ମେଟ୍ରୋ

ସୁଶାନ୍ତଙ୍କ ନିଆରା ପ୍ରୟାସ: ସିଡ୍‌ବଲ୍‌ରୁ ସବୁଜିମା

ପୁରୁଣା ଭୁବନେଶ୍ୱର, ୪ା୬(ଡି.ଏନ୍‌.ଏ.): ଶୁକ୍ରବାର ବିଶ୍ୱ ପରିବେଶ ଦିବସ। ଚଳିତବର୍ଷର ଥିମ୍‌ ରହିଛି ‘ପ୍ରକୃତି ପାଇଁ ସମୟ ଦେବା’। ଏଭଳି ଏକ ଦିବସରେ ପ୍ରକୃତି ପାଇଁ ସମୟ ଦେଉଥିବା ପ୍ରକୃତ ହିରୋଙ୍କ ଅବଦାନ ସାମ୍ନାକୁ ଆସୁଛି। ଏମିତି ଜଣେ ହିରୋ...

କଟକଣା ଉଲ୍ଲଂଘନ: ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ୨୧ଜଣ ଗଣିଲେ ଜରିମାନା

ଭୁବନେଶ୍ୱର,୫।୬(ବ୍ୟୁରୋ): କରୋନା କଟକଣାକୁ ଉଲ୍ଲଂଘନ କରି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଓ ଦଳୀୟ କର୍ମୀ ଜରିମାନା ଗଣିଛନ୍ତି। ଦଳୀୟ ସାଂଗଠନିକ କାର୍ଯ୍ୟ ପାଇଁ ଭାଜପା ନେତା ଜଗନ୍ନାଥ ପ୍ରଧାନଙ୍କ ଘରେ ସମସ୍ତେ ଏକାଠି ହୋଇଥିଲେ। ସାମାଜିକ ଦୂରତ୍ୱ ନ...

ଆସୁଛି ଲଘୁଚାପ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ରାଜ୍ୟରେ ଦୁଇ ତିନି ଦିନଧରି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ୯ ତାରିଖ ସନ୍ଧ୍ୟାରୁ...

‘ଆତ୍ମସଂଯମ ହିଁ ଏକମାତ୍ର ବିକଳ୍ପ’

ଭୁବନେଶ୍ୱର,୫ା୬(ବ୍ୟୁରୋ):ଜୀବନ ଓ ଜୀବିକା ଦୁଇଟି ଯାକ ଗୁରୁତ୍ୱପୂର୍ଣ୍ଣ। ସୁସ୍ଥରେ ରହିଲେ ଜୀବିକା ଆଗକୁ ବଢ଼ିବ। ଜୀବିକା ଗୁରୁତ୍ୱପୂର୍ଣ୍ଣ ବୋଲି ଲକ୍‌ଡାଉନ କୋହଳ କରାଯାଇଛି। ଜୀବନ ପ୍ରତି ଯେପରି ବିପଦ ସୃଷ୍ଟି ନ ହେବ ସେଥିପ୍ରତି ସାବଧାନ ରହିବା ଜରୁରୀ। ଆତ୍ମସଂଯମ...

ଗଞ୍ଜାମ, ଖୋର୍ଦ୍ଧା ଜିଲାରେ ସର୍ବାଧିକ ସକ୍ରିୟ ସଂକ୍ରମିତ

ଭୁବନେଶ୍ୱର, ୪ା୬ (ବ୍ୟୁରୋ)- ରାଜ୍ୟର ଦୁଇ ଜିଲା ଗଞ୍ଜାମ ଓ ଖୋର୍ଦ୍ଧାରେ ସର୍ବାଧିକ ସକ୍ରିୟ ସଂକ୍ରମିତଙ୍କ ରହିଛନ୍ତି। ଶେଷ ୨୪ ଘଣ୍ଟାରେ ଆଉ ୯୦ଜଣ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଓ ଗଞ୍ଜାମ...

ଭୁବନେଶ୍ୱରରୁ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ, ଟୁଇଟ୍‌ କରି ସୂଚନା ଦେଲା ବିଏମ୍‌ସି

ଭୁବନେଶ୍ୱର, ୪।୬(ବ୍ୟୁରୋ): ଭୁବନେଶ୍ୱରରେ ଆଉ ୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କଳିଙ୍ଗ ବିହାର ଅଞ୍ଚଳର। ସେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିଭଳି ଅନ୍ୟ ୩ ସଂକ୍ରମିତ ଲୋକାଲ...

ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟା ଏଣ୍ଟ୍ରି ଅପରେଟର, ତହସିଲଦାର ଅଟକ

ଭୁବନେଶ୍ୱର,୪।୬(ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲିଅନ୍ତା ତହସିଲର ଡାଟାଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁ। ଏକ ଜମିଜମା ମାମଲା ପାଇଁ ଧନେଶ୍ୱର ୧ ଲକ୍ଷ ୨୦ହଜାର ଟଙ୍କା ନେଉଥିଲେ। ଏହି ସମୟରେ ଡିଏସ୍‌ପି ଅକ୍ଷୟ ମିଶ୍ରଙ୍କ ନେତୃତ୍ୱରେ ଗଠିତ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌...

ପଙ୍ଗପାଳ ବିପଦ ଟଳିନି; ରାଜ୍ୟକୁ ୩ ଜୋନ୍‌ରେ ବିଭକ୍ତ କରାଯାଇ ରଖାଯାଇଛି ନଜର: ମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ଓଡ଼ିଶାକୁ ପଙ୍ଗପାଳ ବିପଦ ନାହିଁ ବୋଲି କହିହେବ ନାହିଁ। ସମ୍ଭାବ୍ୟ ପଙ୍ଗପାଳ ଆତଙ୍କକୁ ନେଇ କୃଷି ମନ୍ତ୍ରୀ ଅରୁଣ ସାହୁ ଗୁରୁବାର ଏହା କହିଛନ୍ତି। ସେ କହିଛନ୍ତି, ପଙ୍ଗପାଳ ଏବେ ମଧ୍ୟପ୍ରଦେଶ-ଛତିଶଗଡ଼ ସୀମାରେ ଅଛନ୍ତି। ଆମେ କେମିକାଲ ସ୍ପ୍ରେ...

CORONAVIRUS UPDATE: ଆଉ ନୂଆ ୯୦ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି

ଭୁବନେଶ୍ୱର,୪।୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ପୁଣି ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଙ୍କ୍ୟା ୨୪୭୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୪।୬(ବ୍ୟୁରୋ):ଉତ୍ତର ପଶ୍ଚିମ ଉତ୍ତର ପ୍ରଦେଶରୁ ଆଭ୍ୟନ୍ତରୀଣ ଓଡ଼ିଶା ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ୦.୯ କି.ମି. ଉପରେ ଏକ ଟ୍ରପ୍‌ଲାଇନ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଛତିଶଗଡ଼ ଉପରେ ଏକ ଟ୍ରପ୍‌ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା...

ଭିଡିଓ କନଫରେନ୍ସରେ ହୋଇପାରେ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୪।୬(ବ୍ୟୁରୋ): କରୋନା (କୋଭିଡ୍‌-୧୯) ମହାମାରୀ ସଂକ୍ରମଣ ବିଧାନସଭା ଅଧିବେଶନ ବସିବା କ୍ଷେତ୍ରରେ ବାଧା ସୃଷ୍ଟି କରିଛି। ଆସନ୍ତା ୬ ମାସ ଅର୍ଥାତ୍‌ ସେପ୍ଟେମ୍ବର ମଧ୍ୟରେ ବାଚସ୍ପତି ବିଧାନସଭା ଅଧିବେଶନ ଡାକି ପାରନ୍ତି। ପୂର୍ବଭଳି ବିଧାନସଭାରେ ଅଧିବେଶନ ନ ହୋଇ ଲୋକସେବା...

ଜୁନ୍‌, ଜୁଲାଇ ଗୁରୁତ୍ୱପୂର୍ଣ୍ଣ, ସତର୍କ ରୁହ: ବାଚସ୍ପତି

ଭୁବନେଶ୍ୱର, ୪।୬(ବ୍ୟୁରୋ):ଗଞ୍ଜାମର ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଭିଡିଓ କନ୍‌ଫରେନ୍ସ ଜରିଆରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ମୌସୁମୀ ଜନିତ ସମ୍ଭାବ୍ୟ ବିପର୍ଯ୍ୟୟର ସଫଳ ମୁକାବିଲା ନିମନ୍ତେ ଜିଲାର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରାଯାଇଥିଲା। ବିଧାନସଭାର କନ୍‌ଫରେନ୍ସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri