ମେଟ୍ରୋ

ବ୍ୟାଙ୍କ୍‌ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଡାକ୍ତର ଏବଂ କୋଭିଡ୍‌ ଯୋଦ୍ଧାମାନେ ଜନସାଧାରଣଙ୍କ ଜୀବନ ବଞ୍ଚାଇବା ପାଇଁ ସଂଗ୍ରାମ କରୁଥିବାବେଳେ ବ୍ୟାଙ୍କ କର୍ମଚାରୀମାନେ ମଧ୍ୟ ଜନସାଧାରଣଙ୍କ ଜୀବିକା ବଞ୍ଚାଇବା କ୍ଷେତ୍ରରେ ମୁଖ୍ୟ ଭୂମିକା ନିର୍ବାହ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଗୁରୁବାର ଭର୍ଚୁଆଲ୍‌ ମୋଡ୍‌ରେ…

ଥଇଥାନ ପ୍ୟାକେଜ୍‌ ପାଇଁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ): ଅନୁଗୋଳ ଜିଲାର ମନ୍ଦାକିନୀ କୋଇଲା ଖଣି ଉତ୍‌ଖନନ ନେଇ ରହିଥିବା ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁବାର ରାଜ୍ୟ ଲୋକସେବା ଭବନରୁ ଡିଜିଟାଲ ବୈଠକ ମାଧ୍ୟମରେ ଏହାର…

ବଣଭୋଜି ସହ ଏଥର ଗ୍ଲାମ୍ପିଂର ମଜା

ଭୁବନେଶ୍ୱର,୩୦।୧୦(ବ୍ୟୁରୋ): ଶୀତ ଆଗମନ ସହ ଆରମ୍ଭ ହୋଇଛି ପର୍ଯ୍ୟଟନର ଋତୁ। ଏଭଳି ସମୟରେ କୋଭିଡ୍‌ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀଗୁଡିକରେ ପର୍ଯ୍ୟଟକଙ୍କ ଗହଳି ଚହଳି ମଧ୍ୟ ଦେଖିବାକୁ ମିଳୁଛି। ପୁରୀ, ଗୋପାଳପୁର, ଚାନ୍ଦବଲି, ଚନ୍ଦ୍ରଭାଗା ଆଦି ସମୁଦ୍ରକୂଳର ମଜାନେବା ସହ ଓଡ଼ିଶାର…

ଶ୍ରୀଲିଙ୍ଗରାଜଙ୍କ କାର୍ତ୍ତିକ ବ୍ରତ ପ୍ରସ୍ତୁତି

ପୁରୁଣା ଭୁବନେଶ୍ୱର,୩୦ା୧୦(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶ ଏବଂ କାର୍ତ୍ତିକ ବ୍ରତ ପାଳନ ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋଭିଡ-୧୯ ପାଇଁ ୭ମାସ ଧରି ଠାକୁରଙ୍କ ରୋଷ ତଥା ଆନନ୍ଦ ବଜାର ବନ୍ଦ ରହିଛି। ଫଳରେ…

ମରାମତି ହେବ ୭୩୬ ଡ୍ୟାମ୍‌

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ପୁରୁଣା ଜଳଭଣ୍ଡାରଗୁଡିକର ମରାମତି ହେବ। କେନ୍ଦ୍ର ସରକାର ୧୯ଟି ରାଜ୍ୟର ୭୩୬ ଡ୍ୟାମ୍‌ର ଉନ୍ନତୀକରଣ ଓ ମରାମତି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଓଡ଼ିଶାର ୩୬ଟି ଡ୍ୟାମ୍‌ ରହିଛି। ଆସନ୍ତା ୧୦ ବର୍ଷ ଭିତରେ ଏହି କାର୍ଯ୍ୟ ଶେଷ ହେବ। କେନ୍ଦ୍ର…

ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି କର୍ମଚାରୀଙ୍କୁ ସରକାର ବାଧ୍ୟତାମୂଳକ ଅବସର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ପ୍ରଶାସନିକ ଦକ୍ଷତାକୁ ବୃଦ୍ଧି କରିବା…

ନଭେମ୍ବର ୨ରେ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ନଭେମ୍ବର ୨ ତାରିଖରୁ ଖୋଲିବ ଏମ୍‌ସ ହସ୍ପିଟାଲ ଓପିଡି। କରୋନା କଟକଣା ଯୋଗୁ ଜୁଲାଇ ୧୦ ତାରିଖରୁ ଏହା ବନ୍ଦ ରହିଥିଲା। ଏହା ମଧ୍ୟରେ କଟକଣା ରହିଛି। ନଭେମ୍ବର ୮ ପର୍ଯ୍ୟନ୍ତ ପ୍ରତି ବିଭାଗରେ ମାତ୍ର ୩୦ ରୋଗୀଙ୍କୁ…

ଘରେ ବସି ଦେଖିପାରିବେ ନନ୍ଦନକାନରର ଜୀବଜନ୍ତୁଙ୍କୁ

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): ମହାମାରୀ କରୋନା ପାଇଁ ଦୂରଦୂରାନ୍ତରୁ ନନ୍ଦନକାନନ ଆସିପାରୁ ନ ଥିବା ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଯଦି କେହି ନନ୍ଦନକାନନ ଆସିପାରୁ ନାହାନ୍ତି , ତେବେ ସେମାନେ ଘରେ ବସି ନନ୍ଦନକାନରର ସମସ୍ତ ଜୀବଜନ୍ତୁଙ୍କୁ ଦେଖିପାରିବେ। ନନ୍ଦନକାନନର ସମସ୍ତ…

ରାଜଭବନ ଛକ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଡିଏନ୍‌ଏରୁ ସ୍ପଷ୍ଟ ହେଲା ସୀମାଞ୍ଚଳ ମୃତ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ରାଜଭବନ ଛକ ନିକଟରେ ଥିବା ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣା ପରଠାରୁ ବ୍ରହ୍ମପୁରର ସୀମାଞ୍ଚଳ ପରିଡ଼ା ନିଖୋଜ ଥିଲେ। ଘଟଣାସ୍ଥଳରୁ ଖଣ୍ଡ ବିଖଣ୍ଡିତ ଶରୀରର କିଛି ମାଂସ ଖଣ୍ଡ ମିଳିଥିଲା। ଏହି ବିସ୍ଫୋରଣରେ ସୀମାଞ୍ଚଳଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଥିଲା।…

ଶିଳ୍ପୀ ସମ୍ବର୍ଦ୍ଧନାରେ ଅବହେଳା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଧର୍ମପଦ ପୁରସ୍କାର ସହ ଶିଳ୍ପୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଉଛି। ଧର୍ମପଦ ପୁରସ୍କାର ଓଡ଼ିଶାରେ ଚାରୁକଳା କ୍ଷେତ୍ରରେ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ହୋଇଥିବାବେଳେ ପ୍ରତିବର୍ଷ…

ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

CORONAVIRUS UPDATE: ରାଜ୍ୟରେ ୧୬୧୭ ନୂଆ ପଜିଟିଭ୍‌ ଚିହ୍ନଟ, କମୁଛି ସଂଖ୍ୟା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୬୧୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭୦୯୯କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?