ମେଟ୍ରୋ

କୋର୍ଟରେ ହାଜର ହେଲେ ଅନୁଭବ: ଜବାବ ଦାଖଲ ପାଇଁ ନେଲେ ସମୟ

ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର ହୋଇ ଅନୁଭବ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ତେବେ…

ରାଜଧାନୀରେ ଆଜି ଚିହ୍ନଟ ହେଲେ ୬୯ ନୂଆ ଆକ୍ରାନ୍ତ: ୫୩ ଲୋକାଲ କେସ୍‌

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଗୁରୁବାର ୬୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୬ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୫୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୯୬୫କୁ ବୃଦ୍ଧି…

୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୪୮୩ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ରାଜ୍ୟରେ ପୁଣି ୯୮୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୭୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୧୪ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଦ୍ୱାରଫିଟା ପରେ ଶ୍ରୀମନ୍ଦିରକୁ ବେଶ ବିଜେ

ପୁରୀ ଅଫିସ, ୧୨।୧୧ :ଆସନ୍ତା ୨୭ ତାରିଖରେ ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ଏହି ବେଶ ପଡୁଛି। ତେବେ ଏଥର କରୋନା କଟକଣା ପାଇଁ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହେବେ ଭକ୍ତ। ତଥାପି ବେଶକୁ…

ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍‌ଚରିଂକୁ ପ୍ରୋତ୍ସାହନ

ଭୁବନେଶ୍ୱର,୧୨।୧୧ (ବ୍ୟୁରୋ):ରାଜ୍ୟରେ ଇଲେକ୍ଟ୍ରୋନିକ୍ସ ମ୍ୟାନୁଫ୍ୟାକ୍ଚରିଂକୁ ପ୍ରୋତ୍ସାହିତ କରିବାକୁ ରାଜ୍ୟ ସରକାର ଖୁବ୍‌ଶୀଘ୍ର ଇଲେକ୍ଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‌ ଆଣ୍ଡ୍‌ ମ୍ୟାନୁଫ୍ୟାକ୍ଚରିଂ(ଇଏସ୍‌ଡିଏମ୍‌) ପଲିସି ବା ଇଲେକ୍ଟ୍ରୋନିକ୍ସ ନୀତି ଆଣିବେ। ଏନେଇ ଏକ ଡ୍ରାଫ୍ଟ ପଲିସି ପ୍ରସ୍ତୁତ ହୋଇଛି। ଏହାକୁ ଆସନ୍ତା ମାସେ କିମ୍ବା ଦୁଇମାସ…

ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ଦେଶର ଶ୍ରେଷ୍ଠ ୧୦ ସରକାରୀ ସ୍କୁଲ ତାଲିକାରେ ଓଡ଼ିଶାର ଦୁଇଟି ‘ଓଡ଼ିଶା ଆଦର୍ଶ ବିଦ୍ୟାଳୟ’ ସ୍ଥାନ ପାଇଛି। ଗଞ୍ଜାମ ଜିଲା ପୋଲସରା ବ୍ଲକ ଅନ୍ତର୍ଗତ ହାତିଓଟାସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ୫ମ ସ୍ଥାନରେ ରହିଥିବାବେଳେ ଆବାସିକ ବର୍ଗରେ ବଲାଙ୍ଗୀର…

ଏଫ୍‌ଏସ୍‌ଏସ୍‌ଏମ୍‌ରେ ଭୁବନେଶ୍ୱର ଦେଶରେ ପ୍ରଥମ

ନୂଆଦିଲ୍ଲୀ,୧୨।୧୧ :ଫିକଲ୍‌ ସ୍ଲଗ୍‌ ଆଣ୍ଡ ସେପ୍ଟେଜ୍‌ ମ୍ୟାନେଜମେଣ୍ଟ (ଏଫ୍‌ଏସ୍‌ଏସ୍‌ଏମ୍‌) କ୍ଷେତ୍ରରେ ରାଜଧାନୀ ଭୁବନେଶ୍ୱରକୁ ବଡ଼ ସଫଳତା ମିଳିଛି। ମଳଯୁକ୍ତ ଆବର୍ଜନା ଓ ସେପ୍ଟେଜ୍‌ ପରିଚାଳନାରେ ଭୁବନେଶ୍ୱର ଦେଶର ପ୍ରଥମ ସହର ଭାବେ ଅନ୍ତର୍ଜାତୀୟ ମାନକୀକରଣ ସଙ୍ଗଠନ (ଆଇଏସ୍‌ଓ) ସାର୍ଟିଫିକେଶନ ପାଇଛି। କେବଳ…

ବିପଦ ସୃଷ୍ଟି ନ କରୁ ଶିଳ୍ପ ବର୍ଜ୍ୟ: ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ): ଶିଳ୍ପ ସଂସ୍ଥାଗୁଡ଼ିକରୁ ନିର୍ଗତ କଠିନ ବର୍ଜ୍ୟବସ୍ତୁ ଯେପରି ପୃଥିବୀକୁ ପ୍ରଦୂଷିତ ନ କରିବ ଏହା ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସେଥିପାଇଁ ସମସ୍ତ ଶିଳ୍ପସଂସ୍ଥା ବର୍ଜ୍ୟ ପରିଚାଳନାକୁ କଡ଼ାକଡ଼ି ଭାବେ ପାଳନ କରିବା ଦରକାର। ଏଥିପ୍ରତି…

‘ଆମ ନେତା କାମ ନ କରି ଶୋଇଲେ’

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ):ବାଲେଶ୍ୱର ଏବଂ ତିର୍ତ୍ତୋଲ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନର ଫଳ ବିଜେଡି ସପକ୍ଷରେ ଯାଇଛି। ଦୁଇଟି ଯାକ ଆସନରେ ଶାସକ ଦଳର ବିଜୟ ପରେ ବିରୋଧୀ କଂଗ୍ରେସ ଏବଂ ଭାଜପା ପରାଜୟକୁ ସ୍ବୀକାର କରିଛନ୍ତି। କଂଗ୍ରେସ ବିଶ୍ୱାସଘାତ କଥା…

‘ଜିଓ ଓ୍ବାଲା ଆଣ୍ଟି’ ଗୀତ ଗାଇଲେ ରାପର ଦୁଲେ

ଭୁବନେଶ୍ୱର, ୧୨।୧୧ (ବ୍ୟୁରୋ)- କଳାହାଣ୍ଡିର ରାପର ଦୁଲେଶ୍ୱର ତାଣ୍ଡି ଓରଫ ଦୁଲେ ଓଡ଼ିଆ ସିନେମା ପାଇଁ ବୁଧବାର ଗୀତ ଗାଇଛନ୍ତି। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ପ୍ରେମ ଆନନ୍ଦଙ୍କ ଆଗାମୀ ଫିଲ୍ମର ‘ଜିଓ ଓ୍ବାଲା ଆଣ୍ଟି’ ଗୀତରେ ସେ…

ଭୁବନେଶ୍ୱରରୁ ଆଜି ୫୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୪

ଭୁବନେଶ୍ୱର,୧୧ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?