କରୋନା ପ୍ରୋଟୋକଲ୍ ମାନୁନାହାନ୍ତି ଭୁବନେଶ୍ୱରର ହସ୍ପିଟାଲ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀର ଅନେକ ହସ୍ପିଟାଲ କରୋନା ପ୍ରୋଟୋକଲ୍ ପାଳନ କରୁନାହାନ୍ତି। ସେମାନଙ୍କୁ ଚିହ୍ନଟ କରାଯାଇ ନୋଟିସ କରଯାଇଛି ବୋଲି ଗୁରୁବାର ଖବରଦାତା ସମ୍ମିଳନୀରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ବୁଧବାର...
ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ଆଉ ୩୮ ଆକ୍ରାନ୍ତ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଗୁରୁବାର ୩୮ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୫ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୧୩ ଲୋକାଲ୍ କେସ୍ ରହିଛି। ସେହିଭଳି ୧୪ଜଣ ସୁସ୍ଥ ହୋଇ ଘରକୁ...
ହୀରାକୁଦ ଡ୍ୟାମ୍ରୁ ନିଷ୍କାସିତ ହେଲା ଚଳିତବର୍ଷର ପ୍ରଥମ ବନ୍ୟାଜଳ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ହୀରାକୁଦ ଡ୍ୟାମ୍ରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଗୁରୁବାର ସକାଳେ ନିଷ୍କାସିତ ହୋଇଛି। ପାରମ୍ପରିକ ପୂଜାର୍ଚ୍ଚନା ପରେ ପ୍ରଥମେ ହୀରାକୁଦ ଡ୍ୟାମ୍ର ୭ ନମ୍ବର ସ୍ଲୁଇସ ଗେଟ୍କୁ ଖୋଲାଯାଇଛି। ଏହାପରେ ଆଉ ୪ଟି ଗେଟ୍ ଖୋଲାଯାଇଥିଲା। ବର୍ତ୍ତମାନ ୫ଟି...
CORONAVIRUS UPDATE: ରାଜ୍ୟରେ ପୁଣି ୨୧୦ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨କୁ ବୃଦ୍ଧି
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୯୬୨ରେ ପହଞ୍ଚିଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୭୪ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା ବେଳେ ୩୬ଜଣ...
ହୋମ୍ କ୍ୱାରାଣ୍ଟାଇନ୍ ଅର୍ଥ ପାରିବାରିକ ପୁନର୍ମିଳନ ନୁହେଁ
ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ରାଜ୍ୟର କରୋନା ସ୍ଥିତି ସମ୍ପର୍କରେ ବୁଧବାର ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍ଚୀ। ବୟସ୍କ ବ୍ୟକ୍ତିଙ୍କୁ କିପରି ସୁରକ୍ଷା ଦିଆଯିବ ସେ ବିଷୟରେ କହିବା ସହିତ ହୋମ୍ କ୍ୱାରାଣ୍ଟାଇନ ବା ଗୃହ ସଙ୍ଗରୋଧ...
ଜେଲରେ ବିସ୍ଫୋରକ ରୂପ ନେବ କରୋନା
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଓଡ଼ିଶା ଜେଲ୍ରେ ପଶିଲାଣି ମହାମାରୀ କରୋନା। ପୁରୀ, ରାଉରକେଲା ଓ ବ୍ରହ୍ମପୁର ଜେଲ୍ର ୧୦ କଏଦୀଙ୍କଠାରେ କୋଭିଡ୍-୧୯ ପଜିଟିଭ୍ ଠାବ ପରେ ଜେଲ୍ରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାସତ୍ତ୍ୱେ ଏଯାଏ ସମସ୍ତ କଏଦୀ ଓ କର୍ମଚାରୀଙ୍କର...
ଦୁଇଦିନ ବର୍ଷା ନାହିଁ
ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ରହିଛି। ରାଜ୍ୟରେ ଦୁଇଦିନ ବର୍ଷା ହେବ ନାହିଁ। ପାଗ ଶୁଖିଲା ରହିବ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ହେବାର ସମ୍ଭାବନା ନାହିଁ। ମଧ୍ୟପ୍ରଦେଶ...
