୍କ ମନ୍ଦିର ଯାଇ ମା’ଙ୍କ ଦର୍ଶନ କରିବା ସହ ଆଶୀର୍ବାଦ ଭିକ୍ଷା କରିଛନ୍ତି। ଶୁକ୍ରବାର ତୁଷାର କାକଟପୁରରେ ପହଞ୍ଚିବା ପରେ ବସ୍‌ଷ୍ଟାଣ୍ଡସ୍ଥିତ...

ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା

ପୁରୀ ଅଫିସ, ୨୪।୫: ଜଗତ୍‌ସିଂହପୁର ଲୋକ ସଭା ଆସନ ଅନ୍ତର୍ଗତ ନିମାପଡ଼ା ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ସମୀର ରଞ୍ଜନ ଦାସ ବିଜୟୀ ହୋଇଛନ୍ତି। ସେ ୨୦୦୯, ୨୦୧୪, ୨୦୧୯ ସାଧାରଣ ନିର୍ବାଚନରେ ଲଗାତାର ୩ୟ ଥର ବିଜୟୀ ହୋଇଛନ୍ତି।...

ପଞ୍ଚମ ଥର ଲାଗି ବିଜେଡି କବ୍ଜାରେ କାକଟପୁର: କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣଙ୍କୁ ହରାଇ ତୁଷାରକାନ୍ତି ହେଲେ ବିଧାୟକ

କାକଟପୁର,୨୪।୫(ଡି.ଏନ୍‌.ଏ.): ନାନା କଳ୍ପନା ଜଳ୍ପନା ସତ୍ତ୍ୱେ କାକଟପୁରରେ ପୁଣି ଥରେ ବାଜିମାତ୍‌ କରିଛି ବିଜେଡି। ଲଗାତାର ୫ମଥର ଲାଗି କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ କବ୍ଜାକୁ ନେଇଛି ଦଳ। ଭାଜପା ଦଳ ଓ ପ୍ରାର୍ଥୀତ୍ୱକୁ ପରିତ୍ୟାଗ କରି ବିଜେଡି ପକ୍ଷରୁ ପ୍ରାର୍ଥୀ...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ...

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି...

କଂଗ୍ରେସ ଭବନରେ ହଠାତ୍‌ ଉତ୍ସବ

ଭୁବନେଶ୍ୱର, ୨୪-୫(ବ୍ୟୁରୋ):ଭୋଟ ଗଣତିର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ବୁଧବାର କଂଗ୍ରେସ ଭବନରେ ଯେଉଁ ଭିଡ଼ ଦେଖିବାକୁ ମିଳିଥିଲା ଗୁରୁବାର ତାହା ନ ଥିଲା। ସକାଳ ୮ଟାରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହେବାମାତ୍ରେ କଂଗ୍ରେସ ନେତା ଓ କର୍ମୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri