ମେଟ୍ରୋ

ବାଲେଶ୍ବର FM କଲେଜ ଘଟଣା: ଆହତ ଛାତ୍ର ଜ୍ୟୋତିପ୍ରକାଶଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୧୬।୭: ବାଲେଶ୍ବର ଫକୀର ମୋହନ (FM) ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା ସମୟରେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ଗୁରୁତର ଭାବେ ଆହତ ହୋଇଥିବା ଛାତ୍ର ଜ୍ୟୋତିପ୍ରକାଶ ବିଶ୍ବାଳଙ୍କୁ ବୁଧବାର କଟକ SCB ମେଡ଼ିକାଲ କଲେଜ…

୨୩ ଯାଏ ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ୧୫ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୧୬ା୭(ଅନୁରାଧା ମହାରଣା)- ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଲାଗିରହିଥିବାବେଳେ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୩ ତାରିଖ ଯାଏ ରାଜ୍ୟର ଅଧିକାଂଶ ସ୍ଥାନରେ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା

ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର ମୋହନ…

ବାଲେଶ୍ବର FM ଟ୍ରାଜେଡି: ସରକାରଙ୍କଠୁ ଟଙ୍କା ନେଇ ଡିଲ୍‌ କରିବା ଅପପ୍ରଚାର, ଥାନାରେ ଏତଲା

ବାଲେଶ୍ବର,୧୬।୭: ବାଲେଶ୍ବର ଜିଲାର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ (FM କଲେଜ)ର ଜଣେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତ ଛାତ୍ରୀଙ୍କ ଭାଇ ଭୋଗରାଇ ଥାନାରେ ଏକ ଏତଲା (FIR)…

ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସବୁ ଯୋଜନାରେ ସୃଷ୍ଟି ହେବ ୪,୧୯୫ ନିଯୁକ୍ତି

ଭୁବନେଶ୍ୱର,୧୬।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି। ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ…

ସ୍ନାତକ ପାଠ୍ୟକ୍ରମ ସ୍ପଟ୍‌ ନାମଲେଖା ଅବଧି ବଢ଼ିଲା, ଏହି ତାରିଖ ଯାଏ ସୁଯୋଗ

ଭୁବନେଶ୍ୱର,୧୬।୭: ଓଡ଼ିଶାର ଉଚ୍ଚ ଶିକ୍ଷା ବିଭାଗ ସ୍ନାତକ ପାଠ୍ୟକ୍ରମ ପାଇଁ ସ୍ପଟ ନାମଲେଖା ଅବଧିକୁ ବୃଦ୍ଧି କରିଛି। ପୂର୍ବରୁ ବୁଧବାର ସରିବାକୁ ଥିବା ଏହି ନାମଲେଖା ଅବଧିକୁ ଜୁଲାଇ ୧୯ ତାରିଖ ପର୍ଯ୍ୟନ୍ତ ବଢ଼ାଯାଇଛି। ଏହି ସୂଚନା ଉଚ୍ଚ ଶିକ୍ଷା ବିଭାଗ…

ପୁରୀ: କାଲି ସାଢ଼େ ୪ ଘଣ୍ଟା ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୧୬।୭: ଶ୍ରୀମନ୍ଦିରରେ ଆସନ୍ତାକାଲି, ୧୭ ଜୁଲାଇ ୨୦୨୫ (ଗୁରୁବାର), ସାଢ଼େ ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ସୂଚନା ଅନୁସାରେ, ସନ୍ଧ୍ୟା ୬:୩୦ରୁ ରାତି ୧୧:୦୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିପାରିବେ ନାହିଁ।…

କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ, ସୂଚନା ଦେଲେ…

ଭୁବନେଶ୍ୱର,୧୬।୭: ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ…

ରସିକିଆ ସମୀର ସାର୍‌ଙ୍କ ଭିଡିଓ ଭାଇରାଲ, ଜଣାପଡିଲା ଅସଲ ସତ!

ବାଲେଶ୍ୱର,୧୬।୭: ଭାଇରାଲ ହେଲା ରସିକିଆ ସାର୍‌ଙ୍କ ଭିଡିଓ। ଭିଡିଓ ଭାଇରାଲ ପରେ ଜଣାପଡିଛି ଅସଲ ସତ। ଏଫଏମ ଛାତ୍ରୀ ସୌମ୍ୟାଙ୍କ ମୃତ୍ୟୁ ଖବର ସାରା ଓଡ଼ିଶାରେ ଚହଳ ପକାଇଛି। ଏହି ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଥିବାବେଳେ ଅକଳରେ ପଡିଛନ୍ତି ଭାଜପା ସରକାର।…

ତୀର୍ଥରେ ଯିବେ ବରିଷ୍ଠ ନାଗରିକ: ପ୍ରଭାତୀ ପରିଡ଼ାଙ୍କ ଘୋଷଣା, ଏହି ଦିନରୁ ଆରମ୍ଭ ପଞ୍ଜିକରଣ

ଭୁବନେଶ୍ୱର,୧୬।୭: ରାଜ୍ୟର ବରିଷ୍ଠ ନାଗରିକମାନେ ଏବେ ଦେଶର ବିଭିନ୍ନ ତୀର୍ଥସ୍ଥାନ ପରିଦର୍ଶନର ସୁଯୋଗ ପାଇବେ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ପର୍ଯ୍ୟଟନ ବିଭାଗ ଓ ଆଇଆରସିଟିସି (IRCTC) ପକ୍ଷରୁ ଏକ ବିଶେଷ ତୀର୍ଥଯାତ୍ରା ଯୋଜନା ଆରମ୍ଭ ହୋଇଛି, ଯେଉଁଥିରେ…

ବବି ଆଇସିୟୁରେ ଭର୍ତ୍ତି ହେବା ପରେ ମୁହଁ ଖୋଲିଲେ ନବୀନ, ମୋହନ ସରକାରଙ୍କୁ କହିଦେଲେ…

ଭୁବନେଶ୍ୱର,୧୬।୭: ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡିର ହଜାର ହଜାର କର୍ମୀ ଲୋୟର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରିଥିଲେ। ଏହି ସମୟରେ ସେମାନଙ୍କ…

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସରକାରଙ୍କ ବିରୋଧରେ ବଡ଼ ଦାବି କଲା ABVP

ଭୁବନଶ୍ୱେର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉ ସହ ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri