ମେଟ୍ରୋ

୧୬,୨୩୫ କୋଟିର ଚୂଡ଼ାନ୍ତ ରିପୋର୍ଟ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍‌’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ବାତ୍ୟା...

ପୁରୀକୁ ବସ୍‌, ଯାତ୍ରୀବାହୀ ଟ୍ରେନ୍‌ ସେବା ବାତିଲ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀରେ ମଙ୍ଗଳବାର ଶ୍ରୀଜୀଉଙ୍କ ରଥଯାତ୍ରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ରାତି ୯ଟାରୁ ୨୪ ତାରିଖ ମଧ୍ୟାହ୍ନ ୨ଟା ଯାଏ ପୁରୀ ସହରକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏହି ସମୟରେ ପୁରୀକୁ ସମସ୍ତ ବସ୍‌ ଓ ଯାତ୍ରୀବାହୀ ଟ୍ରେନ...

ଭୁବନେଶ୍ୱରରେ ଗଡ଼ିବନି ରଥ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ। କେନ୍ଦ୍ର ସରକାର ଓ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତିକୁ ସମ୍ମାନ ଜଣାଇ ରାଜଧାନର ଇସ୍କନ...

ଦୂରଦର୍ଶନରେ ରଥଯାତ୍ରାର ସିଧାପ୍ରସାରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ)- ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। କୋଭିଡ୍‌-୧୯ ପାଇଁ ଏଥର ବିନା ଭକ୍ତରେ ରଥଯାତ୍ରା କରିବାକୁ ସୁପ୍ରିମକୋର୍ଟ ରାୟ ଦେଇଥିବାବେଳେ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ରଥଯାତ୍ରାର ଲାଇଭ୍‌ ଟେଲିକାଷ୍ଟ ବା ସିଧା ପ୍ରସାରଣ...

ପୁରୀ ଜିଲାକୁ ବାହାର ଲୋକଙ୍କୁ ମନା, ବଡ଼ଦାଣ୍ଡକୁ ଆସିବେନି ପୁରୀବାସୀ: ଡିଜିପି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ରଥଯାତ୍ରା ନେଇ ପୋଲିସ ଡିଜିପି ଅଭୟ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ରଥଯାତ୍ରା ନେଇ ପ୍ରଶାସନ ଓ ପୋଲିସ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ସୋମବାର ରାତି ୯ରୁ ବୁଧବାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ଶଟଡାଉନ୍‌ ଘୋଷଣା କରାଯାଇଛି।...

ଓଡିଶା ଉପରେ ଏବେ ସାରା ବିଶ୍ୱର ନଜର: ନବୀନ

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଜୋରଦାର କରାଯାଇଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସା ୫ଟାରେ ଏକ ଉଚ୍ଚସ୍ତରୀୟ ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ କରିଛନ୍ତି।...

ସାଢେ ୪ କୋଟି ଓଡିଆଙ୍କ ବିଜୟ : ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨ା୬(ବ୍ୟୁରୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ସୋମବାର ମାନ୍ୟବର ସୁପ୍ରିମକୋର୍ଟ ଅନୁମତି ଦେଇଛନ୍ତି। କେତେକ ସର୍ତ୍ତ ଅନୁଯାୟୀ ପୁରୀରେ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସେ ରାୟରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ...

ଭକ୍ତଙ୍କ ଡାକ ଶୁଣିଲେ ମହାପ୍ରଭୁ: ରଥଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୨।୬: ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ପୁରୀ ରଥଯାତ୍ରା ପାଇଁ ଅନୁମତି ଦେଇଛନ୍ତି ମାନ୍ୟବର ସୁପ୍ରିମକୋର୍ଟ। କେତେକ ସର୍ତ୍ତ ଅନୁଯାୟୀ କେବଳ ପୁରୀରେ ହିଁ ରଥଯାତ୍ରା ଅନୁଷ୍ଠିତ ହେବ ବୋଲି ସୁପ୍ରିମକୋର୍ଟ ନିଜ ରାୟରେ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ...

CORONAVIRUS UPDATE: ଭୁବନେଶ୍ୱରରେ ଆଉ ୧୧ କରୋନା ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୧୯୬ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ଭୁବନେଶ୍ୱରରେ ପୁଣି ୧୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୬ ଜଣଙ୍କ ବୟସ ଯଥାକ୍ରମେ ୨୧,୨୨, ୩୦, ୩୩, ୪୦ ଏବଂ...

ରଥଯାତ୍ରା ପାଇଁ ଅନୁମତି ନ ଦେବାକୁ ଅପିଲ କରିଥିବା ଆବେଦନକାରୀ ଓକିଲଙ୍କ ଘର ଉପରକୁ ଅଣ୍ଡା ମାଡ଼

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମଙ୍ଗଳବାର ରଥଯାତ୍ରା। ଚଳିତବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଲାଗିରହିଛି ଆଶା ଆଶଙ୍କା। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲାର ଶୁଣାଣି ଚାଲିଥିବା ବେଳେ ରଥଯାତ୍ରା ଅନୁଷ୍ଠିତ ନ ହେବା ଲାଗି ଅପିଲ କରିଥିବା...

ପୁରୀ ଅଭିମୁଖେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଅଭୟ; ଅନୁଧ୍ୟାନ କରିବେ ଆଇନ ଶୃଙ୍ଖଳା ପରିସ୍ଥିତି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଚଳିତବର୍ଷ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବ କି ନ ହେବ ସେ ନେଇ ନାନା ଆଶା ଆଶଙ୍କା ଲାଗିରହିଛି। ଅନ୍ୟପକ୍ଷରେ ରଥଯାତ୍ରା ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟରେ ମାମଲା ଶୁଣାଣି ଚାଲିଥିବା ବେଳେ ପୁରୀ ଗସ୍ତରେ ଯାଇଛନ୍ତି ରାଜ୍ୟ ମୁଖ୍ୟ ଶାସନ...

ଘରେ ବସି ରଥଯାତ୍ରା ରାୟ ଶୁଣାଇବେ ପ୍ରଧାନ ବିଚାରପତି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପୁରୀ ରଥଯାତ୍ରା ଆୟୋଜନ ମାମଲାର ଶୁଣାଣି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ ବୋବଡେଙ୍କ ନେତୃତ୍ୱାଧୀନ ତିନି ଜଣିଆ ଖଣ୍ଡପୀଠ କରିବେ। ନିଜ ନାଗପୁର ସ୍ଥିତ ବାସଭବନରୁ ପ୍ରଧାନ ବିଚାରପତି ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାମଲା ଶୁଣାଣି କରିବେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri