୧୦ରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୪ା୧୧(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ଯାଏ ସ୍ବଳ୍ପରୁ ମଧ୍ୟମ ଧରଣର…
ଶେଷ ହେଲା ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ: ଇଭିଏମ୍ରେ ସିଲ୍ ୧୫ ଜଣଙ୍କ ଭାଗ୍ୟ
ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ମଙ୍ଗଳବାର ଶେଷ ହୋଇଛି। ଉଭୟ ଆସନ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧୫ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଉଭୟ…
ରାଜ୍ୟରେ ସୁସ୍ଥ ହେଲେ ୧୪୬୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩ା୧୧(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୧୪୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୨୮, କେନ୍ଦ୍ରାପଡାରୁ ୧୦୪, ସୁନ୍ଦରଗଡରୁ ୭୭, ଅନୁଗୋଳରୁ ୭୨, ବଲାଙ୍ଗିରରୁ ୬୫, ପୁରୀରୁ ୫୬, ବାଲେଶ୍ୱରରୁ ୫୪, ଝାରସୁଗୁଡାରୁ…
ବାଣ ବିକ୍ରି ଓ ଫୁଟାଇବା ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୩।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନଜରରେ ରଖି ଆସନ୍ତା ଦୀପାବଳିରେ ବାଣ ବିକ୍ରି ଓ ଫୁଟାକୁ ନିଷିଦ୍ଧ ଘୋଷଣା କରାଯାଇଛି। ନଭେମ୍ବର ୧୦ ରୁ ୩୦ ପର୍ଯ୍ୟନ୍ତ ଏହି କଟକଣା ସାରା ରାଜ୍ୟରେ ଜାରି ରହିବ। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ କମିଶନର…
ଭୁବନେଶ୍ୱରରୁ ଆଜି ୬୯ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୧୮୦
ଭୁବନେଶ୍ୱର,୩।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୫୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୧୮୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା ପ୍ରକାଶିତ: ସୁଶ୍ରୀ ସୁଭସ୍ମିତା ବେଷ୍ଟ ଗ୍ରାଜୁଏଟ୍
ଭୁବନେଶ୍ୱର, ୩।୧୧(ବ୍ୟୁରୋ): ବହୁ ବାଦବିବାଦ ପରେ ଶେଷରେ ପ୍ରକାଶ ପାଇଲା ରମାଦେବୀ ବିଶ୍ୱବିଦ୍ୟାଳୟ ଟପ୍ପର ତାଲିକା। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୟୁଜି ଓ ପିଜି ବର୍ଗର ଟପ୍ପର ତାଲିକା ପ୍ରକାଶ ପାଇଛି। ୟୁଜିରେ ଶୁଭସ୍ମିତା ନାୟକ ବେଷ୍ଟ ଗ୍ରାଜୁଏଟ୍ ହୋଇଛନ୍ତି। ଅକ୍ଟୋବର…
ଉପନିର୍ବାଚନ: ୧୧ଟା ସୁଦ୍ଧା ମତଦାନ ହାର ୨୬.୨୪ %
ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ଏହି ମତଦାନ ଜାରି ରହିଥିବା ବେଳେ ଦିନ ୧୧ଟା ସୁଦ୍ଧା ହାରାହାରି ୨୬.୨୪ % ମତଦାନ ହୋଇଥିବା…
ପୁଣି ରାଜ୍ୟରେ ୧୨ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୨ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୫୨ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ…
CORONAVIRUS UPDATE: ରାଜ୍ୟରେ ୧୨୦୧ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨୦୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୪୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୯୭…
କଲ୍ୟାଣ ମଣ୍ଡପର ଅନ୍ଲାଇନ୍ ବୁକିଂ ଆରମ୍ଭ
ଭୁବନେଶ୍ୱର,୩।୧୧(ବ୍ୟୁରୋ) : ଭୁବନେଶ୍ୱରରେ ଖୋଲିବ କଲ୍ୟାଣ ମଣ୍ଡପ। ସୋମବାର ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ନିର୍ଦ୍ଦେଶ ପରେ ବିଏମ୍ସି ପକ୍ଷରୁ ଏ ନେଇ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯିବା ସହ ପ୍ଲାନ୍ ଆପ୍ରୁଭାଲ ଥିବା ମଣ୍ଡପ ଓ ବିଏମ୍ସି କଲ୍ୟାଣ ମଣ୍ଡପଗୁଡ଼ିକରେ…
ଅଲ୍ରାଉଣ୍ଡର, ଶୋ’ମ୍ୟାନ୍
ଓଡ଼ିଆ ଚଳଚ୍ଚିତ୍ର ଜଗତର ଶୋ’ ମ୍ୟାନ୍ଭାବେ ପରିଚିତ ଥିଲେ ରାଜୁ ମିଶ୍ର। ତାଙ୍କର ପ୍ରତିଟି ସିନେମା ଥିଲା ଭିନ୍ନ ସ୍ବାଦର। ନିଜର ଦକ୍ଷତା ଓ ଲକ୍ଷ୍ୟ ହାସଲ କରିବାର ଦୃଢ ମନୋବଳ ଯୋଗୁ ସେ ଜନ୍ମମାଟି ଜଟଣୀରୁ ଅନ୍ତର୍ଜାତୀୟସ୍ତରରେ ପହଞ୍ଚତ୍ ପାରିଥିଲେ।…
ଭୁବନେଶ୍ୱରରେ ସାଇବର କମ୍ପ୍ଲେକ୍ସ ଉଦ୍ଘାଟିତ
ଭୁବନେଶ୍ୱର,୩।୧୧ (ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଥିବା ସାଇବର ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ନୂଆ ପ୍ରୟାସ ଆରମ୍ଭ କରିଛି। ଭୁବନେଶ୍ୱର କେଶରୀନଗରଠାରେ ଏକ ସାଇବର କମ୍ପ୍ଲେକ୍ସ ସ୍ଥାପନ କରାଯାଇଛି। ସୋମବାର ଏହାକୁ ପୋଲିସ ଡିଜି ଅଭୟ ଉଦ୍ଘାଟନ କରିଛନ୍ତି। ଏହି…

