ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଭୁବନେଶ୍ୱର ଜିପିଏଚ୍ ଡିଭିଜନ୍-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସର ଟିମ୍ ଚଢ଼ାଉ ଜାରିରଖିଛି। ତେବେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଏହି…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…
CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୧୫…
ବିସ୍ଫୋରଣ ସ୍ଥଳରୁ ଜବତ ସାମଗ୍ରୀ କୋର୍ଟରେ ଦାଖଲ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍ ଅଏଲ ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣାର ୧୨ ଦିନ ପରେ ବି ପୋଲିସ କେବଳ ଫୋରେନ୍ସିକ୍ ରିପୋର୍ଟକୁ ଚାହିଁ ବସିଛି। ରିପୋର୍ଟ ମିଳିବା ପରେ ପୋଲିସ ତଦନ୍ତ ଆଗକୁ ବଢିବ। ସେପଟରେ ନିଖୋଜ ସୀମାଞ୍ଚଳ ପରିଡ଼ା…
ଇକୋ ବାର୍ ସିଲ୍, ମାଲିକଙ୍କୁ ନୋଟିସ
ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): କୋଭିଡ୍ ନିୟମ ଉଲ୍ଲଂଘନ କରି ଜନ୍ମଦିନ ପାଳିବା ମହଙ୍ଗା ପଡ଼ିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଇନ୍ଫୋସିଟି ରୋଡ୍ରେ ଥିବା ଇକୋ ବାର୍ରେ ଚଢାଉ କରି ତାହାକୁ ସିଲ୍ କରିଛି। ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ କରିବା ସହ ଜନ୍ମଦିନ…
ପାର୍ବଣ ସୁରକ୍ଷା ପାଇଁ ୧୫ ଦିନିଆ ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ପାର୍ବଣ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛି କମିଶନରେଟ ପୋଲିସ। ଏଥିପାଇଁ ୧୫ଦିନିଆ ସ୍ପେଶାଲ ଡ୍ରାଇଭ୍ ସୋମବାରଠାରୁ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ ଦାଦାବଟି, ଲୁଟ, ଡକାୟତି, ଜୁଆ, ଦେହ ବ୍ୟବସାୟ, ନିଶା କାରବାର ଆଦି ଉପରେ କଡ଼ା ନଜର…
ବିଦ୍ୟୁତ୍ କାଟରେ ସାମିଲହେବାକୁ କଂଗ୍ରେସର ନିବେଦନ
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବିଦ୍ୟୁତ୍ ଉପତ୍ାଦନ ପାଇଁ ଆବଶ୍ୟକ ଜଳ, କୋଇଲା ଯଥେଷ୍ଟ ପରିମାଣର ସୂର୍ଯ୍ୟକିରଣ ଓ କୁଣ୍ଡା ଉପଲବ୍ଧ ଅଛି। ତେଣୁ ଓଡ଼ିଶାରେ ବିଦ୍ୟୁତ୍ ଉପତ୍ାଦନ ଖର୍ଚ୍ଚ ସବୁଠାରୁ କମ୍ ହେବା କଥା। କିନ୍ତୁ ଯାହା ଉପତ୍ାଦନ ହେଉଛି ସେଥିରୁ ୩୫…
‘ଗଣମାଧ୍ୟମ ମୁହଁରେ କଳା ବୋଳିଲେ’
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁଙ୍କ ଏକ ଫେକ୍ ଭିଡିଓ ଭାଇରାଲ ନେଇ ଓଟିଭି ସାମ୍ବାଦିକଙ୍କୁ ପୋଲିସ ଉଠାଇନେଇ ଜେରା କରିବା ପରେ ଟୁଇଟର ଯୁଦ୍ଧ ଜୋର ଧରିଛି। ଏହାକୁ ନିନ୍ଦାକରି ଓଡ଼ିଶା ଏବଂ ମହାରାଷ୍ଟ୍ର ପୋଲିସ ପାକିସ୍ତାନ ଭଳି…
ବଳାତ୍କାର ପ୍ରସଙ୍ଗ: ମାନବାଧିକାର କମିଶନଙ୍କୁ ଭେଟିଲା ଭାଜପା
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ):ମହିଳାଙ୍କ ପ୍ରତି ସରକାର ଓ ପ୍ରଶାସନର ଉଦାସୀନତା ମନୋଭାବ ଯୋଗୁ ବଳାତ୍କାର, ଘରୋଇ ହିଂସା ଏବଂ ହତ୍ୟା ଘଟଣା ବୃଦ୍ଧି ପାଉଛି। ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର ଜଣେ ଛାତ୍ରୀଙ୍କୁ କିଛି ଦୃର୍ବୁତ ମେ…
ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ପ୍ରସ୍ତାବ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଓଟିଭି ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ ଆଣିବାକୁ କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁ ସୋମବାର ଲୋକ ସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି। ସେ ଜଣାଇଛନ୍ତି ଯେ, ମୋତେ ବଦନାମ କରିବା ଏବଂ ମାନସିକ ସ୍ତରରେ…
୫ରୁ ଯୁକ୍ତ୨ ଅପ୍ସନାଲ ପରୀକ୍ଷା
ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ ଯୁକ୍ତ୨ ଅପ୍ସନାଲ ପରୀକ୍ଷା ଆରମ୍ଭ ହେବ। କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷାର ଯେଉଁ ବିଷୟଗୁଡ଼ିକର ପରୀକ୍ଷା ହୋଇନି ଓ ଗ୍ରେସ୍ ମାର୍କ ଦିଆଯାଇଛି, ସେସବୁ ବିଷୟରେ ପରୀକ୍ଷା ହେବ…
ଡବ୍ଲ୍ୟୁଏଫ୍ପି ସଫଳତା ପଛରେ ଓଡ଼ିଆ ପୁଅ
ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ୨୦୨୦ ମସିହା ଲାଗି ନୋବେଲ ଶାନ୍ତି ପୁରସ୍କାର ପାଇଛି ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ(ଡବ୍ଲ୍ୟୁଏଫ୍ପି)। କ୍ଷୁଧା ବିରୋଧରେ ଲଢ଼େଇ ଓ କ୍ଷୁଧାମୁକ୍ତି ପାଇଁ କାର୍ଯ୍ୟ କରୁଥିବା ଡବ୍ଲ୍ୟୁଏଫ୍ପିକୁ ନୋବେଲ ପୁରସ୍କାର ଦୌଡ଼ରେ ସାମିଲ କରିଥିବା କେତେଜଣ ପ୍ରମୁଖ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ରହିଛନ୍ତି…

