ମେଟ୍ରୋ

ଓଡ଼ିଶା ଛାଡିଲା ମୌସୁମୀ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବୁଧବାର ଓଡ଼ିଶା ସହ ସାରା ଦେଶରୁ ବିଦାୟ ନେଇଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ଦିନ ପୂର୍ବେ ମୌସୁମୀ ୮ଟି ଜିଲାରୁ ସମ୍ପୂର୍ଣ୍ଣ ଏବଂ ଆଉ ୮ଟି ଜିଲାରୁ ଆଶିଂକ ପଳାଇଥିଲା।…

କରୋନାରେ ୧୨ ଜୀବନ ଗଲା

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୨…

ଆଜି ରାଜ୍ୟରେ ପୁଣି ୧୫୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୧୫୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୮୬ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୫୪ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ଦାଦାବଟି ମାଗି ୬ ସାମ୍ବାଦିକ ଗିରଫ

ଭୁବନେଶ୍ୱର,୨୮ ା୧୦ (ବ୍ୟୁରୋ): ରାଜଧାନୀରେ ଛାଇ ଗଲେଣି ନକଲି ସାମ୍ବାଦିକ। ଛତୁ ଫୁଟିଲା ପରି ଓ୍ବେବ୍‌ ପୋଟାଲ ଖୋଲି ବସିଛନ୍ତି। ବେକରେ ଆଇକାର୍ଡ ପକାଇ, ଗାଡ଼ିର ଆଗ ପଛ ପ୍ରେସ୍‌ ଲେଖି ସହର ସାରା ପଇଁତରା ମାରୁଛନ୍ତି। ଲୋକଙ୍କୁ ବୁମ୍‌ର ଭୟ…

‘ଦେଶର ୩୨ ପ୍ରମୁଖ ବ୍ୟାଘ୍ର କରିଡରକୁ ସମୃଦ୍ଧ କରାଯିବା ଉଚିତ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ଓଡ଼ିଶା ପରିବେଶ ସମିତିର ୩୯ତମ ପ୍ରତିଷ୍ଠା ଦିବସ ଏବଂ ପୁରସ୍କାର ପ୍ରଦାନ ଉତ୍ସବ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ସମିତିର ସଭାପତି ସୁନ୍ଦର ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଓଡ଼ିଶାର ପୂର୍ବତନ…

ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ବିଶିଷ୍ଟ ଲୋକସଂସ୍କୃତି ଗବେଷକ ଡ. ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’ ପ୍ରଦାନ କରାଯାଇଛି। ଖ୍ୟାତନାମା ନାଟ୍ୟକାର, ଅନୁବାଦକ, ସଂସ୍କୃତିକର୍ମୀ ଓ ଲୋକସଂସ୍କୃତି ବିଶାରଦ ସ୍ବର୍ଗୀୟ ସୁରେଶ ବଳବନ୍ତରାୟଙ୍କ ୬୬ତମ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ.…

ତିର୍ତ୍ତୋଲରେ ପୋଷ୍ଟାଲ ଭୋଟ ଜାଲିଆତି

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନରେ ସରକାରୀ ଅଧିକାରୀମାନେ ଶାସକ ଦଳକୁ ଜିତାଇବା ପାଇଁ ପୋଷ୍ଟାଲ ଭୋଟ ଜାଲିଆତି କରୁଛନ୍ତି। ପ୍ରିଜାଇଡିଂ ଅଫିସର ପୋଷ୍ଟାଲ ଭୋଟ ଜାଲିଆତି କରି ଶାସକ ଦଳ ସପକ୍ଷରେ ଭୋଟ କରାଉଛନ୍ତି ବୋଲି ରାଜ୍ୟ ଭାଜପା ଅଭିଯୋଗ କରିଛି। ଭାରତର…

ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍‌ କରି ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ୱାରା ରାଜ୍ୟର ୧୧…

ଜେଲ ଗଲେ ଢାବା ମ୍ୟାନେଜର: ମହିଳାଙ୍କୁ ବଳାତ୍କାର ଘଟଣା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ଢାବାରେ ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର ଅଭିଯୋଗରେ ଉକ୍ତ ଢାବାର ମ୍ୟାନେଜର ସୁକାନ୍ତ ନାୟକଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ…

ହାଇଓ୍ବେ ପାଟ୍ରୋଲିଂ ପାଇଁ ମିଳୁନାହାନ୍ତି ଏସ୍‌ପିଓ

ଭୁବନେଶ୍ୱର,୨୮ା୧୦ (ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ହିଁ ଘଟୁଛି। ତେଣୁ ଏହାକୁ ରୋକିବା ପାଇଁ ହାଇଓ୍ବେ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେବାକୁ ସୁପ୍ରିମ୍‌କୋର୍ଟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପୋଲିସକୁ ଯୁଦ୍ଧକାଳୀନ…

ଯୁବତୀଙ୍କ ପେଟରୁ ବାହାରିଲା ୫୭ କେଜି ଟ୍ୟୁମର

ଖୋର୍ଦ୍ଧା ଅଫିସ,୨୮ା୧୦: ଦୀର୍ଘ ୧୦ବର୍ଷ ଧରି ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ଯୁବତୀଙ୍କ ପେଟକୁ ସୋମବାର ଅସ୍ତ୍ରୋପଚାର କରାଯାଇ ୫୭କେଜି ଓଜନର ଟ୍ୟୁମର ବାହାର କରାଯାଇଛି। ଯୁବତୀ ଜଣକ ହେଲେ ନବରଙ୍ଗପୁର ଜିଲା ଅଞ୍ଚଳାଡ଼ିହି ପଣ୍ଡ୍ରିପାଖନା କଚରପଡ଼ା ଗ୍ରାମର ଫୁଲମତୀ ଗଣ୍ଡ(୨୫)।…

ଖସିଲା ରାତି ତାପମାତ୍ରା

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହିତ ଖସିବାରେ ଲାଗିଛି ରାତିରେ ତାପମାତ୍ରା। ଆଗାମୀ ଦିନରେ ଏହା ଆହୁରି ହ୍ରାସ ପାଇବ। ଏଥିସହ ଶୀତ ବଢ଼ିବ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?