ମେଟ୍ରୋ

ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା: ଆସନ୍ତା ୩ଦିନ ମଧ୍ୟରେ…

ଭୁବନେଶ୍ୱର,୨୫ା୨(ବନ୍ଦନା ସେଠୀ): ଓଡ଼ିଶାର ଉତ୍ତର-ଉପକୂଳ ଏବଂ ଏହାର ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ୧.୫କି.ମି. ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୫ଟାରୁ ୬ଟା ପର୍ଯ୍ୟନ୍ତ ଘଣ୍ଟାଏ…

ବିରୋଧୀଦଳ ନେତାଙ୍କ ଉପରେ ବର୍ଷିଲେ ଟଙ୍କଧର: କହିଲେ ନୂଆପଡ଼ାରୁ ମିଳିଲା ଜବାବ

ଭୁବନେଶ୍ୱର,୨୪।୨: ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ କୁହନ୍ତୁ ବୋଲି ସେ କହିଛନ୍ତି। ବିରୋଧୀଦଳ…

ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା : ୩ ଘଣ୍ଟିଆ ୱାର୍ନିଂ

ଭୁବନେଶ୍ୱର,୨୪।୨: ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ୱାର୍ନିଂ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତିି। ଅନ୍ୟପକ୍ଷେ ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲାକୁ ମଧ୍ୟ ୱାନିଂ କରାଯାଇଛି। ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର…

ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର, ଏମିତି କହିଦେଲେ ମନ୍ତ୍ରୀ 

ଭୁବନେଶ୍ୱର,୨୪।୨: ବର୍ଷକରେ ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି। ୨୦୨୪-୨୫ ମଧ୍ୟରେ ୨ ଲକ୍ଷ ୮୧ ହଜାର ପରିବାରକୁ ପକ୍କା ଘର ମଞ୍ଜୁର ହୋଇଛି। ୩୦୬ ଭୂମିହୀନ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହି ୫ ଜିଲାରେ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ୱାର୍ନିଂ

ଭୁବନେଶ୍ୱର,୨୪।୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲି ୫ ଜିଲାରେ…

ଚାଷୀ ସୁରକ୍ଷା ସମାବେଶରେ ନବୀନଙ୍କ ରଣହୁଙ୍କାର, ‘ଡବଲ ଇଂଜିନ ସରକାର କରୁଛି କଣ’

ଭୁବନେଶ୍ବର,୨୪।୨: ଚାଷୀ ସମସ୍ୟା ନେଇ ବିଜେଡି ବିକ୍ଷୋଭ ଚଳାଇଛି । ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ ଆରମ୍ଭ ହୋଇଛି । ଏଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ଗର୍ଜିଛନ୍ତି  । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି…

ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ସରକାରୀ ଦଳ ଜାଣିଶୁଣି…

ରାଜ୍ୟ ସଭା ନିର୍ବାଚନକୁ ନେଇ ଗୁମର ଖୋଲିଲେ ଅରୁଣ ସାହୁ: ଭାଜପା ନ ଯାଉ…

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ଭାଜପାର ଅଧିକ ଏମ୍‌ପି ରାଜ୍ୟ ସଭାକୁ ନ ଯାଆନ୍ତୁ। ଭାଜପାରୁ ଯେଉଁମାନେ ରାଜ୍ୟ ସଭା କିମ୍ବା ଲୋକ ସଭାକୁ ଯାଇଛନ୍ତି, ସେମାନଙ୍କ ଭିତରୁ ଜଣଙ୍କର ହେଲେ ବି ପାଟି ଫିଟୁନାହିଁ। ତେଣୁ ଅଧିକ ମୂକ, ବଧିରଙ୍କୁ ପଠାଇବା ଅପେକ୍ଷା…

ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ବିଜେଡିର ଚାଷୀ ଆନ୍ଦୋଳନ

ଭୁବନେଶ୍ୱର, ୨୪।୨(ସୁନିତ ମିଶ୍ର):ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍‌ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ…

ବିଧାନସଭାର ୫୯ ମିନିଟ୍‌: ଜାଣନ୍ତୁ କ’ଣ ଘଟିଲା

ଭୁବନେଶ୍ୱର, ୨୪।୨(ସୁନିତ୍‌ ମିଶ୍ର):ବିଧାନସଭା ବଜେଟ ଅଧିବେଶନର ୬ଷ୍ଠ ଦିନରେ ମଧ୍ୟ ଗୃହକାର୍ଯ୍ୟ ସୁରୁଖୁରୁରେ ହୋଇପାରିନାହିଁ। ଚାଷୀ ପ୍ରସଙ୍ଗରେ ଗୃହ ଭିତରେ ପୂରା ଦିନ ବିରୋଧୀ ଦଳ ବିଜେଡି ଏବଂ କଂଗ୍ରେସ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିଥିଲେ। ଏହିପରି ଭାବେ ଅପରାହ୍ନ ୪ଟାରୁ…

ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଅଗ୍ନିକାଣ୍ଡ, ସୋମବାର ରାତିରୁ ଜଳୁଛି…

ଭୁବନେଶ୍ୱର,୨୪।୨: ସୁପର ମାର୍ଟ ଲାଗିଛି ନିଆଁ । ସୋମବାର ରାତିରୁ ନିଆଁ ଲାଗିଥିବା ବେଳେ ମଙ୍ଗଳବାର ସକାଳ ସୁଧା ମଧ୍ୟ ନିଆଁ ଲାଗିଥିବା ନେଇ ଦେଖାଯାଇଛି । ଏବେ ବି ଜଳୁଛି ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟ । ଖବର…

ପଶ୍ଚିମ ଓଡ଼ିଶାରେ ଝିପିଝିପି ବର୍ଷା ସାଙ୍ଗକୁ କୁଆପଥର ମାଡ଼, ଆଜି ଘଡ଼ଘଡ଼ି ସହ ବର୍ଷା ନେଇ ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪।୨(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ୍‌ ଲାଇନ୍‌ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି। ଏହା ପ୍ରଭାବରେ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri