ମେଟ୍ରୋ

କେନ୍ଦ୍ର, ରାଜ୍ୟରେ ଅଘୋଷିତ ମେଣ୍ଟ ସରକାର ଚାଲିଛି: କଂଗ୍ରେସ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୨୦୧୪ରୁ କେନ୍ଦ୍ର ଶାସନ ଦାୟିତ୍ୱ ଭାଜପା ହାତକୁ ଯିବାଠାରୁ ଓଡ଼ିଶାରେ ଭିନ୍ନ ସମୀକରଣ ଦେଖିବାକୁ ମିଳୁଛି। ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚାଲିଥିବା ଅଘୋଷିତ ମେଣ୍ଟ ସରକାର ଯୋଗୁ ରାଜକୋଷକୁ ୭୨ ହଜାର କୋଟିର କ୍ଷତି ପହଞ୍ଚିଛି ବୋଲି କଂଗ୍ରେସ…

ଦରବୃଦ୍ଧି ପ୍ରତିବାଦରେ ସବୁ ଜିଲାରେ ଆନ୍ଦୋଳନ ପ୍ରସ୍ତୁତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ୍‌ ବୃଦ୍ଧି ପ୍ରତିବାଦରେ ଯୁବକଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହା ବିରୋଧରେ ସୋମବାର କଂଗ୍ରେସ ଭବନଠାରୁ ଏକ ର଼୍ୟାଲି ବାହାରି ମାଷ୍ଟରକ୍ୟାଣ୍ଟିନ୍‌ ଛକ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି…

ଓଡ଼ିଶାର ବାନ୍ଧକଳା ହେବ ବିଶ୍ୱବ୍ରାଣ୍ଡ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଜାତୀୟସ୍ତରରେ ଏକ ଉତ୍କୃଷ୍ଟ ପାରମ୍ପରିକ ହସ୍ତତନ୍ତର ମାନ୍ୟତା ହାସଲ କଲାପରେ ଓଡ଼ିଶାର ବାନ୍ଧକଳା(ଇକାତ୍‌) ଏବେ ଏକ ବିଶ୍ୱବ୍ରାଣ୍ଡ ହେବାକୁ ଯାଉଛି। ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏନେଇ ଆଲୋଚନା…

ଯେକୌଣସି ମାସରେ ଜୀବନ ପ୍ରମାଣପତ୍ର ଦାଖଲ କରିବେ ଇପିଏଫ୍‌ ଉପଭୋକ୍ତା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ଇପିଏଫ୍‌ ପେନ୍‌ସନ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ଏଣିକି ଯେକୌଣସି ମାସରେ ଜୀବନ ପ୍ରମାଣପତ୍ର (ଲାଇଫ୍‌ ସାର୍ଟିଫିକେଟ) ଦାଖଲ କରିପାରିବେ। ଇପିଏଫ୍‌ ଉପଭୋକ୍ତାମାନେ ମାସିକ ପେନସନ ଅବ୍ୟାହତ ରଖିବାକୁ ହେଲେ ପ୍ରତିବର୍ଷ ନଭେମ୍ବର ମାସରେ ଡିଜିଟାଲ ଜୀବନ ପ୍ରମାଣପତ୍ର ଦାଖଲ…

ଯୁକ୍ତ୩ ସ୍ପଟ୍‌ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ୩ ପ୍ରଥମ ବର୍ଷ ସ୍ପଟ୍‌ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା ସିଟ୍‌ ନେଇ ନଭେମ୍ବର ୯ରେ ବିଭାଗୀୟ ୱେବ୍‌ସାଇଟ୍‌ରେ ସୂଚନା ପ୍ରଦାନ କରାଯିବ ଓ ୧୦ରୁ…

୩ କ୍ରୀଡ଼ା ଭିତ୍ତିଭୂମିର ଉଦ୍‌ଘାଟନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟକୁ କ୍ରୀଡ଼ା ହବ୍‌ରେ ପରିଣତ କରିବାକୁ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହିକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ୩ଟି କ୍ରୀଡ଼ା ଭିତ୍ତିଭୂମିକୁ ଉଦ୍‌ଘାଟନ କରିଛନ୍ତି। ଗଞ୍ଜାମ ଜିଲାର ହିଞ୍ଜିଳିକାଟୁରେ ଇନ୍‌ଡୋର ଷ୍ଟାଡିୟମ୍‌, ଛତ୍ରପୁରରେ ୩ଟି…

ଟିକା ପାଇଁ ୯୮% ସ୍ବାସ୍ଥ୍ୟକର୍ମୀ ପଞ୍ଜୀକୃତ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଖୁବ୍‌ଶୀଘ୍ର କରୋନା ଟିକା ଆସିବାର ଅଛି। ଟିକା ଆସିଲେ ପ୍ରଥମେ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହିତ ଆଗଧାଡ଼ିର ଯୋଦ୍ଧାଙ୍କୁ ଦିଆଯିବ ବୋଲି କୁହାଯାଉଛି। ତେଣୁ କେନ୍ଦ୍ର ସରକାର ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ତଥ୍ୟ ଦେବାକୁ ରାଜ୍ୟଗୁଡ଼ିକୁ…

ଅବହେଳାରୁ ୧୨୪କୋଟି କ୍ଷତି

ଭୁବନେଶ୍ୱର,୩।୧୧(ବ୍ୟୁରୋ): ପରିବହନ ବିଭାଗର କେତେକ ଅଧିକାରୀଙ୍କ ଖାମଖିଆଲ ମନୋଭାବ ଏବଂ ଟିକସ ଆଦାୟରେ ଅନିୟମିତତା ଯୋଗୁ ରାଜ୍ୟ ସରକାରଙ୍କୁ ବହୁ କୋଟି ଟଙ୍କାର ରାଜସ୍ବ ହରାଇବାକୁ ପଡୁଛି। ମୋଟର ଯାନ ଟିକସ ଆଦାୟ ବିଳମ୍ବ, ଡେରିରେ ଆଦାୟ ହେଉଥିବା ଟିକସରେ ଜରିମାନା…

ତିର୍ତ୍ତୋଲ, ବାଲେଶ୍ୱର ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ: ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର୍‌

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ତିର୍ତ୍ତୋଲ ଏବଂ ବାଲେଶ୍ୱର ସଦର ବିଧାନସଭା ଉପନିର୍ବାଚନ ପାଇଁ କଡ଼ା କଟକଣା ମଧ୍ୟରେ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସାମାଜିକ ଦୂରତ୍ୱ, ମାସ୍କ ବ୍ୟବହାର ସହ କୋଭିଡ ଗାଇଡଲାଇନ ଅନୁସାରେ ଭୋଟ ଗ୍ରହଣ କରାଯାଉଛି । ପ୍ରତ୍ୟେକ…

ଆସନ୍ତାକାଲି ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ମତଦାନ ସାବ୍ୟସ୍ତ କରିବେ ୪ ଲକ୍ଷ ୬୭ ହଜାର ୫୭୮ ଭୋଟର

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପ ନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଓ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ସମୁଦାୟ…

ରାଜ୍ୟରେ ସୁସ୍ଥ ହେଲେ ୧୫୨୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୭, ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୋଳରୁ ୭୦, ଯାଜପୁରରୁ ୬୦, ବରଗଡରୁ…

ଭୁବନେଶ୍ୱରରୁ ଆଜି ପୁଣି ୭୪ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?