CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ...
ଶିକ୍ଷକଙ୍କ ଉପରେ ମରଣାନ୍ତକ ଆକ୍ରମଣକୁ ବରଦାସ୍ତ କରାଯିବ ନାହିଁ: ମିଳିତମଞ୍ଚ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କ୍ୱାରାଣ୍ଟାଇନ୍ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କ ପ୍ରତି ହୋଇଥିବା ମରଣାନ୍ତକ ଆକ୍ରମଣକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ପ୍ରତିବାଦ କରିଛି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ମିଳିତ ମଞ୍ଚର ଆବାହକ ଗୋଲକ ନାୟକ,...
କେଟିଲ୍ରେ ଜଗନ୍ନାଥଙ୍କ ଚିତ୍ର
ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ଚିତ୍ରଥିବା ଏକ କେଟିଲ୍ ବିକ୍ରିକୁ ନେଇ ଅଡ଼ୁଆରେ ପଡ଼ିଛି ଦେଶର ଆଗଧାଡ଼ିରେ ଥିବା ଅନ୍ୟତମ ଇ-କମର୍ସ ସଂସ୍ଥା ‘ଫ୍ଲିପ୍କାର୍ଟ’। ଫ୍ଲିପ୍କାର୍ଟର ହୋମ୍ ଡେକର୍ ସେକ୍ସନରେ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଚିତ୍ର ଥିବା ଏକ...
୬ରୁ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଟର୍ମିନାଲ୍ ସେମିଷ୍ଟର ପରୀକ୍ଷା
ଭୁବନେଶ୍ୱର,୧୧।୬ (ବ୍ୟୁରୋ): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଟର୍ମିନାଲ୍ ସେମିଷ୍ଟର ପରୀକ୍ଷା ଜୁଲାଇ ୬ରୁ ଆରମ୍ଭ ହୋଇ ୨୭ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନ୍ରେ ଏହି ପରୀକ୍ଷା ଦେବେ ଅର୍ଥାତ୍ ହୋମ୍ ବେସ୍ଡ ଓପନ୍ ବୁକ୍ ଏକ୍ଜାମ...
ରଥଯାତ୍ରା ହେବ କି ନାହିଁ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରନ୍ତୁ: ଭାଜପା
ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ରଥଯାତ୍ରା ଶତାଦ୍ଦୀ ଶତାଦ୍ଦୀର ପରମ୍ପରା। ବିଶ୍ୱର ଅଗଣିତ ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହିତ ରଥଯାତ୍ରା ଅନାଦି କାଳରୁ ରହି ଆସିଛି। ଚଳିତ ବର୍ଷ ରଥଯାତ୍ରାକୁ ନେଇ ସମସ୍ତଙ୍କ ମନରେ ସନ୍ଦେହ ସୃଷ୍ଟି ହୋଇଛି। ଏହା ପଛରେ...
ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଧାନସଭା ଘେରାଉ: ପ୍ରଦୀପ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ପୋଲିସ ଚପାଇଦେବାକୁ ଚକ୍ରାନ୍ତ...
ଘରେ ବସି କାମ ଖୋଜିପାରିବେ ପ୍ରବାସୀ:ସହାୟକ ହେବ ‘ମୋ ସହାୟ’ ପୋର୍ଟାଲ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ଯୋଗୁ କାମ ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ କାମ ଯୋଗାଇବାରେ ସହଯୋଗ କରିବ ସ୍ବତନ୍ତ୍ର ଆପ୍ଲିକେଶନ। ଘରେ ବସି ଅନ୍ଲାଇନରେ ନିଜ ଦକ୍ଷତା ଅନୁଯାୟୀ ଚାକିରି ବା କାମ ଖୋଜିପାରିବେ ଶ୍ରମିକ। ଘରେ ବସିଥିବା ଲକ୍ଷାଧିକ...
୨୪ ଘଣ୍ଟାରେ ମୌସୁମୀ: କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିବ। ଏଥିପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ...
କୋଭିଡ କଟକଣା ଭିତରେ ଟେଷ୍ଟିଂ: ୧୮ରୁ ଡିଏଲ, ୨୯ରୁ ଏଲ୍ଏଲ୍
ଭୁବନେଶ୍ୱର,୧୦ା୬ (ବ୍ୟୁରୋ)- ମହାମାରୀ କରୋନା ପାଇଁ ବନ୍ଦ ହୋଇଥିବା ଡିଏଲ ଓ ଏଲଏଲ ଟେଷ୍ଟିଂ ପୁଣିଥରେ ଆରମ୍ଭ ହେବ। ଏ ନେଇ ରାଜ୍ୟ ସଡକ ଓ ପରିବହନ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ସାମାଜିକ ଦୂରତା ଏବଂ କୋଭିଡ କଟକଣା ଭିତରେ...
୬ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ ୩ ମାସ ବୃଦ୍ଧି
ଭୁବନେଶ୍ୱର, ୧୦।୬(ବ୍ୟୁରୋ)-ରାଜ୍ୟର ୬ କୁଳପତିଙ୍କ କାର୍ଯ୍ୟକାଳ ବଢ଼ିଛି। ଉତ୍କଳ ବିଶ୍ୱବିଦ୍ୟାଳୟ, ରମାବେଦୀ ମହିଳା ବିଶ୍ୱବିଦ୍ୟାଳୟ, ଖଲିକୋଟ ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଓ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ରାଜ୍ୟପାଳ ତଥା କୁଳାଧିପତି ୩ମାସ...
ମୋ’ ବସରେ କ୍ୟୁଆର୍ କୋଡ୍ ସେବା ଆରମ୍ଭ
ଭୁବନେଶ୍ୱର, ୧୦ା୬ (ବ୍ୟୁରୋ)-କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍)ତରଫରୁ ମୋ’ ବସ୍ରେ କ୍ୟାସଲେସ୍ ଟିକେଟ୍ ସେବାର ଆରମ୍ଭ ହୋଇଛି। ଏହା କୋରୋନା ସମୟର ଏକ ମୁଖ୍ୟ ଭୟ (ନୋଟ୍ ଏବଂ ଖୁଚୁରା)ର ଆଦାନପ୍ରଦାନ ଜନିତ ସମ୍ପ୍ରସାରଣକୁ କମ୍ କରିବା ଦିଗରେ...
ଭୁବନେଶ୍ୱରରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୦।୬(ବ୍ୟୁରୋ)-ଭୁବନେଶ୍ୱରରେ ବୁଧବାର ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ହସ୍ପିଟାଲ ଏବଂ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ଏମ୍ସର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କର୍ମଚାରୀ ଏବଂ ଜଣେ...
Archives


