ମେଟ୍ରୋ

ସରିଲା ଐତିହାସିକ କଟକ ବାଲିଯାତ୍ରା: ୭୦ ଲକ୍ଷ ଦର୍ଶକ, ୩୦୦ କୋଟି ଟଙ୍କାର କାରବାର

କଟକ,୧୪ା୧୧: ଐତିହାସିକ କଟକ ବାଲିଯାତ୍ରା ୯ ଦିନ ପରେ ସମାପ୍ତ ହୋଇଛି। ଚଳିତ ବର୍ଷର ଏହି ମେଳା ଆକର୍ଷଣୀୟ କାର୍ଯ୍ୟକ୍ରମ ଏବଂ ବ୍ୟାପକ ବ୍ୟବସାୟ ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ୯ ଦିନର ଏହି ଯାତ୍ରାରେ ପ୍ରାୟ ୭୦ ଲକ୍ଷରୁ…

ଚପଲ କାଢ଼ି, ‘ଜୟ ଜଗନ୍ନାଥ’ କହି ଓଡ଼ିଆ ଭଜନ ଗାଇଲେ ଶ୍ରେୟା ଘୋଷାଲ୍; ଝୁମିଲେ ଲକ୍ଷାଧିକ ଦର୍ଶକ

କଟକ,୧୪ା୧୧: ଐତିହାସିକ ବାଲିଯାତ୍ରାର ଅବଧି ବୃଦ୍ଧି ହେବା ପରେ ଗୁରୁବାର ଥିଲା ଏହାର ଶେଷ ସାଂସ୍କୃତିକ ସନ୍ଧ୍ୟା। ଗଣକବି ବୈଷ୍ଣବ ପାଣି ସାଂସ୍କୃତିକ ମଞ୍ଚରେ ଆୟୋଜିତ ‘ବଲିଉଡ୍ ନାଇଟ୍‌’ରେ ବଲିଉଡ୍‌ର ଲୋକପ୍ରିୟ ଗାୟିକା ଶ୍ରେୟା ଘୋଷାଲ୍ ନିଜ ସଙ୍ଗୀତର ଯାଦୁରେ ଲକ୍ଷାଧିକ…

ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ପ୍ରବଳ ଭିଡ଼: ଠେଲାପେଲାରେ ୨ ଅଚେତ୍‌

କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍‌ ହୋଇଯାଇଥିବା ସୂଚନା ମିଳିଛି। ଆମ୍ବୁଲାନ୍ସ ଯୋଗେ ୨ ଅଚେତଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଛି।…

ଭିଜିଲାନ୍ସ ଜାଲରେ ବାଲିଅନ୍ତା ଥାନା ASI

ଭୁବନେଶ୍ୱର, ୧୩। ୧୧(ତ୍ରିନାଥ ମହାନ୍ତି): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ASI ସୋମନାଥ ପଲେଇ। ଏକ ପାରିବାରିକ ବିବାଦର ସମାଧାନ ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ASI ସୋମନାଥ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି।…

ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ୍‌, ସୂଚନା ଦେଇ ପୂର୍ତ୍ତମନ୍ତ୍ରୀ କହିଲେ ଏଣିକି…

ଭୁବନେଶ୍ୱର,୧୩ା୧୧: ଭୁବନେଶ୍ୱର ଏଜି ଛକରୁ ହଟିବ ଟ୍ରାଫିକ ପୋଷ୍ଟ୍‌। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମାଟି ତଳେ ଓ ଉପରେ ୨ ଥାକିଆ ରାସ୍ତା ନିର୍ମାଣ ହେବ। କଳ୍ପନା, ଖଣ୍ଡଗିରି ଓ ଜୟଦେବ ବିହାରରୁ ନାଲ୍‌କୋ ପର୍ଯ୍ୟନ୍ତ…

୨୦ରୁ ଆରମ୍ଭ ହେବ ଧାନକିଣା: ସୂଚନା ଦେଇ ମନ୍ତ୍ରୀ କହିଲେ ଏହି ଜିଲାରେ…

ଭୁବନେଶ୍ୱର,୧୩ା୧୧: ଆସନ୍ତା ୨୦ ତାରିଖରୁ ଖରିଫ ଧାନକିଣା ଆରମ୍ଭ ହେବ। ଏନେଇ ସୂଚନା ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ। ତେବେ ବରଗଡ଼ ଜିଲାରୁ ହିଁ ଧାନକିଣା ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଏଥିସହିତ ଧାନ ସଂରକ୍ଷଣ ପାଇଁ…

୧୦ ଡିଗ୍ରୀ ତଳେ ରାଜ୍ୟର ୪ ସହର

ଭୁବନେଶ୍ୱର,୧୩ା୧୧: ରାଜ୍ୟରେ ବଢ଼ୁଛି ଶୀତ। ଗୁରୁବାର ୧୦ ଡିଗ୍ରୀ ତଳେ ୪ ସହରର ତାପମାତ୍ରା ରହିଥିବାବେଳେ ସେମିଳିଗୁଡ଼ା ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ତାପମାତ୍ରା ୭.୧ ଡିଗ୍ରୀ ରହିଛି। ସେହିପରି ଜି. ଉଦୟଗିରିରେ ତାପମାତ୍ରା ୭.୪ ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ…

ପୁରୀରେ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୈଠକ: ହୋଇ ପାରେ ଏହି ଗୁରୁତ୍ୱପୂର୍ଣ୍ଣ ଆଲୋଚନା…

ଭୁବନେଶ୍ୱର,୧୩।୧୧: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ ପୁରୀ ସର୍କିଟ ହାଉସ ପରିସରରେ ବସିଛି। ଏଥିରେ ଜିଲାପାଳ, ଉପଜିଲାପାଳଙ୍କ ସହ ୧୧ଟି ବ୍ଳକ ତହସିଲଦାର ଉପସ୍ଥିତ ଅଛନ୍ତି। ସତ୍ୟବାଦୀ ବିଧାୟକ ଓ ବ୍ରହ୍ମଗିରି ବିଧାୟିକା ମଧ୍ୟ ଉପସ୍ଥିତ ଅଛନ୍ତି।…

ASO ପରୀକ୍ଷାକୁ ବାତିଲ: ଏହି ଦିନ ହେବ ସାନି ପରୀକ୍ଷା

ଭୁବନେଶ୍ୱର, ୧୩। ୧୧(ତ୍ରିନାଥ ମହାନ୍ତି): ଜୁଲାଇ ୧୩ରେ ହୋଇଥିବା ଏଏସ୍‌ଓ ପରୀକ୍ଷାକୁ ବାତିଲ କରାଯାଇଛି। ପୁଣି ସାନି ପରୀକ୍ଷା ଡିସେମ୍ବର ୭ରେ ହେବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପରୀକ୍ଷାରେ ଅନିୟମିତତା ନେଇ ହାଇକୋର୍ଟ ସନ୍ଦେହ କରିବା ପରେ ପରୀକ୍ଷାକୁ…

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ

ଭୁବନେଶ୍ୱର, ୧୩।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OAVET) ୨୦୨୬ ଏବଂ ଓଡ଼ିଶା ଖଣି ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା (OMAVET) ୨୦୨୬ ପାଇଁ ଅନଲାଇନ୍ ଫର୍ମ ପୂରଣ ଗୁରୁବାର ଠାରୁ ଆରମ୍ଭ ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ (BSE),…

ଏହି ଦିନ ଖେଳାଯିବ ବାରବାଟୀରେ ଭାରତ-ଦ.ଆଫ୍ରିକା ଟି ୨୦

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ କରିବାରେ ଓଡ଼ିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍‌ ସୁବ୍ୟବସ୍ଥିତ ଭାବେ ଆୟୋଜିତ ହୋଇଯାଇଛି। ତେଣୁ ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ…

ବାଲିଯାତ୍ରାରେ ଅଘଟଣ: ୧୦୦ ଫୁଟ ଉଚ୍ଚ ହାମର ଦୋଳିରେ ଫସିଲେ ୮

କଟକ,୧୩।୧୧(ଶିଳ୍ପା ପ୍ରିୟଦର୍ଶିନୀ):ଐତିହାସିକ ବାଲିଯାତ୍ରା ପଡିଆରେ ବୁଧବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ରାତି ପ୍ରାୟ ୧୧ଟା ବେଳେ ହାମର୍‌ ଦୋଳିର ମୋଟର ପୋଡ଼ିଯିବାରୁ ଏହା ଅଧାରୁ ବନ୍ଦ ହୋଇଯାଇଥିଲା। ଫଳରେ ଦୋଳିରେ ବସିଥିବା ୮ଜଣ ଲୋକ ପ୍ରାୟ ୧୦୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?