ଶଟ୍ଡାଉନ୍ ପାଇଁ ନୂଆ ଗାଇଡ୍ଲାଇନ: ସବୁ ଛକରେ ବ୍ଲକିଂ, ଚେକିଂ କଡ଼ାକଡ଼ି ହେବ
ଭୁବନେଶ୍ୱର, ୫ା୬(ବ୍ୟୁରୋ) – ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ୧୧ ଜିଲାରେ ପ୍ରତି ଶନିବାର ଓ ରବିବାରକୁ ଶଟ୍ଡାଉନ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏହା ମଧ୍ୟରେ କଟକ ଓ ଭୁବନେଶ୍ୱର ରହୁଥିବାରୁ କମିଶନରେଟ ପୋଲିସ ପକ୍ଷରୁ ନୂଆ ଗାଇଡ୍ଲାଇନ୍...
କୋଭିଡ୍ ପରିଚାଳନାରୁ ହଟିଲେ ୯ ବରିଷ୍ଠ ଆଇଏଏସ୍ ଅଫିସର
ଭୁବନେଶ୍ୱର,୫ା୬(ବ୍ୟୁରୋ)- ବରିଷ୍ଠ ଆଇଏଏସ୍ ଅଧିକାରୀ ହେମନ୍ତ ଶର୍ମାଙ୍କୁ ରାଜ୍ୟ ସରକାର କୋଭିଡ୍-୧୯ ପାଇଁ ଆବଶ୍ୟକ ସାମଗ୍ରୀ କ୍ରୟ କମିଟିର ମୁଖ୍ୟ ପଦବୀରୁ ଅବ୍ୟାହତି ଦେଇଛନ୍ତି। ଏଥିସହିତ ଆହୁରି ୯ ଜଣ ଆଇଏଏସ୍ ଅଫିସରଙ୍କୁ ମଧ୍ୟ କୋଭିଡ୍ ପରିଚାଳନା ଅତିରିକ୍ତ ଦାୟିତ୍ୱରୁ...
ସ୍କୁଲରେ ନାମଲେଖା ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର, ୫।୬(ବ୍ୟୁରୋ)- ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ପ୍ରାଥମିକ ଓ ମାଧ୍ୟମିକ ଶ୍ରେଣୀରେ ନାମଲେଖା ଆରମ୍ଭ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଜୁଲାଇ ୧୫ ସୁଦ୍ଧା ନାମଲେଖା ଶେଷ କରିବାକୁ ଶୁକ୍ରବାର ବିଭାଗ ପକ୍ଷରୁ ସମସ୍ତ...
୩ ମାସରେ ସଫା ହେବ ବିନ୍ଦୁସାଗର
ଭୁବନେଶ୍ୱର, ୫ା୬(ବ୍ୟୁରୋ)- ଆସନ୍ତା ୩ ମାସ ମଧ୍ୟରେ ଐତିହ୍ୟ ପୁସ୍କରିଣୀ ବିନ୍ଦୁସାଗରର ସଫେଇ କାର୍ଯ୍ୟ ସରିବ। ଏନେଇ ରାଜ୍ୟ ସରକାରଙ୍କ ସେତୁ ନିର୍ମାଣ ନିଗମ (ଓବିସିସି) ଏବଂ ଇନଷ୍ଟିଚ୍ୟୁଟ୍ ଅଫ୍ କେମିକାଲ୍ ଟେକ୍ନୋଲୋଜି, ଇଣ୍ଡିଆନ୍ ଓଡ଼ିଶା କ୍ୟାମ୍ପସ୍ ଭୁବନେଶ୍ୱର (ଆଇସିଟି-ଆଇଓସି)ମଧ୍ୟରେ...
ହାତ ପାହାନ୍ତାରେ ସେବା ଦେବ ସଚେତକ ଆପ୍
ଭୁବନେଶ୍ୱର, ୫ା୬(ବ୍ୟୁରୋ)-ବର୍ତ୍ତମାନ ସମୟରେ ବୟୋଜ୍ୟଷ୍ଠ ବ୍ୟକ୍ତିଙ୍କ ଧ୍ୟାନ ନେବା ନିହାତି ଆବଶ୍ୟକ। ଲକ୍ଡାଉନ୍ ସମୟରେ କିପରି ଘରେ ରହି ସମସ୍ତ ସେବା ହାତ ପାହାନ୍ତାରେ ଉପଲବ୍ଧ କରାଇହେବ, ସେନେଇ ବିଏମ୍ସି ପକ୍ଷରୁ ସଚେତକ୍ ଆପ୍ ଜାରି କରାଯାଇଛି। ଏହି ଆପରେ...
ଶଟ୍ଡାଉନ୍ରେ ଗଡ଼ିବନି ମୋ’ ବସ୍
ଭୁବନେଶ୍ୱର, ୫ା୬(ବ୍ୟୁରୋ)- ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ ମୋ’ବସ୍ ପକ୍ଷରୁ ଶଟ୍ଡାଉନ୍ରେ ମୋ’ ବସ୍ ଚଳାଚଳ କରିବ ନାହିଁ। ଜୁନ୍ ମାସର ପ୍ରତ୍ୟେକ ଶନିବାର ଓ ରବିବାର କ୍ୟାପିଟାଲ ରିଜିଅନ୍ ଟ୍ରାନ୍ସପୋର୍ଟ ଲିମିଟେଡ୍ (କ୍ରୁଟ୍) ପକ୍ଷରୁ ମୋବସ୍ ଚଳାଚଳ...
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି
ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆରୋଗ୍ୟମାନଙ୍କ ମଧ୍ୟରେ ଗଞ୍ଜାମର...
କମିଶନରେଟ ପୋଲିସର ନିର୍ଦ୍ଦେଶାବଳୀ: ଜାଣନ୍ତୁ ଆଇଡି କାର୍ଡ ଦେଖାଇ କେଉଁମାନେ ଶଟ୍ଡାଉନ୍ରେ ଯାଇପାରିବେ
ଭୁବନେଶ୍ୱର, ୫।୬(ବ୍ୟୁରୋ): ଶଟ୍ଡାଉନ୍କୁ ନେଇ କମିଶନରେଟ ପୋଲିସ ପକ୍ଷରୁ ଶୁକ୍ରବାର ଗାଇଡ୍ଲାଇନ୍ ଜାରି କରାଯାଇଛି। ଜରୁରୀ କାର୍ଯ୍ୟ ବ୍ୟତୀତ ଏହି ଦୁଇ ଦିନ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ତେବେ ଏହି ସମୟରେ କେଉଁମାନେ ଆଇଡି କାର୍ଡ ଦେଖାଇ...
ଶଟ୍ଡାଉନ୍କୁ ନେଇ ଏସ୍ଆର୍ସିଙ୍କ ଗାଇଡ୍ଲାଇନ୍: ଜାଣନ୍ତୁ କାହାକୁ ମିଳିବ ଯାତାୟାତ ପାଇଁ ଅନୁମତି
ଭୁବନେଶ୍ୱର, ୫।୬(ବ୍ୟୁରୋ): ଜୁନ୍ ୩୦ ତାରିଖ ଯାଏ ପ୍ରତି ସପ୍ତାହର ୨ ଦିନ ଶନିବାର ଓ ରବିବାର ୧୧ ଜିଲା ଶଟ୍ଡାଉନ୍ ରହିବ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆରସି)ଙ୍କ ପକ୍ଷରୁ ଗାଇଡ୍ଲାଇନ୍ ଜାରି କରାଯାଇଛି। ଶଟ୍ଡାଉନ୍ ସମୟରେ ମେଡିକାଲ ଭଳି...
ଭୁବନେଶ୍ୱରରୁ ଆଉ ୧୩ ପଜିଟିଭ୍ ଚିହ୍ନଟ: ହୋମ କ୍ୱାରାଣ୍ଟାଇନ୍ର ୭, ଲୋକାଲ କେସ୍ ୬
ଭୁବନେଶ୍ୱର, ୫।୬(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରେ ଶୁକ୍ରବାର ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୬ ଲୋକାଲ କେସ୍ ରହିଛି। ଏନେଇ ବିଏମ୍ସି ପକ୍ଷରୁ ଟୁଇଟ...
ରିଲ୍ ନୁହେଁ, ରିୟଲ୍ ହିରୋ
ଭୁବନେଶ୍ୱର,୫।୬(ବ୍ୟୁରୋ): ଅନ୍ୟକୁ ସାହାଯ୍ୟ କରିବା ପାଇଁ କେବଳ ଆବଶ୍ୟକ ଦୃଢ ମନୋବଳ ଓ ସାହାଯ୍ୟ କରିବାର ମନୋବୃତ୍ତି। ନିକଟରେ ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଅନେକ ବ୍ୟକ୍ତିବିଶେଷ। ଏଭଳିସ୍ଥିତିରେ ଓଡ଼ିଆ କଳାକାର ସବ୍ୟସାଚୀ ମିଶ୍ର ନିଜ ସହଯୋଗ ମନୋବୃତ୍ତି ପାଇଁ...
CORONAVIRUS UPDATE: ପୁଣି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ଛୁଇଁଲା
ଭୁବନେଶ୍ୱର,୫ା୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ଜଣେ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ସେ କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା...
Archives


