ମେଟ୍ରୋ

ରୁକ୍ମିଣୀ ଦେବୀଙ୍କ ପରଲୋକ

କୋଣାର୍କ,୨୮ା୧୦(ଡି.ଏନ୍‌.ଏ.): ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ରୁକ୍ମିଣୀ ଦେବୀଙ୍କର ୭୫ ବର୍ଷ ବୟସରେ ମଙ୍ଗଳବାର କଟକ ବିଡ଼ାନାସୀସ୍ଥ ଶୋଭନୀୟ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟାଳୟଠାରେ ପରଲୋକ ହୋଇଯାଇଛି। ରବିବାର ଅସୁସ୍ଥତା କାରଣରୁ କୋଣାର୍କରୁ ସେ…

ଆଜି ଭର୍ଚୁଆଲ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ…

ନଭେମ୍ବର ପହିଲାରୁ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ନଭେମ୍ବର ପହିଲାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ରାଜ୍ୟରେ ୧୪.୯୭ ଲକ୍ଷ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ୨୦୧୯-୨୦ ଆର୍ଥିକବର୍ଷ ତୁଳନାରେ ୨୧ ପ୍ରତିଶତ ଅଧିକ। ଗତବର୍ଷ ୧୨.୩୫ ଲକ୍ଷ ଚାଷୀ ନାମ…

କବି ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଶ୍ରେଷ୍ଠ ସାହିତ୍ୟକୃତି ଲାଗି ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୦୧୭ରେ ଫ୍ରେଣ୍ଡସ୍‌ ପବ୍ଲିଶର୍ସ ଦ୍ୱାରା ପ୍ରକାଶିତ ତାଙ୍କ ରଚିତ…

ଭୁବନେଶ୍ୱରରୁ ଆଜି ପୁଣି ୮୮ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୮୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୭ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୭୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୩୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୨୦୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୬୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୬୪, ମୟୁରଭଞ୍ଜରୁ ୧୦୩, ସୁନ୍ଦରଗଡରୁ ୧୦୨, ସୋନପୁରରୁ ୯୯, କେନ୍ଦୁଝରରୁ ୮୯, ବଲାଙ୍ଗୀରରୁ ୮୬, ବରଗଡରୁ ୭୯,…

ଦିଲୀପ ରାୟଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି: ଦଣ୍ଡାଦେଶକୁ ସସ୍‌ପେଣ୍ଡ କଲେ ଦିଲ୍ଲୀ ହାଇକୋର୍ଟ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ମଙ୍ଗଳବାର ତାଙ୍କ ୩ ବର୍ଷର ଜେଲ ଦଣ୍ଡାଦେଶକୁ ଦିଲ୍ଲୀ ହାଇକୋର୍ଟ ସସ୍‌ପେଣ୍ଡ କରିଛନ୍ତି। ସୂଚନାଯୋଗ୍ୟ, ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହସ୍ଥିତ ବ୍ରହ୍ମାଡିଆ କୋଇଲା ଖଣି ଆବଣ୍ଟନରେ ହୋଇଥିବା ଅନିୟମିତତା ମାମଲାରେ…

ଉପ ନିର୍ବାଚନ: ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭର୍ଚୁଆଲ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ଆସନ ଲାଗି ଉପ ନିର୍ବାଚନ ହେବ। ଏ ନେଇ ପ୍ରଚାର ପ୍ରସାର ଜୋରଦାର ଚାଲିଛି। ୩ ଦଳ ପ୍ରଚାର କାର୍ଯ୍ୟରେ ଲାଗିପଡ଼ିଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୦୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୁଳରୁ ୧୫୯ଜଣ, କଟକରୁ ୧୪୧, ସୁନ୍ଦରଗଡ଼ରୁ ୧୩୧ଜଣ, ଯାଜପୁରରୁ ୧୧୩ଜଣ, ବାଲେଶ୍ୱରରୁ ୧୦୪ଜଣ, ମୟୁରଭଞ୍ଜରୁ ୧୦୧ଜଣ, କଳାହାଣ୍ଡିରୁ ୯୧ଜଣ, କେନ୍ଦ୍ରାପଡାରୁ…

ଭୁବନେଶ୍ୱରରୁ ଆଜି ପୁଣି ୯୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୯୧ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୮ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୬୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର, ୨୬।୧୦(ବ୍ୟୁରୋ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ମିଳିଲା ଜାମିନ। ଜଣେ ଜାମିନଦାର ଏବଂ ୧ ଲକ୍ଷ ଟଙ୍କା ବେଲଦଣ୍ଡରେ ଜାମିନ ମିଳିଛି। ଦିଲୀପଙ୍କ ସହ ଅନ୍ୟ ୨ ଦୋଷୀଙ୍କୁ ମଧ୍ୟ ଜାମିନ ମଞ୍ଜୁର ହୋଇଛି। ଦିଲୀପଙ୍କୁ ୩ ବର୍ଷ ଜେଲ…

ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ

ନୂଆଦିଲ୍ଲୀ, ୨୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ ରାୟଙ୍କୁ ୩ ବର୍ଷ ଜେଲ। କୋଇଲା ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ବତନ୍ତ୍ର ସିବିଆଇ କୋର୍ଟ। ୧୯୯୯ ଝାରଖଣ୍ଡର କୋଲ୍‌ କ୍ଲକ ଆବଣ୍ଟନ ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?