ମେଟ୍ରୋ

ଧରିତ୍ରୀ ପ୍ରଭାବ: ୮୬ ଜେଲର ଭିତ୍ତିଭୂମି ପାଇଁ ୫୦କୋଟି ମଞ୍ଜୁର

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଜେଲ୍‌ରେ ଆବଶ୍ୟକ ଭିତ୍ତିଭୂମି ନ ଥିବାରୁ କରୋନା ସଂକ୍ରମଣ ଆଶଙ୍କା ରହିଛି। ଇତିମଧ୍ୟରେ ୩ ଜେଲ୍‌ରୁ ୧୦ କଏଦୀ ଆକ୍ରାନ୍ତ ହୋଇଛନ୍ତି। ବାସ୍ତବ ସ୍ଥିତିକୁ ନେଇ ଗତ ୨୫ ତାରିଖରେ ଧରିତ୍ରୀରେ ଏକ ଅନୁସନ୍ଧାନ ମୂଳକ...

ଅନିଶ୍ଚିତତାରେ ଓଡ଼ିଆ ସିନେମା ଶିଳ୍ପ

ଭୁବନେଶ୍ୱର,୨୯।୬(ବ୍ୟୁରୋ): କୋଭିଡ୍‌-୧୯ ପ୍ରଭାବ ଯୋଗୁ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି ଓଡ଼ିଆ ସିନେମା ଶିଳ୍ପ। ରାଜ୍ୟର ପ୍ରଯୋଜକ, ନିର୍ଦ୍ଦେଶକ, କଳାକାର ଏବଂ ଫିଲ୍ମ ଶିଳ୍ପ ସହ ଜଡ଼ିତ ପ୍ରମୁଖ ବ୍ୟକ୍ତିବିଶେଷ ଓଡ଼ିଆ ଇଣ୍ଡଷ୍ଟ୍ରିର ଭବିଷ୍ୟତକୁ ନେଇ ଆଶଙ୍କା ପ୍ରକାଶ କରିଛନ୍ତି।...

ଯୁକ୍ତ୨ ପରୀକ୍ଷା ନେଇ ଆଜି ବସିବ ବୈଠକ

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟ ସରକାର ଯୁକ୍ତ ୨ର ବାକି ପରୀକ୍ଷାଗୁଡିକ ବାତିଲ କରିଦେବା ନେଇ ସମ୍ଭାବନା ଅଧିକ ମାତ୍ରାରେ ଦେଖାଦେଇଛି। ସିବିଏସଇ ଓ ଆଇସିଏସଇ ପକ୍ଷରୁ ଯୁକ୍ତ ୨ ପରୀକ୍ଷା ବାତିଲ କରି ଦିଆଯାଇଥିବାରୁ ରାଜ୍ୟ ସରକାର ସମାନ ନିଷ୍ପତ୍ତି ନେଇପାରନ୍ତି...

ଆଇଏଏସ୍‌ ବିଜୟ କେତନଙ୍କ ଉପରୁ ଉଠିଲା ନିଲମ୍ବନ ଆଦେଶ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ରାଜ୍ୟ ସରକାର ନିଲମ୍ବନ ଆଦେଶ ଉଠାଇ ଦେଇଛନ୍ତି। ତେବେ ବିଜୟଙ୍କୁ ପୁଣି ଥରେ ରାଜ୍ୟ ସରକାର ଅବସ୍ଥାପିତ କରିଛନ୍ତି। ସେ ବର୍ତ୍ତମାନ ବୋର୍ଡ ଅଫ ରେଭିନ୍ୟୁର ସଚିବ ଦାୟିତ୍ୱ ତୁଲାଇବେ ବୋଲି...

୯ରୁ ବିପିୟୁଟି ଫାଇନାଲ ସେମିଷ୍ଟର

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ(ବିପିୟୁଟି)ର ଫାଇନାଲ ସେମିଷ୍ଟର ପାଇଁ ସମ୍ଭାବ୍ୟ ତାଲିକା ପ୍ରକାଶ ପାଇଛି। ଜୁଲାଇ ୯ରୁ ଅନ୍‌ଲାଇନ ପରୀକ୍ଷା ହେବା ନେଇ ତାରିଖ ଘୋଷଣା ହୋଇଛି। ଏହି ପରୀକ୍ଷା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଦୁଇଟି...

୨ରେ ପ୍ରବଳ ବର୍ଷା: ୪ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୮।୬(ବ୍ୟୁରୋ)- ରାଜ୍ୟରେ ଏବେ ମୌସୁମୀ ଦୁର୍ବଳ ରହିଛି। ତେଣୁ କିଛି ସ୍ଥାନରେ ବର୍ଷା ହେଉଛି। ଏଥିସହ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ପରିମାଣ ବର୍ଷା ହେବାକୁ...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୩୭ ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୪,୭୪୩ରେ ପହଞ୍ଚିଲା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ଆଉ ୧୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ହଜାର ୭୪୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ରବିବାର...

ଚିନ୍ତା ବଢ଼ାଇଲାଣି ରାଜଧାନୀ: ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୫ ପୁରୁଷ-ଜଣେ ମହିଳା

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜଧାନୀରେ ଆଉ ୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୩ଜଣ ହୋମ୍‌୍‌ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୩ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୯୨କୁ ବୃଦ୍ଧି ପାଇଛି। ସେଥିରୁ ୧୬୫ଜଣ...

ବଢ଼ୁଛି କରୋନା ସଂକ୍ରମଣ: ଆଜି ଗଞ୍ଜାମରେ ଚିହ୍ନଟ ହେଲେ ୭୬ ନୂଆ ଆକ୍ରାନ୍ତ

ଭୁବନେଶ୍ୱର,୨୮।୬(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ୨୬୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୭୬ଜଣ ଅଛନ୍ତି। ସେହିଭଳି ଯାଜପୁରର ୪୧, ଖୋର୍ଦ୍ଧା ୧୫, ଝାରସୁଗୁଡ଼ା ୧୮, କେନ୍ଦୁଝରର ୨୫, ବରଗଡ଼ ୧୮, ବାଲେଶ୍ୱର ୧୨, କଟକ ୧୨,...

ଫିଲ୍ମ ରିପୋର୍ଟର ପରିଚୟ ଦେଇ ଅଭିନେତ୍ରୀଙ୍କୁ ହଇରାଣ: ଯୁବକଙ୍କୁ ନୋଟିସ ଦେଇ ଛାଡ଼ିଲା ପୋଲିସ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଓଲିଉଡ୍‌ର ଜଣେ ଜଣାଶୁଣା ଅଭିନେତ୍ରୀଙ୍କୁ ସୋସିଆଲ ମିଡ଼ିଆରେ ହଇରାଣ କରିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଯୁବକଙ୍କୁ ପୋଲିସ ଥାନାରେ ଅଟକ ରଖିଥିଲା। ତେବେ ଯୁବକ ଜଣଙ୍କ ଆଉ ଏଭଳି ନ କରିବା ପାଇଁ କହିବା ପରେ ଚନ୍ଦ୍ରଶେଖରପୁର ଥାନା...

ହଟ୍‌ସ୍ପଟ୍‌ ହୋଇପାରେ ଭୁବନେଶ୍ୱର ରେଡ୍‌ ଲାଇଟ୍‌ ଅଞ୍ଚଳ: ମାଳିସାହି ବନ୍ଦ ରହିଲେ ସଂକ୍ରମଣ ଆଶଙ୍କା ୩୫% କମିବ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ଦେଶରେ ରେଡ୍‌ ଲାଇଟ ଅଞ୍ଚଳ ଖୋଲା ରହିବା ଦ୍ୱାରା ଭାରତରେ କୋଭିଡ-୧୯ ସଂକ୍ରମଣରେ ଦ୍ରୁତ ଅଭିବୃଦ୍ଧି ଦେଖାଦେବାର ସମ୍ଭାବନା ରହିଛି। ଏହି ଅଞ୍ଚଳ ବନ୍ଦ ରହିଲେ ସଂକ୍ରମଣ ହ୍ରାସ ପାଇବା ସହ ଏହି ମହାମାରୀଜନିତ ମୃତ୍ୟୁକୁ ୬୦% ପର୍ଯ୍ୟନ୍ତ...

ଖାକି କ୍ଷମତାର ଦୁରୁପଯୋଗ: ନିୟମ ଭାଙ୍ଗି ରଥଯାତ୍ରା ବୁଲିଥିଲେ ଜଣେ ଏସିପି, ଡିଏସ୍‌ପି

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବହୁ ବାଦବିବାଦ ଭିତରେ ସୁପ୍ରିମ୍‌କୋର୍ଟଙ୍କ ଅନୁମତି ପରେ ଗତ ୨୩ ତାରିଖରେ ପୁରୀରେ ବିନା ଭକ୍ତରେ ଅନୁଷ୍ଠିତ ହୋଇଥିଲା ରଥଯାତ୍ରା। ବିଶେଷକରି ଖୁବ୍‌କମ୍‌ ସମୟ ଭିତରେ ଶୃଙ୍ଖଳାରକ୍ଷା ଓ ସୁରୁଖୁରୁରେ ରଥଯାତ୍ରା କରିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri