Odisha Elections 2024

ମେଟ୍ରୋ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ଅସନ୍ତୁଷ୍ଟ ଛାତ୍ରୀଛାତ୍ର ୨୪ରୁ କରିପାରିବେ ମୂଲ୍ୟାୟନ ଯାଞ୍ଚ ଆବେଦନ

କଟକ ଅଫିସ,୨୧।୫: ଚଳିତ ବର୍ଷ ମାଟ୍ରିକ ପରୀକ୍ଷାଫଳ ମଙ୍ଗଳବାର ସକାଳ ୯ ଟାରେ କଟକ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି। ତେବେ ଏହି ରେଜଲ୍ଟରେ ଅସନ୍ତୁଷ୍ଟ ଛାତ୍ରୀଛାତ୍ର ମୂଲ୍ୟାୟନ ଯାଞ୍ଚ କରିବା ପାଇଁ ଆସନ୍ତା ୨୪ ତାରିିଖରୁ ଆବେଦନ କରିପାରିବେ।...

ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ : ରେଜଲ୍ଟ ଖରାପ ହୋଇଥିବା ସ୍କୁଲ ଶିକ୍ଷକଙ୍କ ବିରୋଧରେ ନିଆଯିବ ଦୃଢ଼ କାର୍ଯ୍ୟାନୁଷ୍ଠାନ : ପ୍ରଦୀପ ମହାପାତ୍ର

କଟକ ଅଫିସ,୨୧।୫: ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇଛି। ରେଜଲ୍ଟ ପ୍ରକାଶ ପାଇବା ପରେ ଗଣଶିକ୍ଷା ବିଭାଗ ମୁଖ୍ୟ ସଚିବ ପ୍ରଦୀପ ମହାପାତ୍ର କହିଛନ୍ତି, ଯେଉଁ ସ୍କୁଲରେ ମାଟ୍ରିକ ରେଜଲ୍ଟ ଖରାପ...

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ...

ବନ୍ଦ ମନ୍ଦିର କୋଠରିରେ ୧୦ ଘଣ୍ଟା ମା’, ଝିଅ: ତାଲା ଭାଙ୍ଗି ଉଦ୍ଧାର କଲା ପୋଲିସ

ପୁରୀ ଅଫିସ,୨୧।୫: ପୁରୀ ସହରରେ ଏକ ଅଭାବନୀୟ ଘଟଣା ଘଟିଛି। ଦୀର୍ଘ ୧୦ଘଣ୍ଟା ଧରି ଏକ ମନ୍ଦିରର ବନ୍ଦ କୋଠରିରେ ରହିବା ପରେ ସୋମବାର ସକାଳେ ମୁକୁଳିଛନ୍ତି ମା’ ଓ ଝିଅ। ଅଜାଣତରେ ପୂଜକଙ୍କ ଭୁଲ ଯୋଗୁ ସେମାନଙ୍କୁ ଭୋଗିବାକୁ...

ହରିୟାଣାରୁ ଓଡ଼ିଆ ଆଦିବାସୀ ମହିଳା ଉଦ୍ଧାର ଦଲାଲ ଚାଲାଣ କରିଥିବା ସନ୍ଦେହ

ଭୁବନେଶ୍ୱର, ୨୧।୫(ବ୍ୟୁରୋ)- ହରିୟାଣାର ସୋହାନାସ୍ଥିତ ଟାକ୍ସି ଷ୍ଟାଣ୍ଡ୍‌ରେ ଅସହାୟ ଅବସ୍ଥାରେ ବୁଲୁଥିବାବେଳେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ଭାରତ ବିକାଶ ପରିଷଦର ସଦସ୍ୟମାନେ ଉଦ୍ଧାର କରିଛନ୍ତି। ମହିଳାଜଣକ ବୟସ ପ୍ରାୟ ୩୫ ବର୍ଷ ହେବ ଓ ସେ ଓଡିଆରେ କଥା...

ଆଜି ଖୋଲିବ ନନ୍ଦନକାନନ, ବଟାନିକାଲ ଗାର୍ଡେନ

ବାରଙ୍ଗ,୨୧।୫(ଡି.ଏନ୍‌.ଏ.): ବାତ୍ୟା ପାଇଁ ୧୯ଦିନର ବନ୍ଦ ପରେ ମଙ୍ଗଳବାର ଖୋଲିବାକୁ ଯାଉଛି ନନ୍ଦନକାନନ। ବାତ୍ୟାର ଅବ୍ୟାହିତ ପୂର୍ବରୁ ନନ୍ଦନକାନନକୁ ୨ରୁ ୪ତାରିଖ ପର୍ଯ୍ୟନ୍ତ ବନ୍ଦ କରି ଦିଆଯାଇଥିଲା। ଫନୀ ପ୍ରଭାବରେ ନନ୍ଦନକାନନ ବ୍ୟାପକ କ୍ଷତି ଘଟି ସମ୍ପୂର୍ଣ୍ଣ ଚିତ୍ର ବଦଳିଯାଇଥିଲା।...

