ମଙ୍ଗଳବାରଠୁ ଆଉ ୨ ରୁଟ୍ରେ ଗଡ଼ିବ ମୋ’ ବସ୍
ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍ରେ ମୋ’ବସ୍ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ପୁଣିଥରେ ୨୪ ଓ ୨୮ ନଂ ରୁଯ୍ରେ ମୋ’ ବସ୍ ଚଳାଚଳ କରିବ।...
ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ
ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ ସରିଛି। ସୁବିଧା ହେଲେ ସ୍ବତନ୍ତ୍ର ପୁସ୍ତିକା ବଣ୍ଟାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା...
‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍ରେ କରାଯିବ ଗାନ
ଭୁବନେଶ୍ୱର,୮।୬(ବ୍ୟୁରୋ): ‘ବନ୍ଦେ ଉତ୍କଳ ଜନନୀ’ ୩ ମିନିଟ୍ ମଧ୍ୟରେ ଗାନ କରାଯିବ। ତେବେ ଏହାର ସ୍ବର, ଲୟ ଏବଂ ତାଳ କ’ଣ ହେବ ସେ ନେଇ ଖୁବ୍ ଶୀଘ୍ର ଜଣାଇ ଦିଆଯିବ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏ...
କଲରାପତରିଆ ବାଘ, ଚିତା ହରିଣ ଛାଲ ଜବତ ଘଟଣା: ଅଭିଯୁକ୍ତ ଗଲେ ଜେଲ୍
ଭୁବନେଶ୍ୱର/ନୟାଗଡ଼ ଅଫିସ,୮।୬(ବ୍ୟୁରୋ): ବାଘ ଓ ହରିଣ ଛାଲ ର଼୍ୟାକେଟର ଦୁଇ ବ୍ୟବସାୟୀଙ୍କୁ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୟାଗଡ଼ ଜିଲା ଦଶପଲ୍ଲା ଥାନା ସାକେଣିର ପ୍ରତାପ ନାୟକ ଓ ଦେଡ଼ସର ଗାଁର ଈଶ୍ୱର ଚନ୍ଦ୍ର ଦେଉରୀ। କ୍ରାଇମବ୍ରାଞ୍ଚ...
CORONAVIRUS UPDATE: ରାଜ୍ୟରେ ପୁଣି ୧୩୮ ପଜିଟିଭ୍ ଚିହ୍ନଟ, ୩୦୦୦ ପାଖାପାଖି ହେଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୦୦ ପାଖାପାଖି ଛୁଇଁଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ...
ଆଜିଠୁ ରାଜ୍ୟ ଭିତରେ ଗଡ଼ିଲା ଟ୍ରେନ୍
ଭୁବନେଶ୍ୱର,୮ା୬(ବ୍ୟୁରୋ): ସୋମବାରଠାରୁ ରାଜ୍ୟ ଭିତରେ ୬ଟି ସ୍ପେଶାଲ ଟ୍ରେନ୍ ଚଳାଚଳ ଆରମ୍ଭ ହୋଇଛି। ଆଜି ସକାଳ ୫ଟା ୧୦ରେ ପ୍ରଥମ ଟ୍ରେନ୍ ରାଉରକେଲାରୁ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ଜଣାପଡ଼ିଛି। ଟ୍ରେନ୍କୁ ସାନିଟାଇଜ୍ କରାଯିବା ପରେ ଏହି ଟ୍ରେନଟି ଯାତ୍ରା ଆରମ୍ଭ...
ଓରେରା ଟ୍ରିବ୍ୟୁନାଲ ଅକାମୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ଘର ଓ ଜମି ବିକୁଥିବା ବେଆଇନ ପ୍ରମୋଟର ଏବଂ ରିୟଲ ଇଷ୍ଟେଟଗୁଡ଼ିକ ଉପରେ ଅଙ୍କୁଶ ଲଗାଇବାକୁ ଗଠନ କରାଯାଇଥିବା ଓଡ଼ିଶା ରିିୟଲ ଇଷ୍ଟେଟ ରେଗୁଲେଟୋରି ଅଥରିଟି(ଓରେରା) ମେରୁଦଣ୍ଡବିହୀନ ହୋଇଯାଇଛି। ନାମକୁ ମାତ୍ର ଗଠନ କରାଯାଇଥିବା ଏହି ସଂସ୍ଥା ଲୋକମାନଙ୍କୁ...
ଆଜି ଲଘୁଚାପ ସମ୍ଭାବନା: ୯ରୁ ପ୍ରବଳ ବର୍ଷା ,୨ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ
ଭୁବନେଶ୍ୱର,୮।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ବ ଦକ୍ଷିଣ-ପଶ୍ଚିମ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ପ୍ରବେଶ କରି ଧୀରେ ଧୀରେ ଆଗକୁ ଅଗ୍ରସର ହେଉଛି। ଏହି ପ୍ରକ୍ରିୟା ଜାରି ରହିଲେ ଆଉମାତ୍ର ୨ରୁ ୪ ଦିନ ଭିତରେ ମୌସୁମୀ ବାୟୁ ଓଡ଼ିଶାରେ ପହଞ୍ଚତ୍ବ...
ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶରୁ ବିମାନରେ ଫେରିିଲେ ୩୧୦ ପ୍ରବାସୀ
ଭୁବନେଶ୍ୱର,୭।୬(ବ୍ୟୁରୋ): ଜମ୍ମୁ-କଶ୍ମୀର ଓ ହିମାଚଳ ପ୍ରଦେଶର ଅପହଞ୍ଚ ଇଲାକାରେ ଫସି ରହିଥିବା ଓଡ଼ିଆମାନଙ୍କୁ ରବିବାର ରାଜ୍ୟ ସରକାର ଫେରାଇ ଆଣିଛନ୍ତି। ଏୟାର ଏସିଆର ୩ଟି ବିମାନରେ ୩୧୦ଜଣ ପ୍ରବାସୀ ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ଏମାନଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଥିବାବେଳେ ଅନ୍ୟମାନେ...
ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା
ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୯ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା...
ମହୁଲି କିଣିବାକୁ ନେଇ ଭରତପୁରରେ ଗୋଷ୍ଠୀ ସଂଘର୍ଷ: ୮ ଆହତ
ଭୁବନେଶ୍ୱର,୭।୬(ବ୍ୟୁରୋ): ମହୁଲି କିଣିବାକୁ ନେଇ ରାଜଧାନୀର ଖଣ୍ଡଗିରି ଥାନା ଭରତପୁର ବସ୍ତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଦୁଇ ଗୋଷ୍ଠୀ ପରସ୍ପର ଟେକା ପଥର ମାଡ କରିଥିଲେ। ଏଥିରେ ଉଭୟ ଗୋଷ୍ଠୀର ୮ ଜଣ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ...
ଜୁନ୍ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି
ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର କୌଣସି ସମ୍ପର୍କ ନାହିଁ। ଜୁନ ୩୦ ଯାଏ ଆମେ କୌଣସି ରାଜନୈତିକ କାର୍ଯ୍ୟକ୍ରମ...
Archives


