ମେଟ୍ରୋ

ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ୍‌ ଡାଇରେକ୍ଟର…

‘କରୋନା ଗଲେ ତିର୍ତ୍ତୋଲ ଯିବି’

ଭୁବନେଶ୍ୱର, ୨୯।୧୦(ବ୍ୟୁରୋ): କରୋନା ଦୂର ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିର୍ତ୍ତୋଲ ଗସ୍ତ କରିବେ। ଲୋକଙ୍କୁ ଭେଟି ବିକାଶ କାମ ବୁଲି ଦେଖିବେ। ବୁଧବାର ଭର୍ଚୁଆଲ ରାଲିରେ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ଲୋକଙ୍କୁ ଏହି ପ୍ରତିଶ୍ରୁତି ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କରୋନା…

ଏନ୍‌ଟିଏସ୍‌, ଏନ୍‌ଏମ୍‌ଏମ୍‌ଏସ୍‌ ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ୨୦୨୦-୨୦୨୧ର ନ୍ୟାଶନାଲ ଟ୍ୟାଲେଣ୍ଟ ସର୍ଚ୍ଚ (ଏନ୍‌ଟିଏସ୍‌) ଓ ନ୍ୟାଶନାଲ ମିନ୍ସ କମ୍‌ ମେରିଟ୍‌ ସ୍କଲାରସିପ୍‌ (ଏନ୍‌ଏମ୍‌ଏମ୍‌ଏସ୍‌) ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବୃଦ୍ଧି କରାଯାଇଛି। ଏ ନେଇ ବୁଧବାର ଶିକ୍ଷକ ଶିକ୍ଷା ନିର୍ଦ୍ଦେଶାଳୟ ଏବଂ ରାଜ୍ୟ…

ଶୀତରେ ସତର୍କ ନ ରହିଲେ ବଢ଼ିବ ସଂକ୍ରମଣ

ଭୁବନେଶ୍ୱର, ୨୯। ୧୦ (ବ୍ୟୁରୋ): ଓଡ଼ିଶାରେ ଏପର୍ଯ୍ୟନ୍ତ କରୋନାର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ହୋଇନାହିଁ। ଶୀତ ଦିନରେ ଏହି ପର୍ଯ୍ୟାୟ ସଂକ୍ରମଣ ହେବାର ଅନୁମାନ କରାଯାଉଛି। ତେଣୁ ଶୀତ ଦିନ ପାଇଁ ସତର୍କତା ଜରୁରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା. ନିରୋଜ…

୨୦୩୦ ସୁଦ୍ଧା ଟ୍ରେନ୍‌ରେ ୪୫% ପଣ୍ୟ ପରିବହନ ଲକ୍ଷ୍ୟ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ପଣ୍ୟ ପରିବହନ ଅଂଶ ବୃଦ୍ଧି ଲକ୍ଷ୍ୟରେ ରେଳ ମନ୍ତ୍ରଣାଳୟ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛି। ବର୍ତ୍ତମାନର ୨୮% ପଣ୍ୟ ପରିବହନକୁ ୨୦୩୦ ସୁଦ୍ଧା ୪୫% ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଏନେଇ ଜାତୀୟ ରେଳ ଯୋଜନା(ଏନ୍‌ଆର୍‌ପି)-୨୦୩୦ର ଅଧ୍ୟକ୍ଷ…

କ୍ୟାଡର ପରିବର୍ତ୍ତନ କରିବେ ଟ୍ରାଫିକ ଡିସିପି

ଭୁବନେଶ୍ୱର,୨୯। ୧୦ (ବ୍ୟୁରୋ): ଓଡିଶା ବଦଳରେ ପଞ୍ଜାବ କ୍ୟାଡରରେ ଯୋଗ ଦେବାକୁ ଚାହୁଁଛନ୍ତି କମିଶନରେଟ୍‌ ପୋଲିସରେ ଟ୍ରାଫିକ ଡିସିପି ଭାବେ କାର୍ଯ୍ୟରତ ସୌମ୍ୟା ମିଶ୍ର। ଏ ନେଇ ସେ ଏକ ଚିଠି ପୋଲିସ କମିଶନର ଡ. ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଲେଖିଛନ୍ତି। କମିଶନର…

ଖରିଫ ଧାନ ସଂଗ୍ରହରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୯। ୧୦(ବ୍ୟୁରୋ): ରାଜ୍ୟରେ ଗତ ୨୦୧୯-୨୦ ଖରିଫ ବିପଣନ ଋତୁରେ ରେକର୍ଡ ପରିମାଣର ୭୦ ଲକ୍ଷ ୫୬ ହଜାର ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଛି। କୋଭିଡ୍‌ ସ୍ଥିତିରେ ଚଳିତ ଖରିଫ ଋତୁରେ ଓଡ଼ିଶାର କୃଷକମାନେ ଅକ୍ଳାନ୍ତ ପରିଶ୍ରମ ସହ ଧାନ…

ପୁଞ୍ଜିନିବେଶରେ ଉଦାସୀନତା ବାଧା

ରାଜ୍ୟରେ ଶିଳ୍ପାୟନ ହେବ। ଜାତୀୟ ଅନ୍ତର୍ଜାତୀୟ ସ୍ତରରୁ ପୁଞ୍ଜିନିବେଶକାରୀ ଓଡ଼ିଶା ଆସି ପୁଞ୍ଜି ଖଟାଇବେ । ନିଯୁକ୍ତି ସୁଯୋଗ ବହୁଗୁଣିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାକୁ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବାକୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭଠାରୁ ଆରମ୍ଭକରି ଦେଶ ବିଦେଶରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୨୦୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛଇ। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୋଳରୁ ୨୧୮…

ଆଜି ରାଜଧାନୀରୁ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୧୯

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୧୧୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୭୭ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ତିର୍ତ୍ତୋଲ ଉପନିର୍ବାଚନ: ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିର୍ବାଚନ ସମୟରେ ସମସ୍ତେ କୋଭିଡ୍‌ ଗାଇଡ୍‌ଲାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, ମୋ’ ପ୍ରତି ଆପଣମାନଙ୍କ ଭଲପାଇବା ମୁଁ ଭଲଭାବେ ଜାଣିଛି।…

ଡିସେମ୍ବର ୩୧ ସୁଦ୍ଧା ଶେଷ ହେବ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଡିସେମ୍ବର ୩୧ ପୂର୍ବରୁ ବସିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ବିଧାନସଭା ନିୟମ ଅନୁସାରେ ୬୦ ଦିନ ଗୃହ କାର୍ଯ୍ୟ ଚାଲିବ। କିନ୍ତୁ ତୃତୀୟ ଓ ଚତୁର୍ଥ ଅଧିବେଶନରେ ମୋଟ ୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?