ମେଟ୍ରୋ

ପଣ୍ୟ ପରିବହନରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ପୂର୍ବତଟ ରେଳପଥ ଚଳିତ ଆର୍ଥିକ ବର୍ଷରେ ଅର୍ଥାତ୍‌ ଏପ୍ରିଲ ପହିଲାରୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ପ୍ରାୟ ୧୦୪.୮୮ ନିୟୁତ ଟନ୍‌ ମାଲ ପରିବହନ କରିଛି। ଫଳରେ ପଣ୍ୟ ପରିବହନ କ୍ଷେତ୍ରରେ ପୂର୍ବତଟ ରେଳପଥ ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି।…

ଟେରାକୋଟା ଟ୍ରେଣ୍ଡ

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ଭିଣ୍ଟେଜ୍‌ ଟ୍ରେଣ୍ଡ୍‌ ଆଜିକାଲି ମାର୍କେଟରେ ବେଶ୍‌ ଚାଲିଛି। ପୂର୍ବଜମାନେ ବ୍ୟବହାର କରୁଥିବା କିଛି ସାମଗ୍ରୀ ଏବେ ପୁଣିଥରେ ଲୋକଙ୍କ ମଧ୍ୟରେ ଆଦୃତ ହେଉଛି। କେବଳ ଦେଖାସୁନ୍ଦର ପାଇଁ ନୁହେଁ, ବରଂ ସ୍ବାସ୍ଥ୍ୟ ପାଇଁ ହିତକର ଦୃଷ୍ଟିରୁ ଲୋକେ ପୁରୁଣା ସାମଗ୍ରୀକୁ…

ବାଲେଶ୍ୱର ଫଳାଫଳ: ଚତୁର୍ଥ ରାଉଣ୍ଡ ଶେଷରେ ବି ବିଜେଡି ଆଗରେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ବାଲେଶ୍ୱରରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରରେ ବିଜେଡିକୁ ୧୪,୪୮୦, ଭୋଟ ମିଳିଥିବା ବେଳେ ଭାଜପାକୁ ୧୧୮୦୯ ଓ…

ଆଗେଇ ଚାଲିଛି ବିଜେଡି: ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ତିର୍ତ୍ତୋଲରେ ୬,୪୦୦ ଭୋଟ୍‌ରେ ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ୬,୪୦୦ ଭୋଟ୍‌ ରେ ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୮,୩୯୭, ଭୋଟ ମିଳିଥିବା ବେଳେ…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୫୪ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…

ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୫,୧୩୧, ଭୋଟ ମିଳିଥିବା ବେଳେ ଭାଜପାକୁ ୯୫୦୫ ଓ…

ବିଜେଡି ମ୍ୟାଜିକ୍‌: ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ପୁଣି ଆଗରେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ବାଲେଶ୍ୱରରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ବାଲେଶ୍ୱରରେ ବିଜେଡିକୁ ୧୦,୪୦୧, ଭୋଟ ମିଳିଥିବା ବେଳେ ଭାଜପାକୁ ୮୯୧୫ ଓ…

କମୁଛି ସଂଖ୍ୟା: ରାଜ୍ୟରେ ୯୮୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାକୁ ପଛରେ ପକାଇଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୯୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୩୭୮୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫୭୨…

ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ମଙ୍ଗଳବାର ସକାଳୁ ଭୋଟ ଗଣତି ଆରମ୍ଭ ହୋଇଯାଇଛି। ତିର୍ତ୍ତୋଲରେ ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପୁଣି ଆଗରେ ରହିଛି। ତିର୍ତ୍ତୋଲରେ ବିଜେଡିକୁ ୧୧,୪୦୪, ଭୋଟ ମିଳିଥିବା ବେଳେ ଭାଜପାକୁ ୬୯୫୯ ଓ…

ଓଡ଼ିଶାରେ ହେଉ ୫ ବିମାନବନ୍ଦର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଆଞ୍ଚଳିକ ଯୋଗାଯୋଗକୁ ବ୍ୟାପକ କରିବା ସହ ସମସ୍ତଙ୍କ ପାଇଁ ଆକାଶପଥକୁ ସୁଗମ କରିବାକୁ ଲକ୍ଷ୍ୟ ରଖିଛନ୍ତି। ଏହାସହ ଅର୍ଥନୈତିକ ଅଭିବୃଦ୍ଧି ନେଇ ଉଡ଼ାଣ ଯୋଜନାରେ ଦେଶରେ ୧୦୦ ଏୟାରଷ୍ଟ୍ରିପକୁ ବିକଶିତ କରିବାକୁ ଯୋଜନା କରିଛନ୍ତି। ଓଡ଼ିଶାରେ ମଧ୍ୟ…

କୃଷି ଆଇନ ବିରୋଧରେ କଂଗ୍ରେସର ଟ୍ରାକ୍ଟର ରାଲି

ଭୁବନେଶ୍ୱର, ୧୦।୧୧(ବ୍ୟୁରୋ): କେନ୍ଦ୍ରର କୃଷି ଆଇନକୁ ପଞ୍ଜାବ ଏବଂ ହରିୟାଣାରେ ଜୋରଦାର ବିରୋଧରେ ପରେ ଓଡିଶାରେ ମଧ୍ୟ କଂଗ୍ରେସ ସମାନ ପନ୍ଥା ଆପଣାଇଛି। ଏହାକୁ ବିରୋଧ କରି ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ କ୍ଷେତ ବଞ୍ଚାଓ ଯାତ୍ରା କରାଯାଇଛି। ଏହାକୁ ନେଇ…

ସବୁଠୁ ଥଣ୍ଡା ସୋନପୁର

ଭୁବନେଶ୍ୱର,୧୦।୧୧(ବ୍ୟୁରୋ): ରାଜ୍ୟକୁ ଉତ୍ତର-ପୂର୍ବ ଦିଗର ଥଣ୍ଡାବାୟୁ ପ୍ରବାହିତ ହେଉଛି। ଫଳରେ ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଛି। ୧୦ ସହରରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଯାଇଛି। ଏପରିକି କେତେକ ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?