ସରକାରୀ କ୍ୱାର୍ଟର୍ସ ପଛରୁ ୨ ବୋମା ଜବତ

ଭୁବନେଶ୍ୱର, ୨୧।୫(ବ୍ୟୁରୋ): ଖାରବେଳନଗର ଥାନା ଅନ୍ତର୍ଗତ ୟୁନିଟ୍‌-୯ସ୍ଥିତ ଗୋପବନ୍ଧୁ ସ୍କୁଲ ନିକଟ ସରକାରୀ କ୍ୱାର୍ଟର୍ସ ନଂ.୨ଆରଏ୨୫ ପଛରୁ ପୋଲିସ ଦୁଇଟି ଅଫୁଟା ବୋମା ଜବତ କରିଛି। ଏକ ବ୍ୟାଗ୍‌ରେ ଥିବା ଦୁଇଟି ବୋମାକୁ ଡଷ୍ଟବିନ ଭିତରେ ଲୁଚାଇ ରଖାଯାଇଥିଲା। ସକାଳୁ...

ଭାଜପାର ରାଜ୍ୟସ୍ତରୀୟ କର୍ମଶାଳା: ଭୋଟ ଗଣତି, ଫଳାଫଳ ନେଇ ଆଲୋଚନା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟର ସମସ୍ତ ଲୋକ ସଭା ଏବଂ ବିଧାନସଭା ଭାଜପା ପ୍ରାର୍ଥୀମାନଙ୍କୁ ନେଇ ସ୍ଥାନୀୟ ଏକ ହୋଟେଲ୍‌ରେ ରାଜ୍ୟସ୍ତରୀୟ କର୍ମଶାଳା ଆୟୋଜିତ ହୋଇଛି ା ଏହି କର୍ମଶାଳାରେ ନିର୍ବାଚନ ଗଣତି ପଦ୍ଧତିର ବୈଷୟିକ ଦିଗ ଉପରେ ଆଲୋଚନା ହୋଇଛି। ଦୁଇ...

ପୁଣି କ୍ଷମତାକୁ ଫେରିବୁ: ବିଜେଡି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ନେତାମାନଙ୍କ ମନରେ ହାରିବା କିମ୍ବା ଜିତିବା ନେଇ ଛନକା ପଶିଯାଇଛି। କ’ଣ ହେବ ନିଜର ରାଜନୈତିକ ଭାଗ୍ୟ, ଏନେଇ ଛାତି ଧଡ଼ ଧଡ଼। ଜନମତ ସପକ୍ଷରେ ଯିବ ନା ବିପକ୍ଷରେ ଯିବ।...

ରାଜ୍ୟରେ ସ୍ବପ୍ନ ଦେଖୁଛି ଭାଜପା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇଛି। ଏବେ ନିର୍ବାଚନ ଫଳାଫଳକୁ ନେଇ ଚାଲିଛି ଅଙ୍କକଷା। ଫଳାଫଳ କ’ଣ ହେବ ସେକଥା ଚିନ୍ତା କରି ରାଜ୍ୟଠାରୁ ଆରମ୍ଭ କରି ଜାତୀୟସ୍ତର ନେତାଙ୍କ ନିଦ ହଜିଗଲାଣି। ବିଶେଷକରି ବିଭିନ୍ନ ଜାତୀୟ ଗଣମାଧ୍ୟମ...

ପୁନରୁଦ୍ଧାରରେ ବିଏମ୍‌ସି ଖର୍ଚ୍ଚ କରିବ ୨୩୦ କୋଟି

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଫନୀ’ର ତାଣ୍ଡବରେ ସ୍ମାର୍ଟ ସିଟି ଭୁବନେଶ୍ୱର ଏକପ୍ରକାର ଶ୍ରୀହୀନ ହୋଇପଡ଼ିଛି। ରାଜଧାନୀର ସବୁଜିମାଠାରୁ ଆରମ୍ଭ କରି ସୌନ୍ଦର୍ଯ୍ୟକରଣ, ସବୁକିଛି ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଦ୍ୱାରା ସହରର ସମସ୍ତ ପୁନରୁଦ୍ଧାର କାର୍ଯ୍ୟ ଜାରି ରହିଥିବା ବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri