CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ...
ରାଜ୍ୟରେ ୫ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ରାଜ୍ୟରେ ୫ ହଜାର ଟପିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ଆଉ ୩୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୨ଜଣ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୩୨ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ...
ଶଟ୍ଡାଉନ୍ରେ ହଟହଟା ହେଲେ ଯାତ୍ରୀ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୧୧ ଜିଲାରେ ଶନି ଓ ରବିବାର ଦୁଇ ଦିନିଆ ଶଟ୍ଡାଉନ୍ କରାଯାଉଛି। ଏଥିଯୋଗୁ ଦୋକାନ ବଜାର ଓ ଗାଡି ମୋଟର ବନ୍ଦ ରହୁଛି। ବିଭିନ୍ନ ସ୍ଥାନରେ ପୋଲିସ ଅଟକାଇ ଯାଞ୍ଚ କରୁଛି।...
ଭୁବନେଶ୍ୱରରେ ଖୁନ୍ଦି ହୋଇଗଲେଣି ପଶ୍ଚିମବଙ୍ଗ ଶ୍ରମିକ: ସୀମାରେ ନାହିଁ ଯାଞ୍ଚ, ଜଟିଳ କରିବ କରୋନା ସ୍ଥିତି
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଲକ୍ଡାଉନ୍ ହଟିବା ପରେ ଭୁବନେଶ୍ୱରକୁ ସମସ୍ତଙ୍କର ଅବାଧ ପ୍ରବେଶ ଚାଲିଛି। ବିଶେଷକରି ପଶ୍ଚିମବଙ୍ଗ ଶ୍ରମିକଙ୍କ ଧାଡ଼ି ଛୁଟୁଛି। ଏବେ ସହରରେ ନିର୍ମାଣ ଓ ଅନ୍ୟ କାମଧନ୍ଦା ଆରମ୍ଭ ହୋଇଥିବାରୁ କଣ୍ଟ୍ରାକ୍ଟରମାନେ ପଶ୍ଚିମବଙ୍ଗରୁ ଶ୍ରମିକଙ୍କୁ ଆଣି କାମରେ ଲଗାଉଛନ୍ତି। ଫଳରେ...
ବସ୍ତି ପାଇଁ ଅଣାୟତ୍ତ ଆଡ଼କୁ ଭୁବନେଶ୍ୱର
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରକୁ ବସ୍ତି ଆଣିବ ବଡ଼ ବିପଦ। ଏଠାରୁ ହିଁ ଆରମ୍ଭ ହେବ ଗୋଷ୍ଠୀସଂକ୍ରମଣ। ସହରରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବାବେଳେ ଏଭଳି ଆଶଙ୍କା ଧୀରେ ଧୀରେ ବାସ୍ତବ ରୂପ ନେବାରେ ଲାଗିଛି। ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ...
ଦିଲ୍ଲୀରେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ: ପତ୍ନୀ, ଦୁଇ ଝିଅ ମଧ୍ୟ ସଂକ୍ରମିତ
ଭୁବନେଶ୍ୱର, ୨୦।୬(ବ୍ୟୁରୋ)- ଦିଲ୍ଲୀରେ ଜଣେ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ଘଟିଛି। ସେ ହେଲେ ୩୯ ବର୍ଷୀୟ ଡା. ଅଶ୍ୱିନୀ କୁମାର ପ୍ରତାପ। ତାଙ୍କ ଘର କଟକ ଜିଲା ବାଙ୍କୀରେ। ସେ ନ୍ୟାଶନାଲ ହେଲ୍ଥ ସିଷ୍ଟମ ରିସୋର୍ସ ସେଣ୍ଟର(ଏନ୍ଏଚ୍ଏସ୍ଆର୍ସି)ରେ ଜଣେ...
ଓଲିଉଡ୍ ଅଭିନେତ୍ରୀ ଦୀପା ସାହୁ ଗୁରୁତର, କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି
ଭୁବନେଶ୍ୱର,୨୦।୬(ବ୍ୟୁରୋ): ଓଡ଼ିଆ ଆଲବମ୍ କୁଇନ୍ ତଥା ଓଲିଉଡ୍ ଅଭିନେତ୍ରୀ ଦୀପା ସାହୁ ଅସୁସ୍ଥ। ତାଙ୍କୁ ଶନିବାର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି। ଦୀପା ଓଡିଆ ଆଲବମ ଇଣ୍ଡଷ୍ଟ୍ରିର ଜଣାଶୁଣା ନାମ।...
ଭୁବନେଶ୍ୱର ଡୁମ୍ଡୁମା ସୁବାସ ନଗର ବସ୍ତିକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ରାଜଧାନୀର ଡୁମଡୁମା ଅଞ୍ଚଳ ସୁବାସ ନଗର ବସ୍ତିକୁ ଶନିବାର କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ସୁବାସ ନଗର ବସ୍ତିରୁ ଏକାଧିକ କରୋନା ପଜିଟିଭ୍ ବାହାରିଛି। ଏପରିକି ସେମାନଙ୍କର କୌଣସି ଟ୍ରାଭେଲ୍ ହିଷ୍ଟ୍ରି ନାହିଁ। ଏହାକୁ ଦୃଷ୍ଟିରେ ରଖି...
ପ୍ରବାସୀଙ୍କୁ ନେଇ ଆଜି ବାହାରିନରୁ ଆସିବ ବିମାନ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ବାହାରିନ୍ରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ନେଇ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ ଶନିବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ। କରୋନା ଲକ୍ଡାଉନ୍ ପାଇଁ ଅଧିକାଂଶ ଶ୍ରମିକ ଜୀବିକା ହରେଇ ଆର୍ଥିକ ତଥା ସ୍ବାସ୍ଥ୍ୟଗତ ସମସ୍ୟା ଦେଇ...
୬ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା...
ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ...
ହଜିଯିବ ୧୬ ଐତିହ୍ୟ ମଠ ସମାଧି
ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ ଲାଗିଥିବାବେଳେ ଜବରଦଖଲ ଯୋଗୁ ଓ ସଂରକ୍ଷଣ ଅଭାବରୁ କିଛି ସତ୍ତା ହରାଇଛି।...
Archives