ପୁଣି ସାହାହେଲେ ସବ୍ୟସାଚୀ: ତାମିଲନାଡ଼ୁରେ ଫସିଥିବା ପରିବାରକୁ ଓଡ଼ିଶା ଆଣିଲେ
ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ସହ ସେମାନଙ୍କର ଅଟକି ଯାଇଥିବା ରଥ ମଧ୍ୟ ଗଡ଼ିଥିଲା। ନିଜ ଜନ୍ମମାଟିକୁ ଫେରିଆସିବା ଜାଣି ୩ ମାସରୁ ଦୀର୍ଘଦିନ ଧରି ଦୁର୍ବଃସହ ହୋଇପଡ଼ିଥିବା ଜୀବନ ଏବଂ ମନକୁ ଶାନ୍ତି ଏବଂ ଆଶ୍ୱସ୍ତି ମିଳିଥିଲା। ଲକ୍ଡାଉନ୍...
ଟ୍ରେନ ହେଲା ଅନ୍ତୁଡିଶାଳ
ଭୁବନେଶ୍ୱର,୨୪ା୬(ବ୍ୟୁରୋ)- ପୂର୍ବତଟ ରେଳପଥ ପକ୍ଷରୁ ପୁଣିଥରେ ମିଳିଛି ଖୁସି ଖବର। ରେଳବାଇ ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କ ସହାୟତାରେ ସିକନ୍ଦରାବାଦ-ହାଓଡ଼ା ସ୍ପେଶାଲ ଟ୍ରେନରେ ଏକ ଶିଶୁପୁତ୍ର ଜନ୍ମନେଇଛି। ଟ୍ରେନ୍ର ଏସ୍-୭ କୋଚ୍ରେ ଯାତ୍ରା କରୁଥିବା ସାଇରା ଫତିମା ନାମକ ୩୨...
କୁପନ ଅଫର ଅଛି କହି ମହିଳାଙ୍କ ଆକାଉଣ୍ଟରୁ ୬୦ହଜାର ଠକେଇ
କଟକ ରୋଡ,୨୪ା୬(ଡି.ଏନ୍.ଏ): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ମହିଳା ସାଇବର ଠକେଇର ଶିକାର ହୋଇ ୬୦ ହଜାର ଟଙ୍କା ହରାଇଥିବା ବୁଧବାର ଅଭିଯୋଗ ହୋଇଛି। ସୂଚନା ମୁତାବକ, ଏହି ଥାନା ଅଧୀନ ଜୟଦୁର୍ଗା ନଗରରେ ରହୁଥିବା ମଧୁମିତା ପଟ୍ଟନାୟକଙ୍କ ନିକଟକୁ...
ଓଡ଼ିଶାରେ ପୁଣି ହେବ ଆଣ୍ଟିବଡି ଟେଷ୍ଟ
ଭୁବନେଶ୍ୱର, ୨୪।୬(ବ୍ୟୁରୋ) – ଓଡ଼ିଶାରେ ପୁଣି ଆଣ୍ଟିବଡି ଟେଷ୍ଟ ହେବ। କୋଭିଡ୍-୧୯କୁ ଦୃଷ୍ଟିରେ ରଖି ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚତ୍ବ ଆଣ୍ଟିବଡି ଟେଷ୍ଟ କିଟ୍। ଇଣ୍ଡିଆନ କାଉନ୍ସିଲ ଅଫ୍ ମେଡିକାଲ ରିସର୍ଚ୍ଚ(ଆଇସିଏମ୍ଆର୍) ଦ୍ୱାରା ଅନୁମୋଦିତ ଏହି କିଟ୍ ଭୁବନେଶ୍ୱରସ୍ଥିତ ରିଜିଓନାଲ...
CORONAVIRUS UPDATE: ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ, ଏଯାବତ୍ ମୋଟ୍ ଆରୋଗ୍ୟ ହେଲେଣି ୪,୧୨୩
ଭୁବନେଶ୍ୱର,୨୪ା୬(ବ୍ୟୁରୋ): ବୁଧବାର ଅପରାହ୍ନରେ ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୪,୧୨୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଗଞ୍ଜାମରୁ...
Archives


