ମେଟ୍ରୋ

ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ…

ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର…

FM କଲେଜ ଘଟଣା ପରେ ରେଭେନ୍ସା ବିଶ୍ବବିଦ୍ୟାଳୟର ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀମାନେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇଛି। ସନ୍ଧ୍ୟା ସାଢେ ୫ଟା ପରେ…

FM କଲେଜର ନୂଆ ପ୍ରିନ୍ସପାଲଙ୍କ ସାଂଘାତିକ ଖୁଲାସା, ଫେବର କଥାକୁ ନେଇ କହିଲେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏହି ସମୟରେ କଲେଜର ନୂଆ ପ୍ରିନ୍ସପାଲ ପିରୋଜ ପାଢୀ ବଡ଼ ସୂଚନା…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାରେ ବଜ୍ରପାତ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୭(ଅନୁରାଧା ମହାରଣା):ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ…

କେମିତି ଲାଗିଥିଲା ନିଆଁ, ପ୍ରତ୍ୟକ୍ଷଦର୍ଶୀ କହିଲେ ଚକିତ କଲା ଭଳି କଥା…

ଭୁବନେଶ୍ୱର,୧୭।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ରାଜନୀତି ଆରମ୍ଭ ହୋଇସାରିଥିବା ବେଳେ ଶାସକ – ବିରୋଧୀଙ୍କ କାଦୁଅଫିଙ୍ଗା ସାମାଜିକ ଗଣମାଧ୍ୟମରେ ଝଡ଼ ସୃଷ୍ଟି କରିଛି। ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପାଇଁ ସମସ୍ତେ ଏକାଠି ହୋଇଛନ୍ତି। ତାଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା ମଧ୍ୟ ହୋଇଛି।…

ଜଣାପଡିଲା କେଉଁଠୁ ଆସିଥିଲା ପେଟ୍ରୋଲ, ହାତରେ ଲାଗିଲା ବଡ଼ ତଥ୍ୟ!

ଭୁବନେଶ୍ୱର,୧୭।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ଏହି ସମୟରେ ଚର୍ଚ୍ଚାର ବିଷୟ ସବୁଠୁ ହେଉଛି ସୌମ୍ୟାଶ୍ରୀଙ୍କୁ କଲେଜରେ…

ଶିକ୍ଷା ବିଭାଗର ବଡ଼ ପଦକ୍ଷେପ: ଖୋଲିବ ଆଉ ୫ ନୂଆ ଏନ୍‌ସିସି ବାଟାଲିଅନ

ଭୁବନେଶ୍ୱର,୧୭।୭: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ଓଡ଼ିଶାରେ ଆଉ ୫ ନୂଆ ମହିଳା ଏନ୍‌ସିସି ବାଟାଲିଅନ ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ଓଡ଼ିଶା ଏନ୍‌ସିସି ନିର୍ଦ୍ଦେଶକଙ୍କୁ ଚିଠି କରିଛି। ଚିଠିରେ କ୍ୟାଡେଟ୍‌ମାନଙ୍କ ଦକ୍ଷତା ବିକାଶ ଏବଂ ପ୍ରଶିକ୍ଷଣ…

ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ବଡ଼ ଘୋଷଣା: ମିଳିବ ୨ ଲକ୍ଷ ଟଙ୍କା, ଜାଣନ୍ତୁ କାହାକୁ…

ଭୁବନେଶ୍ୱର,୧୭।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏଣିକି ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା। ମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ଅନୁକମ୍ପା ରାଶି ମିଳିବ ବୋଲି ସରକାର ଘୋଷଣା କରିଛନ୍ତି। ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ…

ଓଡ଼ିଶାର ଏହି ମାର୍ଗରେ ଚତୁର୍ଥ ରେଳ ଲାଇନକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ, ଉପକୃତ ହେବେ ଏହି ଜିଲାର ଲୋକେ

ଭୁବନେଶ୍ୱର,୧୭।୭: ଓଡ଼ିଶାର ରେଳ ଭିତ୍ତିଭୂମିକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କେନ୍ଦ୍ର ରେଳ ମନ୍ତ୍ରଣାଳୟ ରାଣୀତାଳ ଲିଙ୍କ କେବିନ୍‌ ଓ ଭଦ୍ରକ ଷ୍ଟେସନ ମଧ୍ୟରେ ୫.୦୬ କିଲୋମିଟର ଦୈର୍ଘ୍ୟର ଚତୁର୍ଥ ରେଳ ଲାଇନ ନିର୍ମାଣ ପାଇଁ ଅନୁମୋଦନ…

କଲେଜ ସାର୍‌ଙ୍କ ମୁଖା ଖୋଲିଲେ ସୋମ୍ୟାଶ୍ରୀଙ୍କ ବାପା, କହିଲେ ଏହି ସାର୍‌ ଦେଉଥିଲେ ଧମକ

ଭୁବନେଶ୍ୱର,୧୭।୭: ସୋମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ସାରା ରାଜ୍ୟ ଏବେ ହୁଲୁସ୍ତୁଲ। ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଗୋଟିଏ ପଟେ ବିଜେଡି ଆନ୍ଦୋଳନ କରୁଥିବାବେଳେ କଂଗ୍ରେସ ଓଡ଼ିଶା ବନ୍ଦ ଡାକରା ଦେଇଛି। ବିରୋଧୀଙ୍କୁ ପ୍ରଶ୍ନବାଣରେ ଘାଇଲା ହେଲେଣି ସରକାର। ଏପଟେ…

ସୌମ୍ୟାଶ୍ରୀ ରୁମ୍‌ମେଟ୍‌ଙ୍କ ବଡ଼ ଖୁଲାସା, ଅସଲ କଥା କହିଦେଲେ, ଏବେ ଜଣାପଡିବ ସବୁ…

ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ବୁଧବାର ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ବିଜେଡି କର୍ମୀ ଆନ୍ଦୋଳନ କରୁଥିବାବେଳେ ଆଜି କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ସୌମ୍ୟାଶ୍ରୀଙ୍କ ରୁମ୍‌ମେଟ୍‌ ଚାଞ୍ଚଳ୍ୟକର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri