ମେଟ୍ରୋ

ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା…...

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବୈଠକ ଆରମ୍ଭ ହୋଇଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରୁଛନ୍ତି।

ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ...

ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ...

‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନ: ପ୍ଲାଷ୍ଟିକ୍‌ ବ୍ୟବହାର କମାଇଛି ଭାରତୀୟ ରେଳପଥ

ଭୁବନେଶ୍ୱର,୭।୬(ବ୍ୟୁରୋ): ଯାତ୍ରୀମାନଙ୍କୁ ସ୍ବଚ୍ଛ ବାତାବରଣ ଓ ସୁଗମ ଯାତ୍ରା ସୁବିଧା ଦେବାଲାଗି ଭାରତୀୟ ରେଳ ପକ୍ଷରୁ ‘ସ୍ବଚ୍ଛ ଭାରତ, ସ୍ବଚ୍ଛ ରେଳ’ ଅଭିଯାନରେ ବିଭିନ୍ନ ପଦକ୍ଷେପ ନିଆଯାଇଛି। ବିଶେଷକରି ଷ୍ଟେଶନ ଏବଂ ଟ୍ରେନ୍‌ଗୁଡ଼ିକରେ ପ୍ଲାଷ୍ଟିକ୍‌ ବ୍ୟବହାର କମାଇବାକୁ ଗୁରୁତ୍ୱ ଦିଆଯାଇଛି।...

ଜୀବନସାଥୀ ଖୋଜି ଯୁବତୀ ହରାଇଲେ ୩ ଲକ୍ଷ

ଭୁବନେଶ୍ୱର,୬ା୬(ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଗଙ୍ଗନଗରର ଜଣେ ଯୁବତୀ ମାଟ୍ରିମୋନିଆଲ ସାଇଟ୍‌ରେ ଜୀବନସାଥୀ ଖୋଜି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକ୍ରମେ ଦଫା ୪୧୯,୪୨୦,୪୬୮,୪୭୧,୩୪...

ବିଦେଶ ଫେରନ୍ତା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର

ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍‌ ସେଣ୍ଟରରୁ ଯାଉଥିବା ଫୋନ୍‌ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍‌ ନମ୍ବର ସୁଇଚ୍‌ ଅଫ୍‌ ଥିଲେ...

୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ...

ସୋମବାରଠୁ ଗଡ଼ିବ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି) ପକ୍ଷରୁ ବସ୍‌ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍‌ରେ ନିଜର ବସ୍‌ ସେବା ଆରମ୍ଭ କରାଯିବ। ମୋଟ୍‌ ୯୬ ବସ୍‌କୁ ନେଇ ଓଏସ୍‌ଆରଟିସି...

କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍‌: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୬ା୬(ବ୍ୟୁରୋ)-ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ବିବାଦ ନେଇ ଶନିବାର ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ପ୍ରଥମେ ରାଜ୍ୟକୁ ମନଇଚ୍ଛା ପିପିଇ କିଟ୍‌ ଓ ଭେଣ୍ଟିଲେଟର ମଗାଇ ଦେଇ ତାହାକୁ ରଖିବାକୁ ମନାକରିବା ଏବଂ କିଣାବିକାରେ ହୋଇଥିବା...

ଭୁବନେଶ୍ୱରରୁ ୫ ଚିହ୍ନଟ, ଜଣେ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ୱର,୬।୬(ବ୍ୟୁରୋ)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ପଜିଟିଭ ମାମଲା ସାମ୍ନାକୁ ଆସିଛି। ଗୋଟିଏ ଦିନରେ ୧୭୩ ମାମଲା ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରୁ ୫ ନୂଆ ମାମଲା ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ଟୁଇଟ ଯୋଗେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri