ମେଟ୍ରୋ

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ଆଜି ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି ଯେ, ପବିତ୍ର କାଳୀପୂଜା ଏବଂ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ…

ସବୁ ଚାଷୀଙ୍କୁ ମିଳିବ ପରିଚୟପତ୍ର

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ସମସ୍ତ ଚାଷୀଙ୍କୁ କୃଷକ ପରିଚୟପତ୍ର ଦିଆଯିବ। ଏଥିପାଇଁ କୃଷକ ଓଡ଼ିଶା କାର୍ଯ୍ୟକ୍ରମରେ ରାଜ୍ୟର ୭୬ ଲକ୍ଷ ଚାଷୀଙ୍କୁ ନେଇ କୃଷକ ଡାଟାବେସ୍‌ ଆରମ୍ଭ କରାଯାଇଛି। ଏହି ଡାଟାବେସ୍‌ର ଯାଞ୍ଚ ପ୍ରକ୍ରିୟା ୧୦୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ କରାଯାଇ କୃଷକମାନଙ୍କୁ…

ରାଜଧାନୀ ଜଗିବେ ୧୭ ପ୍ଲାଟୁନ ଫୋର୍ସ

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ଆଜି ଦୀପାବଳି। ହେଲେ ମହାମାରୀ କରୋନା ପାଇଁ ଏଥର ଏହି ଆଲୋକର ପର୍ବ ଫିକା ପଡ଼ିବାକୁ ଯାଉଛି। ବାଣ ଫୁଟାଇ ଧୁମ୍‌ଧାମ୍‌ରେ ଦୀପାବଳି ପାଳନ ଉପରେ ରୋକ ଲଗାଯାଇଛି। କେବଳ ଦୀପ ଜାଳିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେବା…

ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା

ଭୁବନେଶ୍ୱର,(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.)୧୪ ।୧୧କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ ଥାନାର ତତ୍‌କାଳୀନ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ

ଭୁବନେଶ୍ୱର,(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.), ୧୪ ।୧୧: କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ…

ପିପିଲି ଉପନିର୍ବାଚନ ଲାଗି କଂଗ୍ରେସର ସଜବାଜ: ଆଗେ ସଙ୍ଗଠନ ସଜଡା, ପରେ ପ୍ରାର୍ଥୀ ଖୋଜା

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ଏବେଠାରୁ ପ୍ରାର୍ଥୀ ଚୟନ ଉପରେ ଦଳ…

କମିବ ପାରଦ, ବଢ଼ିବ ଶୀତ

ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ସପ୍ତାହେ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ…

ଓଡ଼ିଶାକୁ ଅତିରିକ୍ତ ୧୨୮ କୋଟି ‘ଅମ୍ଫନ’ ସହାୟତା

ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ବନ୍ୟା, ବାତ୍ୟା ଏବଂ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ୬ ରାଜ୍ୟ ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନ୍‌ଡିଆର୍‌ଏଫ୍‌)ରୁ ୪,୩୮୧.୮୮ କୋଟି ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌…

ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍‌ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮, ବଲାଙ୍ଗୀରରୁ…

କମୁନି କରୋନା ମୃତ୍ୟୁ ହାର: ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…

ବିନ୍ଦୁସାଗରରେ କୂଳରେ ଏଥର ପିଣ୍ଡ ମନା

ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ବିନ୍ଦୁସାଗରରେ ପୟାଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇ ପାରିବ ନାହିଁ। ଲୋକ ଗହଳିକୁ ଦୃଷ୍ଟିରେ ରଖି…

ଭୁବନେଶ୍ୱରରୁ ଆଜି ୫୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?