ରାଜଧାନୀରୁ ଆଉ ୧୦୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ଆଉ ୧୦୧ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ୫୨ ଜଣ କ୍ୱାରାଣ୍ଟାଇନରୁ ଥିବାବେଳେ ୪୯ ଲୋକାଲ କଣ୍ଟାକ୍ଟ କେସ। ସାଲିଆସାହିରୁ ଆଉ ୫ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ପଟିଆରୁ ୩,…
ରାଜ୍ୟରେ ସୁସ୍ଥ ହେଲେ ୧୮୧୦ ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୭।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୮୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୭୦୦ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୦୨, କଟକରୁ ୧୪୭, ଗଜପତିରୁ ୧୩୬, ଢେଙ୍କାନାଳରୁ ୧୧୬, ସୁନ୍ଦରଗଡରୁ ୧୦୬, ସମ୍ବଲପୁରରୁ ୬୨, ରାୟଗଡା ୫୫, କେନ୍ଦୁଝରରୁ ୩୭,…
୯ରୁ ବର୍ଷା, ଝଡ଼ତୋଫାନ: ୧୩ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର, ୭।୮(ବ୍ୟୁରୋ): ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ଏବେ ସକ୍ରିୟ ରହିଥିବାବେଳେ ଆସନ୍ତା ୯ ତାରିଖ ବେଳକୁ ପଶ୍ଚିମକେନ୍ଦ୍ର ଓ ନିକଟବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ରାଜ୍ୟର ବିଭାନ୍ନ ସ୍ଥାନରେ…
ରାଜ୍ୟରେ ହେବ ଆଉ ୬ ନୂଆ ଥାନା
ଭୁବନେଶ୍ୱର,୭।୮(ବ୍ୟୁରୋ): ରାଜ୍ୟରେ ଆଉ ୬ଟି ନୂଆ ଥାନା ଏବଂ ୯୦୫ ପଦବୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅନୁମତି ପ୍ରଦାନ କରିଛନ୍ତି। ବର୍ତ୍ତମାନ ଥିବା ଥାନାର ସୀମା ଭାଗ କରାଯାଇ ଏହି ନୂଆ ଥାନା ହେବ। ଖଣ୍ଡଗିରି, ଅନୁଗୋଳ ଟାଉନ…
ଏମ୍ସରେ ପଦବୀ ଖାଲି, ବହୁ ମେଶିନ ଅଚଳ
ଭୁବନେଶ୍ୱର,୭।୮ (ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଅଲ୍ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏମ୍ସ)କୁ ପ୍ରତିଦିନ ଓଡ଼ିଶା ତଥା ପଡୋଶୀ ରାଜ୍ୟରୁ ହଜାର ହଜାର ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ଅଧିକାଂଶ ଜରୁରିକାଳୀନ ଚିକିତ୍ସା ଆଶାରେ ଏହି କେନ୍ଦ୍ରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନକୁ ଆସିଥାନ୍ତି।…
ଆଜି ଆଉ ୧୨ ଜୀବନ ନେଲା କରୋନା, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ୩…
ଆଜି ଗଞ୍ଜାମକୁ ପଛରେ ପକାଇଲା ଖୋର୍ଦ୍ଧା
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଥିବାରୁ ଏହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଶୁକ୍ରବାର ୨୯ଟି ଜିଲାରୁ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଗଞ୍ଜାମରୁ ୨୭୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା…
CORONAVIRUS UPDATE: ରାଜ୍ୟରେ ୪୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ସର୍ବାଧିକ ୧୮୩୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୧୧୧୮…
୪ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୭। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗୁରୁବାର ଦୁର୍ବଳ ହୋଇ ମଧ୍ୟପ୍ରଦେଶ ଅତିକ୍ରମ କରି ଯାଇଛି। ତେବେ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ…
କରୋନା: ୮୯୦ କୋଟି ଦ୍ୱିତୀୟ କିସ୍ତି ମଞ୍ଜୁର କଲା କେନ୍ଦ୍ର
ଭୁବନେଶ୍ୱର,୭ା୮(ବ୍ୟୁରୋ): କେନ୍ଦ୍ର ସରକାର କୋଭିଡ-୧୯ ମୁକାବିଲା କରିବାକୁ ଜରୁରୀ ସ୍ବାସ୍ଥ୍ୟସେବା ପ୍ୟାକେଜର ଦ୍ୱିତୀୟ କିସ୍ତି ବାବଦରେ ଓଡିଶା ସମେତ ୨୨ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ୮୯୦.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା…
ଓଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ
ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍ଡିଏ ପିଡି, ରବୀନ୍ଦ୍ର କୁମାର ସାହୁଙ୍କୁ ବାଲେଶ୍ୱର ଡିଆର୍ଡିଏ ପିଡି, ରାଜେନ୍ଦ୍ର କୁମାର ରଞ୍ଜିତଙ୍କୁ ଗଜପତି…
ଓଡ଼ିଶାର ସୁନାମି ପ୍ରସ୍ତୁତିକୁ ୟୁନେସ୍କୋ ସ୍ବୀକୃତି
ଭୁବନେଶ୍ୱର,୭ା୮(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଅନ୍ତର୍ଜାତୀୟ ସ୍ବୀକୃତି। ୟୁନେସ୍କୋର ଇଣ୍ଟରଗର୍ଭନମେଣ୍ଟାଲ ଓସେନୋଗ୍ରାଫିକ କମିଶନ(ଆଇଓସି) ଓଡ଼ିଶାର ଜଗତ୍ସିଂହପୁର ଜିଲା ନୋଳିଆ ସାହି ଏବଂ ଗଞ୍ଜାମ ଜିଲା ଭେଙ୍କଟରାୟପୁର ଗ୍ରାମକୁ ଦେଶରେ ପ୍ରଥମ କରି ସୁନାମି ପ୍ରସ୍ତୁତ (ସୁନାମି ରେଡି) ଗ୍ରାମ…
Archives


