ମେଟ୍ରୋ

ଏହିସବୁ ରୁଟ୍‌ରେ ସବୁଦିନ ଚାଲିବ ମୋ’ ବସ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା। ଅଧିକ ଡିମାଣ୍ଡ ଥିବା ୮ ଟି ରୁଟ୍‌ରେ ସପ୍ତାହର ସବୁଦିନ…

ବିଏମ୍‌ସି କର୍ମଚାରୀଙ୍କ କରୋନାରେ ମୃତ୍ୟୁ

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଦକ୍ଷିଣ-ପୂର୍ବ ଜୋନ୍‌ରେ କାର୍ଯ୍ୟରତ ଏନ୍‌ଫୋର୍ସମେଣ୍ଟ ଇନ୍ସପେକ୍ଟର ପ୍ରଫୁଲ୍ଲ କୁମାର ବେହେରାଙ୍କର ସୋମବାର ପୂର୍ବାହ୍ନରେ କରୋନାରେ ମୃତ୍ୟୁ ଘଟିଛି। କରୋନା ମୁକାବିଲାରେ ସେ ଆଗଧାଡ଼ିର ଯୋଦ୍ଧା ଥିଲେ। ତାଙ୍କ ନମୁନା ପଜିଟିଭ୍‌ ଆସିବା ପରେ…

ପ୍ରଣବଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ଭୁବନେଶ୍ୱର, ୧।୯ (ବ୍ୟୁରୋ): ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ବିୟୋଗରେ ରାଜ୍ୟ ସରକାର ୭ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରିବାକୁ ଘୋଷଣା କରିଛନ୍ତି। ଅଗଷ୍ଟ ୩୧ ତାରିଖରୁ ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ଏହି ଶୋକ ପାଳନ କରାଯିବ। ଏହି ସମୟରେ…

ସମ୍‌ରେ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ପରୀକ୍ଷଣ ଖୁବ୍‌ଶୀଘ୍ର

ଭୁବନେଶ୍ୱର, ୧।୯(ବ୍ୟୁରୋ): ଭାରତର ନିଜସ୍ବ କୋଭିଡ୍‌-୧୯ ଟିକା ‘କୋଭାକ୍‌ସିନ’ର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଖୁବ୍‌ଶୀଘ୍ର ସମ୍‌ ହସ୍ପିଟାଲରେ ଆରମ୍ଭ ହେବ। ଏ ନେଇ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚତ୍ଛି। ପ୍ରଥମ ପର୍ଯ୍ୟାୟ ପରୀକ୍ଷଣ ପ୍ରକ୍ରିୟା ଜାରି ରହିଥିବାବେଳେ ଦ୍ୱିତୀୟ ପର୍ଯ୍ୟାୟ…

ଭାଜପାର ‘ସେବା ହିଁ ସଙ୍ଗଠନ’ ଇ-ବୁକ୍‌ ଉନ୍ମୋଚିତ

ଭୁବନେଶ୍ୱର,୧।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଆହ୍ବାନକ୍ରମେ ଭାଜପା କାର୍ଯ୍ୟକର୍ତ୍ତାମାନେ ଭାରତୀୟ ପରମ୍ପରା ‘ନର ସେବା-ନାରାୟଣ ସେବା’କୁ ସମ୍ମାନ ଜଣାନ୍ତୁ। ଏହି ଲକ୍‌ଡାଉନ ସମୟରେ ସ୍ବେଚ୍ଛାକୃତଭାବେ ସେମାନଙ୍କ ଅଞ୍ଚଳରେ ବାସ କରୁଥିବା ଗରିବ, ଦିନମଜୁରିଆ, ଦୁଃଖୀଜନ ତଥା…

ଖରିଫ ଧାନ ସଂଗ୍ରହ ପଞ୍ଜୀକରଣ ଅବଧି ସେପ୍ଟେମ୍ବର ୭କୁ ବଢ଼ିଲା

ଭୁବନେଶ୍ୱର,୧।୯(ବ୍ୟୁରୋ): ଖରିଫ୍‌ ଧାନ ସଂଗ୍ରହ ନିମନ୍ତେ ଚାଷୀମାନଙ୍କ ନାମ ପଞ୍ଜୀକରଣ ଅବଧି ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୭କୁ ବୃଦ୍ଧି କରାଯାଇଛି। ରାଜ୍ୟର ବନ୍ୟା ପରିସ୍ଥିତି ଏବଂ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ଚାଷୀମାନଙ୍କ ନାମ ପଞ୍ଜୀକରଣ ସମୟସୀମା ବୃଦ୍ଧି କରାଯାଇଛି ବୋଲି…

ହିତାଧିକାରୀଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା

ଭୁବନେଶ୍ୱର,୧।୯(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନା ହିତାଧିକାରୀମାନେ ୪ ମାସର ଆଗୁଆ ଭତ୍ତା ପାଇବେ। ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବର ଓ ଡିସେମ୍ବରର ଆଗୁଆ ଟଙ୍କା ହିତାଧିକାରୀଙ୍କୁ ମିଳିବ। ସେପ୍ଟେମ୍ବରରେ ଏକକାଳୀନ ୪ ମାସର ଟଙ୍କା ଦିଆଯିବାକୁ ନିଷ୍ପତ୍ତି ହୋଇଛି ବୋଲି ସାମାଜିକ ସୁରକ୍ଷା…

ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା: ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୩ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…

CORONAVIRUS UPDATE: ୩୦ ଜିଲାରୁ ୩୦୨୫ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୩୦୨୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦୬୫୬୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ…

ଗ୍ରାମାଞ୍ଚଳ, ଜନଜାତି ଅଞ୍ଚଳରେ ଶିକ୍ଷାର ପାର୍ଥକ୍ୟକୁ ଦୂର କରିବ ନୂଆ ଶିକ୍ଷାନୀତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୯(ବ୍ୟୁରୋ):  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଶିକ୍ଷା ନୀତି ୨୦୨୦ ତଥା ଏହାର ଅଧୀନରେ ଗଠିତ ସ୍ବତନ୍ତ୍ର ଶିକ୍ଷା ଜୋନ ଗ୍ରାମାଞ୍ଚଳ ତଥା ଜନଜାତି ଅଞ୍ଚଳରେ ଥିବା ଶିକ୍ଷାର ପାର୍ଥକ୍ୟକୁ ଦୂର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ। ଓଡ଼ିଶା ସମେତ…

୨୫ ଓଏଏସ୍‌ ଅଫିସର୍‌ଙ୍କ ବଦଳି

ଭୁବନେଶ୍ୱର,୧।୯ (ବ୍ୟୁରୋ):  ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୨୫ ଜଣ ଓଏଏସ୍‌ ଅଧିକାରୀଙ୍କୁ ବିଭିନ୍ନ ସ୍ଥାନକୁ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ଶୈଳେନ୍ଦ୍ର କୁମାର ଦ୍ୱିବେଦୀଙ୍କୁ ପର୍ଯ୍ୟଟନ ବିଭାଗ ଅତିରିକ୍ତ ସଚିବ, କୃଷ୍ଣପ୍ରସାଦ ପତିଙ୍କୁ ଇଆଣ୍ଡ୍‌ଆଇଟି…

ଆଜିଠୁ ଜେଇଇ ମେନ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ ମେନ୍‌) ଆରମ୍ଭ ହେଉଛି। ଏହା ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଚଳିତବର୍ଷ ରାଜ୍ୟର ମୋଟ ୭ ସହରରେ ୨୬ଟି କେନ୍ଦ୍ର କରାଯାଇଥିବାବେଳେ ପ୍ରାୟ ୩୭ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri