ମେଟ୍ରୋ

ଆସିଲେନି ନା ଆଣିବାକୁ ଚାହିଁଲେନି: ଭକ୍ତଙ୍କ ଆଭିମୁଖ୍ୟକୁ ନେଇ ଉଠିଲା ପ୍ରଶ୍ନ

ଭୁବନେଶ୍ୱର, ୧୩।୧୧(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପରେ ମଙ୍ଗଳବାର ଶେଷ ହୋଇଥିବା ନୂଆପଡ଼ା ଉପନିର୍ବାଚନ ଫଳାଫଳ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଏବଂ କଂଗ୍ରେସ ପାଇଁ ବହୁ ଗୁରୁତ୍ୱ ବହନ କରିବ। ଏହି ଉପନିର୍ବାଚନରେ କେଉଁ ଦଳକୁ…

ଆଜି ଶ୍ରୀମନ୍ଦିର ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ, ୧୩।୧୧: ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ତାଙ୍କ ଭାଇ ଭଉଣୀଙ୍କ ବନକଲାଗି ନୀତି ସମ୍ପାଦନ ପାଇଁ ଗୁରୁବାର ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ (SJTA) ତରଫରୁ ସୋସିଆଲ ମିଡିଆରେ ସୂଚନା ଦିଆଯାଇଛି ଯେ,…

ଭୁବନେଶ୍ୱର ୟୁନିଟ ୪ ଅଞ୍ଚଳରେ ସେକ୍ସ ରାକେଟ୍ ଠାବ, ନାବାଳିକା ଉଦ୍ଧାର

ଭୁବନେଶ୍ୱର,୧୩।୧୧: ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଫସାଇବାକୁ ଉଦ୍ୟମ କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି। ସୂଚନା…

ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀଙ୍କୁ ‘ବାଲ୍ ସାହିତ୍ୟ ପୁରସ୍କାର-୨୦୨୫’

ଭୁବନେଶ୍ୱର,୧୨ା୧୧: ସାହିତ୍ୟ ଏକାଡେମୀର ବାଲ୍ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ସାରା ଦେଶର ମୋଟ୍ ୨୪ ଜଣ ଲେଖକଙ୍କୁ ମନୋନୀତ କରାଯାଇଛି। ଓଡ଼ିଆ ଲେଖକ ରାଜକିଶୋର ପାଢ଼ୀ ଶିଶୁ ସାହିତ୍ୟକୁ ତାଙ୍କର ଅବଦାନ ପାଇଁ ଏହି ସମ୍ମାନଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।…

ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ…

ଓଡ଼ିଶା SI ପରୀକ୍ଷା ଦୁର୍ନୀତି: ମୁଖ୍ୟ ଅଭିଯୁକ୍ତ ଶଙ୍କରର ସହଯୋଗୀ ସାଗର ଗୌଡ଼ା ଗିରଫ

ଭୁବନେଶ୍ୱର,୧୨ା୧୧: ଓଡ଼ିଶା ସବ୍-ଇନ୍ସପେକ୍ଟର (SI) ନିଯୁକ୍ତି ପରୀକ୍ଷା ଦୁର୍ନୀତି ମାମଲାରେ କ୍ରାଇମବ୍ରାଞ୍ଚ ଏକ ବଡ଼ ସଫଳତା ପାଇଛି। କ୍ରାଇମବ୍ରାଞ୍ଚ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିଙ୍କ ଘନିଷ୍ଠ ସହଯୋଗୀ ସାଗର କୁମାର ଗୌଡ଼ାଙ୍କୁ ଗିରଫ କରିଛି। ୨୨ ବର୍ଷୀୟ ଗୌଡ଼ା ଗଞ୍ଜାମ ଜିଲାର…

ନୂଆପଡ଼ା ଉପନିର୍ବାଚନକୁ ନେଇ ପ୍ରମିଳାଙ୍କ ନୂଆ ଥିଓରି, କହିଲେ ସବୁ ଠିକ୍‌ ଥିଲେ ଆମେ…

ଭୁବନେଶ୍ୱର,୧୨ା୧୧: ନୂଆପଡ଼ା ଉପନିର୍ବାଚନ ଫଳାଫଳକୁ ନେଇ ବିଜେଡିର ନୂଆ ଥିଓରି ସାମ୍ନାକୁ ଆସିଛି। ପ୍ରେସ୍‌ମିଟ୍‌ କରି ଭାଜପାକୁ ଟାର୍ଗେଟ କରିଛନ୍ତି ପ୍ରମିଳା ମଲ୍ଲିକ। ସେ କହିଛନ୍ତି, ସବୁ ଠିକ ଥିଲେ ଆମେ ୧୦ ହଜାର ଭୋଟ୍‌ରେ ଜିତିବୁ। ଭାଜପା ଯଦି ଜିତେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଲିଯାତ୍ରା ଅବଧି ବଢ଼ାଇ କହିଲେ ଲୋକଙ୍କ…

