ଖୋଲିଲା ମାର୍କେଟ ବିଲ୍ଡିଂ: ନିୟମ ଉଲ୍ଲଘଂନ କଲେ ସବୁଦିନ ପାଇଁ ଦୋକାନ ବନ୍ଦ
ଭୁବନେଶ୍ୱର,୧୭।୬(ବ୍ୟୁରୋ)-କୋଭିଡ କଟକଣା ଉଲ୍ଲଘଂନ ଯୋଗୁ ଗତ ଶୁକ୍ରବାରଠାରୁ ଭୁବନେଶ୍ୱରସ୍ଥିତ ମାର୍କେଟ ବିଲ୍ଡିଂକୁ ସିଲ କରି ଦିଆଯାଇଥିଲା। ତେବେ ବୁଧବାରଠାରୁ ମାର୍କେଟ ବିଲ୍ଡିଂ ଖୋଲିବା ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ କୁହାଯାଇଛି। ଏ ନେଇ ବିଏମସି ପକ୍ଷରୁ କିଛି...
ବିଏମ୍ସିର ସୂଚନା: ରାଜଧାନୀରେ ପୁଣି ୧୭ କରୋନା ପଜିଟିଭ୍ ଚିହ୍ନଟ; ଅଛନ୍ତି ୭ ରେଳ ବିଭାଗ ଅଧିକାରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜଧାନୀରୁ ୧୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ହୋମ୍ କ୍ୱାରାଣ୍ଟାଇନ୍ର ଥିବା ବେଳେ ୩ ଲୋକାଲ କେସ୍ ରହିଛି। ସେହିଭଳି ୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ...
ଦୁଇ ଓଡ଼ିଆ ଯବାନଙ୍କ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ ଦୁଇ ଓଡ଼ିଆ ଯବାନ ଶହୀଦ ହୋଇଛନ୍ତି। ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଏବଂ ନନ୍ଦୁରାମ ସୋରେନ୍ଙ୍କ ଶହୀଦ ଖବର ମୋତେ ବ୍ୟଥିତ କରିଛି। ଦୁହିଁଙ୍କ...
ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍ଡାଉନ୍ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ...
ଶିଳ୍ପ ବର୍ଜ୍ୟରେ କଂକ୍ରିଟ୍ ରାସ୍ତା
ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବିନା ସିମେଣ୍ଟରେ ସମ୍ଭବ ହୋଇଛି କଂକ୍ରିଟ୍ ରାସ୍ତା। କେବଳ ଶିଳ୍ପ ବର୍ଜ୍ୟ ବ୍ୟବହାର କରି ଏହି ପ୍ରଦୂଷଣମୁକ୍ତ ରାସ୍ତା ନିର୍ମାଣ କରାଯାଇଛି। କଟକ ଜିଲା ଅମନପଡ଼ା ଗ୍ରାମ୍ୟରେ ପାଇଲଟ ପ୍ରଳକ୍ପ ଭାବେ ତିଆରି ହୋଇଥିବା ଏହି ରାସ୍ତାକୁ...
ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ...
ସମୁଦ୍ରକୁ ବୋହିଯାଉଛି ଅଧା ପାଣି: ୨୦୫୧ ବେଳକୁ ରାଜ୍ୟରେ ଉତ୍କଟ ଜଳ ସଙ୍କଟ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ରାଜ୍ୟରେ ବୋହିଯାଉଥିବା ନଦୀଜଳକୁ ରୋକାଯାଇ ପାରୁନାହିଁ। ଅଧାରୁ ଅଧିକ ପାଣି ସମୁଦ୍ରକୁ ଚାଲିଯାଉଛି। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ଅଧିକାଂଶ ନଦୀରେ ଜଳପ୍ରବାହ ହ୍ରାସ ପାଇଲାଣି। ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି।...
ପିଏନ୍ବିରୁ ୩୨ କୋଟି ଠକେଇ ମାମଲା: କୌଶିକଙ୍କ ଲକରରୁ ୩୭.୯ଲକ୍ଷ ଜବତ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ସ୍କୋୟାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍ (ପିଏନ୍ବି) ଶାଖାରେ ୩୨ କୋଟି ଠକେଇ ଘଟଣାର ତଦନ୍ତ ଚଳାଇଛି ସିବିଆଇ। ମଙ୍ଗଳବାର ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ଗ୍ଲୋବାଲ ଟ୍ରେଡିଂ ସଲ୍ୟୁଶନ ଲିମିଟେଡ୍ର ପୂର୍ବତନ ନିର୍ଦ୍ଦେଶକ କୌଶିକ ମହାନ୍ତିଙ୍କ...
୨୦ରୁ ପୁଣି ଝାରସୁଗୁଡ଼ା-ରାୟପୁର ବିମାନ ସେବା
ଭୁବନେଶ୍ୱର, ୧୬।୬(ବ୍ୟୁରୋ)- ଆଲାଏନ୍ସ ଏୟାର ପକ୍ଷରୁ ଆସନ୍ତା ୨୦ ତାରିଖରୁ ଝାରସୁଗୁଡ଼ାରୁ ରାୟପୁର ବିମାନ ସେବା ପୁଣି ଆରମ୍ଭ ହେବ। ଗତବର୍ଷ ଜୁନ୍ ୬ରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଏବଂ ରାୟପୁରକୁ ସିଧାସଳଖ ଦୁଇଟି ବିମାନ...
ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ ୨୨ ବର୍ଷୀୟ ଯୁବକ କରୋନା ସଂକ୍ରମିତ ହୋଇଛନ୍ତି। ଯୁବକ ଦିଲ୍ଲୀରୁ ଫେରିଥିବା...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି
ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର...
ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି। ଏହି ପାଞ୍ଚ...
Archives


