ମେଟ୍ରୋ

ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଓଡ଼ିଶା ଲୋକଙ୍କ ତରଫରୁ ଏହି ରାଶି ପ୍ରଦାନ କରାଯାଉଥିବା…

ଶୀତ ବଢ଼ିଲେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମୁଛି। କିନ୍ତୁ ମୃତ୍ୟୁ ସଂଖ୍ୟା କମୁନାହିଁ। ଅନେକ ରୋଗରେ ପୀଡ଼ିତ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହୁଥିବାରୁ ମୃତ୍ୟୁ ସଂଖ୍ୟା ମଧ୍ୟ ଅଧିକ ରହୁଛି। କୋଭିଡ୍‌-୧୯ ଭୂତାଣୁ ଶରୀରରେ ଥିବା ସମୟରେ ଅନ୍ୟ ରୋଗସବୁ ବଢ଼ି…

ରାଜଧାନୀରେ ଏନ୍‌ଆଇଏର ଖୋଳତାଡ଼

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):କୌଣସି ଏକ ସୁରକ୍ଷା ପ୍ରସଙ୍ଗକୁ ନେଇ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ବୁଧବାର ଭୁବନେଶ୍ୱରରେ ପହଞ୍ଚତ୍ ଖୋଳତାଡ଼ ଆରମ୍ଭ କରିଛି। ଖଣ୍ଡଗିରି ଥାନାଞ୍ଚଳରେ ରହୁଥିବା ଜଣେ ଛାତ୍ରଙ୍କୁ ୫ ଘଣ୍ଟାଧରି ଜେରା କରିବା ପରେ ଛାଡ଼ି ଦେଇଛି। ଏନ୍‌ଆଇଏ ସାଧାରଣତଃ…

ମଧୁରଜଳ ମାଛଚାଷରେ ଓଡ଼ିଶା ପଛୁଆ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ମାଛ ଉତ୍ପାଦନରେ ସ୍ବାବଲମ୍ବୀ ହେବା ଉଦ୍ଦେଶ୍ୟରେ ଦେଶର ପ୍ରଥମ ରାଜ୍ୟ ଭାବେ ୨୦୧୫ରେ ଓଡ଼ିଶା ମତ୍ସ୍ୟନୀତି ପ୍ରଣୟନ କରିଥିଲା। ମତ୍ସ୍ୟ ଚାଷର ଉନ୍ନତି ଓ ସମ୍ପ୍ରସାରଣ ସହ ମତ୍ସ୍ୟଜୀବୀଙ୍କ ଜୀବିକା ଓ ସାମାଜିକ ନିରାପତ୍ତା ଏବଂ ନୂତନ ନିଯୁକ୍ତି କ୍ଷେତ୍ରରେ…

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲ୍‌ମାର୍କର ରୂପ ନେଇ ସାରିଛି। ଗୁରୁବାର ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

 ଲଘୁଚାପ ପ୍ରଭାବ: ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶାରେ ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି। ବୁଧବାର ଓ ଗୁରୁବାର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ବର୍ଷା ହେବ। ତେବେ ଗୁରୁବାର…

ଆଜି ରାଜଧାନୀରୁ ୨୩୯ ପଜିଟିଭ୍‌ ଚିହ୍ନଟ, ସୁସ୍ଥ ହେଲେ ୩୦୨

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବୁଧବାର ରାଜଧାନୀରୁ ଆଉ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୧୭୬ ସ୍ଥାନୀୟ ସଂକ୍ରମିତ ବୋଲି ଟୁଇଟ୍‌ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି…

ଯୁବକଙ୍କୁ ଅଜ୍ଞାତରେ ନୁହେଁ, ଥାନାରେ କରାଯାଉଛି ଜେରା: ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ନ୍ୟାଶନାଲ ଇନ୍‌ଭେଷ୍ଟିଗେସନ ଏଜେନ୍ସି ଟିମ୍‌ (NIA) ଭୁବନେଶ୍ୱରରୁ ଜଣଙ୍କୁ ଉଠାଇ ନେଇ ଖଣ୍ଡଗିରି ଥାନାରେ ପଚରାଉଚରା କରୁଛି। ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ କହିଛନ୍ତି, ଉକ୍ତ ଯୁବକଙ୍କୁ ଅଜ୍ଞାତରେ ନୁହେଁ; ଖଣ୍ଡଗିରି ଥାନାରେ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ଭିଜିଲାନ୍ସ ଜାଲରେ ଭୁବନେଶ୍ୱର ଆର୍‌ ଆଣ୍ଡ୍‌ ବି ଡିଭିଜନ-୫ ସହକାରୀ ଯନ୍ତ୍ରୀ ସାରଦା ପ୍ରସାଦ ଗୌଡ଼। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ୫ଟି ସ୍ଥାନରେ ଏକକାଳିନ ଚଢ଼ାଉ ଜାରି ରହିଛି। ଚଢ଼ାଉ ହେଉଥିବା ସ୍ଥାନଗୁଡିକ ହେଉଛି,…

ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ୩ ଦିନ ବର୍ଷିବ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆସନ୍ତା ୩ ଦିନ…

ଟ୍ରାଫିକ ହାବିଲଦାର ଲଳିତ ସମ୍ମାନିତ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): କଟକରେ କାର୍ଯ୍ୟରତ ଟ୍ରାଫିକ ହାବିଲଦାର ଲଳିତ ମୋହନ ରାଉତଙ୍କୁ ମଙ୍ଗଳବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ସମ୍ମାନିତ କରିଛନ୍ତି। ୧ହଜାର ଟଙ୍କା ସହ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଗତ ୧୭ତାରିଖ ଅପରାହ୍ନରେ ଲଳିତ କଟକ ଶିଖରପୁର ଟ୍ରାଫିକ ଛକରେ ଡ୍ୟୁଟି…

ସୁବ୍ରତଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୧୮ ଲାଗି ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷ ପାଇଁ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସୁବ୍ରତ କୁମାର ଆଚାର୍ଯ୍ୟଙ୍କୁ ସମ୍ମାନଜନକ ‘ବିଜୁ ପଟ୍ଟନାୟକ ପୁରସ୍କାର’ ଦିଆଯାଇଛି। ଏ ବାବଦରେ ତାଙ୍କୁ ୨ ଲକ୍ଷ ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?