ଭୁବନେଶ୍ୱର/କଟକ,୧୨ା୧୧: ବିଶ୍ୱ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଦ୍ୱାରା ବାଲିଯାତ୍ରା ଆଜି ଅର୍ଥାତ୍‌ ୧୨ ତାରିଖ ପରିବର୍ତ୍ତେ ଆସନ୍ତାକାଲି(ଗୁରୁବାର) ୧୩ ତାରିଖରେ ଉଦ୍‌ଯାପିତ…

୨୦୨୬ କ୍ୟାଲେଣ୍ଡରରେ ୨୯ ଦିନ ସରକାରୀ ଛୁଟି: ଜାଣନ୍ତୁ କେଉଁ କେଉଁ ଦିନ ଅଫିସ୍‌ ବନ୍ଦ

ଭୁବନେଶ୍ୱର,୧୨ା୧୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬ ବର୍ଷ ଲାଗି କ୍ୟାଲେଣ୍ଡର ଜାରି କରାଯାଇଛି। ରାଜସ୍ବ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଆସନ୍ତାବର୍ଷ କ୍ୟାଲେଣ୍ଡରରେ ୨୯ଟି ସାଧାରଣ ଛୁଟି ତଥା ସରକାରୀ ଛୁଟି ରହିଛି। ୨୦୨୬ ବର୍ଷ ପାଇଁ କ୍ୟାଲେଣ୍ଡରରେ…

ଆଉ ଥରେ ହେଉ ନୂଆପଡ଼ା ଉପନିର୍ବାଚନ, କଂଗ୍ରେସ ବଟନ ଟିପିଲେ ଭାଜପାକୁ ଯାଉଛି: ସାଂଘାତିକ ଅଭିଯୋଗ କଲା କଂଗ୍ରେସ

ଭୁବନେଶର,୧୨।୧୧: ନୂଆପଡ଼ାର ଉପନିର୍ବାଚନରେ ଭୋଟ ଚୋରି ନେଇ ସାଙ୍ଘାତିକ ଅଭିଯୋଗ ଆଣିଛି କଂଗ୍ରେସ। ଏହି ଅବସରରେ ମଙ୍ଗଳବାର ଏକ ପ୍ରେସ ବାର୍ତ୍ତା ମାଧ୍ୟମରେ ପିସିସି ଉପସଭାପତି ତଥା ପୂର୍ବତନ ବିଧାୟକ ଲଲାଟେନ୍ଦୁ ମହାପାତ୍ର ଖବରଦାତାଙ୍କୁ ସୂଚନା ପ୍ରଦାନ କରି କହିଛନ୍ତି, ୨୬…

୧୭ ଠିକାଦାରଙ୍କ ହାତରେ ୩୫,୦୦୦ କୋଟିର ପ୍ରକଳ୍ପ: ଚାହିଁ ରହିଛନ୍ତି ୩୨,୦୦୦ ଗାଁର ଲୋକେ

ଭୁବନେଶ୍ୱର,୧୨ା୧୧(ରବିନାରାୟଣ ଜେନା):ଓଡ଼ିଶାବାସୀଙ୍କୁ କିଭଳି ବିଶୁଦ୍ଧ ପାନୀୟଜଳ ହାତପାଆନ୍ତାରେ ମିଳିବ ସେନେଇ ରାଜ୍ୟ ସରକାରଙ୍କ ନିଦ ନାହିଁ। ପାଣି ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଉଦ୍‌ବେଗ ପ୍ରକାଶ କରିବା ସହିତ ‘ମିଶନ ପାଓ୍ବାର’କୁ ତ୍ୱରିତ କାର୍ଯ୍ୟକାରୀ କରିବାକୁ ସମ୍ପୃକ୍ତ…

ଡିସେମ୍ବର ମାସରେ OTET ପରୀକ୍ଷା, ଏହି ଦିନରୁ ଆରମ୍ଭ ଆବେଦନ

ଭୁବନେଶ୍ୱର,୧୧।୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET)-୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଡିସେମ୍ବର ୧୭ ତାରିଖରେ OTET-୨୦୨୫ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଡିସେମ୍ବର ୧୭ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?