ମେଟ୍ରୋ

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୬୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୨୬୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ସୁନ୍ଦରଗଡରୁ ୨୨୮, ମୟୂରଭଞ୍ଜରୁ ୧୯୯, ଅନୁଗୋଳରୁ ୧୪୫, ବାଲେଶ୍ୱରରୁ ୧୦୬, ପୁରୀରୁ ୮୬, ସୋନପୁରରୁ ୮୫, କେନ୍ଦ୍ରାପଡାରୁ…

ଆଜି ରାଜଧାନୀରୁ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୨୭୬

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ଶନିବାର ରାଜଧାନୀରୁ ଆଉ ୧୮୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୩୮ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ପୋଲିସକୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର,୨୪ା୧୦ (ବ୍ୟୁରୋ): ଭୁବନେଶ୍ୱର ସାଲିଆସାହିରେ ଦାଦାବଟି ମାଗୁଥିବା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ନୟାପଲ୍ଲୀ ଥାନାର ପୋଲିସ ଟିମ୍‌ ଉପରେ ଆକ୍ରମଣ ହୋଇଛି। ଅଭିଯୁକ୍ତର ମା’ ଓ ଭଉଣୀ ମିଳିତ ଭାବେ ବିଧା ଗୋଇଠା ମାରିବା ସହ କାଠ ଫାଳିଆରେ…

ହାତ ତିଆରି ଖାଦ୍ୟର ହୋମ୍‌ ଡେଲିଭରି

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): କରୋନା ଲୋକଙ୍କ ଜୀବିକା ଛଡ଼ାଇ ନେଇଛି, ଆଉ ଅନେକଙ୍କୁ ନୂଆ ରାହା ବି ଦେଖାଇଛି। ବିଶେଷକରି ଯୁବବର୍ଗ ଘରେ ହାତବାନ୍ଧି ନ ବସି ଭିନ୍ନ ପନ୍ଥା ବି ଖୋଜି ପାଇଛନ୍ତି। ଲକ୍‌ଡାଉନ୍‌ରେ ରୋଜଗାର ହରାଇବା ପରେ ଅନନ୍ୟ ପ୍ରୟାସ…

ଏଥର କଟକଣାରେ ଭସାଣି

ପୁରୀ ଅଫିସ,୨୪ା୧୦: ଶାରଦୀୟ ଦୁର୍ଗାପୂଜାର ସମସ୍ତ ରୀତିନୀତି କିପରି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ପୁରୀ ଜିଲା ପ୍ରଶାସନ। ଚଳିତବର୍ଷ ମହାମାରୀ କରୋନା ପାଇଁ ସବୁକିଛି ନିରାଡ଼ମ୍ବର ଭାବେ କରାଯିବ। ମା’ ଦୁର୍ଗା ଓ ଗୋଷାଣି…

୧୨୦୦ ଟପିଲା କରୋନା ମୃତ୍ୟୁ

ଭୁବନେଶ୍ୱର, ୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ହୁହୁ ହୋଇ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ଆଉ ୧୮ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ଅନୁଗୋଳ ଓ ଗଜପତିରୁ ୩ଜଣ ଲେଖାଏ ଥିବାବେଳେ ମୟୂରଭଞ୍ଜ ଓ ଯାଜପୁରରୁ ୨ଜଣ ଲେଖାଏ,…

ଆର୍ଟହଜ୍‌ ଗ୍ୟାଲେରିରେ ଓଡ଼ିଆ ଶିଳ୍ପୀଙ୍କ ଚିତ୍ରକଳା

ଭୁବନେଶ୍ୱର, ୨୪ା୧୦(ବ୍ୟୁରୋ): ବାଲେଶ୍ୱର ଜିଲା ଗୋହିରାପଦା ଗ୍ରାମର ଯୁବ ଚିତ୍ରଶିଳ୍ପୀ ଆଦିତ୍ୟ କୁମାର ଜେନାଙ୍କ ଚିତ୍ରକଳା ‘ନେଚର ଫାଣ୍ଟାସି’ ଦକ୍ଷିଣ ଭାରତର ପ୍ରସିଦ୍ଧ ଆର୍ଟ ଗ୍ୟାଲେରୀ ଆର୍ଟହଜ୍‌ରେ ସ୍ଥାନ ପାଇଛି। କେବଳ ସେତିକି ନୁହେଁ, ଆଦିତ୍ୟଙ୍କ ଚିତ୍ରକଳା ସମ୍ପର୍କରେ ଏକ ଆଲେଖ୍ୟ…

୧୫ ଦିନରେ ବଢ଼ିଲାଣି ୪୦ ଟଙ୍କା

ଭୁବନେଶ୍ୱର,୨୪ା୧୦(ବ୍ୟୁରୋ): ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢ଼ି ବଢ଼ି ଚାଲିଛି। ରାଜ୍ୟର ଅନେକ ସ୍ଥାନରେ ଏହାର ଖୁଚୁରା ଦର ୮୦ ଟଙ୍କା ଛୁଇଁଲାଣି। ଛୋଟ ପିଆଜ ୬୦ରୁ ୭୦…

ମଞ୍ଚେଶ୍ୱରରେ ଜଳିଗଲା ଟ୍ରକ୍‌

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱର ଅଞ୍ଚଳରେ ଏକ ଟ୍ରକ୍‌ ଶୁକ୍ରବାର ଜଳିଯାଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରଛନ୍ତି। ମାତ୍ର ଏଯାବତ୍‌ ଅଗ୍ନିକାଣ୍ଡର କାରଣ ଜଣାପଡ଼ି…

ଆଜି ମା’ଙ୍କ ମହାସପ୍ତମୀ ପୂଜା: ରାତି ପାହିଲେ ମହାଷ୍ଟମୀ

ଭୁବନେଶ୍ୱର,୨୩।୧୦(ବ୍ୟୁରୋ): ଶୁକ୍ରବାର ହେଉଛି ମା’ ଦୁର୍ଗାଙ୍କ ମହାସପ୍ତମୀ ପୂଜା। ମା’ ଜଗତ୍‌ଜନନୀଙ୍କ ପୂଜା କରୋନା କଟକଣା ମଧ୍ୟରେ ବେଶ ଫିକା ପଡ଼ିଛି। ଏବର୍ଷ ଚଳଚଞ୍ଚଳ ହେଉନି ମା’ଙ୍କ ପୀଠ। ମାତ୍ର କଟକଣା ମଧ୍ୟରେ ମଣ୍ଡପରେ ପୂଜା ପାଉଛନ୍ତି ମା’ ମହିଷାମର୍ଦ୍ଦିନୀ। ବିଲ୍ବବରଣ…

ଭୁବନେଶ୍ୱରରୁ ଗୁରୁତର ରୋଗୀ ଯିବେ ହାଇଦ୍ରାବାଦ: ନୟାପଲ୍ଲୀରୁ ଗ୍ରୀନ୍‌ କରିଡର ଯୋଗେ ଗଲେ ବିମାନ ବନ୍ଦର

ଭୁବନେଶ୍ୱର, ୨୩।୧୦(ବ୍ୟୁରୋ): ଜଣେ ଗୁରୁତର ରୋଗୀଙ୍କୁ ଏୟାର ଆମ୍ବୁଲାନ୍ସରେ ନେବା ପାଇଁ ଭୁବନେଶ୍ୱରର ନୟାପଲ୍ଲୀରୁ ବିମାନ ବନ୍ଦର ପର୍ଯ୍ୟନ୍ତ ସ୍ବତନ୍ତ୍ର ଗ୍ରୀନ୍‌ କରିଡର କରାଗଲା। ନୟାପଲ୍ଲୀର ଏକ ଘରୋଇ ହସ୍ପିଟାଲରୁ ଉକ୍ତ ରୋଗୀଙ୍କୁ ହାଇଦ୍ରାବାଦ ନିଆଯିବ। ସମ୍ପୃକ୍ତ ରୋଗୀଙ୍କ ଘର ପୁରୀ…

ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, ଅନୁଗୋଳ, ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?