ମେଟ୍ରୋ

ଶ୍ରୀମୟୀ ଆଉଟ୍‌! ଅନନ୍ତ-ଅମରେଶଙ୍କୁ ମିଳିବନି ଟିକେଟ୍‌

ଭୁବନେଶ୍ୱର,୬।୪: ଭୁବନେଶ୍ୱର ମଧ୍ୟ ନିର୍ବାଚନମଣ୍ଡଳୀକୁ ନେଇ ବଢୁଛି ସସପେନ୍ସ। ଆଶାୟୀଙ୍କ ଭିତରେ ଚାଲିଛି ଛକାପଞ୍ଝା। ଗୋଟିଏ ପଟେ ବର୍ତ୍ତମାନର ବିଧାୟକ ଥିବା ଅନନ୍ତ ନାରାୟଣ ଜେନା ପୁଣିଥରେ ଟିକେଟ୍‌ ପାଇବା ନେଇ ଲବିରେ ଥିବାବେଳେ ଆଉ ଜଣେ ଯୁବ ଚେହେରା...

ଖରାରେ କଲବଲ ସାରା ଓଡ଼ିଶା: ଅଂଶୁଘାତରେ ୮ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୬।୪: ଫୁଟୁଛି ସାରା ଓଡିଶା। ଗରମ ପବନ କଲବଲ ହେଉଛନ୍ତି ଓଡିଶାବାସୀ। ରାଜ୍ୟରେ ତାତି ବଢିବା ସହ ବଢୁଛି ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଅଂଶୁଘାତରେ ୮ ଜଣ ଅସୁସ୍ଥ ହେଲେଣି । ଚିକିତ୍ସା ନିମନ୍ତେ...

ଓଡ଼ିଶାରେ ନିର୍ବାଚନ ଲଢିବ ଏଏପି, ପ୍ରାର୍ଥୀ ଫାଇନାଲ!

ଭୁବନେଶ୍ୱର,୬।୪: ଓଡ଼ିଶାରେ ଅନୁଷ୍ଠିତ ହେବାକୁ ଯାଉଥିବା ଆଗାମୀ ବିଧାନସଭା ନିର୍ବାଚନରେ ମଇଦାନକୁ ଓହ୍ଲାଇବ ଆମ ଆଦମୀ ପାର୍ଟି (ଏଏପି)। ପାର୍ଟିର ଓଡିଶା ମୁଖ୍ୟ ନିଶିକାନ୍ତ ମହାପାତ୍ର ଏକ ଖବରଦାତା ସମ୍ମିଳନୀ କରି ଏହା ଘୋଷଣା କରିଛନ୍ତି। ନିଶିକାନ୍ତ କହିଛନ୍ତି, ଦେଶର...

ବିଜେଡିର ଛିଡୁନି ବାଲେଶ୍ୱର ଅଙ୍କ: ପ୍ରତାପଙ୍କ ବିରୋଧରେ କାହାକୁ ଓହ୍ଲାଇବ ଦଳ

ଭୁବନେଶ୍ୱର,୬।୪: ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି ରହିଛି।...

ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଲେ ସୁର

ଭୁବନେଶ୍ୱର,୬।୪: ଭୁବନେଶ୍ୱର ଏମ୍‌ପି ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ସୁରେଶ ରାଉତରାୟଙ୍କ ପ୍ରଚାର ଆରମ୍ଭ କରିଛନ୍ତି। ଆଜି ସକାଳୁ ସକାଳୁ ଭୁବନେଶ୍ୱର ବୁଦ୍ଧ ପାର୍କରେ ପହଞ୍ଚି ସୁର ରାଉତରାୟ ପୁଅ ମନ୍ମଥଙ୍କ ପାଇଁ ଭୋଟ ମାଗିଛନ୍ତି। ଏହି ସମୟରେ ପୁଅ...

୨୪ ଘଣ୍ଟା ଯାଏ ରହିବ ହିଟ୍‌ୱେଭ: ଏହି ସବୁ ଜିଲାକୁ ସତର୍କତା ଜାରି

ଭୁବନେଶ୍ୱର,୬।୪: ଆସନ୍ତା ୨୪ ଘଣ୍ଟା ଯାଏ କିଛି ସ୍ଥାନରେ ହିଟ୍‌ୱେଭ ଜାରି ରହିବ। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା। ତେବେ କଟକ, ଭଦ୍ରକ, ନୟାଗଡ଼, ମୟୂରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ,...

ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…

ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଭୁବନେଶ୍ୱର କାହିଁକି ଅଧିକ ଉତ୍ତପ୍ତ ହେଲା, ସମସ୍ତଙ୍କ...

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ

ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିପାଇଁ ସମୁଦାୟ ୮,୬୧୧ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତ ହୋଇଛନ୍ତି। ୩,୧୪୮ଜଣ ଅନ୍‌ଲାଇନ୍‌ରେ ଓ...

ଝୁଲିଛି ୩୯ ଆସନ: ଅଧିକାଂଶରେ ବିଦ୍ରୋହୀ ଚିନ୍ତା

ଭୁବନେଶ୍ୱର,୬ା୪(ଅନିଲ ଦାସ): ବିଜେଡି ଏ ପର୍ଯ୍ୟନ୍ତ ୩ଟି ପର୍ଯ୍ୟାୟରେ ୨୦ ଲୋକ ସଭା ଏବଂ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ବାଲେଶ୍ୱର ଲୋକ ସଭା ଆସନ ସମେତ ୩୯ ବିଧାନସଭା ଆସନର ଘୋଷଣା ବାକି...

ଭୁବନେଶ୍ୱର: ଏସିଆର ଷଷ୍ଠ ଉତ୍ତପ୍ତ ସହର

ଭୁବନେଶ୍ୱର, ୬।୪(ଅସମାପିକା ସାହୁ): ଡହଡହ ଖରାକୁ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ଖରାତାତିରେ ସାରା ରାଜ୍ୟ ଛଟପଟ ହେଉଥିବାବେଳେ ରାଜଧାନୀ ଭୁବନେଶ୍ବର ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ଏଠାରେ ଦିନ ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ...

ବୁଝୁନି ସୁରଙ୍କ ମନ; ସାନପୁଅ ପାଇଁ କଲେ ପୁଣି ପ୍ରଚାର

ଭୁବନେଶ୍ୱର,୫।୪: ସୁର ରାଉତରାୟଙ୍କ ବୁଝୁନି ମନ । ଗତକାଲି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ କଡ଼ା ନିର୍ଦ୍ଦେଶ ପରେ ବି ବିଜେଡି ଏମପି ପ୍ରାର୍ଥୀ ତଥା ନିଜ ସାନ ପୁଅ ମନ୍ମଥଙ୍କ ପାଇଁ ପୁଣି ମାଗିଛନ୍ତି ଭୋଟ। ଏଆଇସିସି ଶୃଙ୍ଖଳା...

ରାଜ୍ୟ ସରକାରଙ୍କ ପକ୍ଷରୁ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ

ଭୁବନେଶ୍ୱର,୫।୪:ରାଜ୍ୟ ସରକାର ଶୁକ୍ରବାର ଛୋଟ ଧରଣର ଆଇଏଏସ୍‌ ଅଫିସର ଅଦଳବଦଳ କରିଛନ୍ତି। କଟକ ଜିଲାପାଳ ୨୦୧୨ ବ୍ୟାଚ ଆଇଏଏସ୍‌ ଅଫିସର ଭିନିତ ଭରଦ୍ୱାଜଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ସଚିବ ତଥା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ଜଗତସିଂହପୁର ଜିଲାପାଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri