ମେଟ୍ରୋ

୧୦ରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ଦକ୍ଷିଣ-ପଶ୍ଚିମ ମୌସୁମୀ ସୋମବାର କେରଳ ଛୁଇଁଛି। ଆଉ ୯ ଦିନ ପରେ ଓଡ଼ିଶାରେ ପାଦ ଥାପିବ। ସେଥିପାଇଁ ପାଗ ଅନୁକୂଳ ରହିଛି। ଆସନ୍ତା ୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

ରାତ୍ରକାଳୀନ କର୍ଫ୍ୟୁ : ରାତି ୭ରୁ ସକାଳ ୭ନୁହେଁ, ସକାଳ୫

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାତ୍ରକାଳୀନ କର୍ଫ୍ୟୁରେ ସମାନ୍ୟ ପରିବର୍ତ୍ତନ କରିଛନ୍ତି ରାଜ୍ୟ ସରକାର। ଅପରାହ୍ନରେ ପୋଲିସ ଡିଜିପି ଅଭୟ ଘୋଷଣା କରିଥିଲେ ଯେ, ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଯିବ। ମାତ୍ର ଏବେ ଏଥିରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଏଣିକି ରାତି...

ଦିନକରେ ସର୍ବାଧିକ: କରୋନା ଆକ୍ରାନ୍ତ, ସୁସ୍ଥ

ଭୁବନେଶ୍ୱର,୧।୬(ବ୍ୟୁରୋ)-ରାଜ୍ୟରେ ସୋମବାର ୧୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୦୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୪୫ ସୁସ୍ଥ ହୋଇଥିବାବେଳେ ୮୫୦ ଜଣ ଚିକିତ୍ସାଧୀନ ଅଛନ୍ତି। ୭...

୧୧ ଜିଲାରେ ଶନିବାର, ରବିବାର ଶଟ୍‌ଡାଉନ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସପ୍ତାହକୁ ଦୁଇଦିନିଆ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ରାଜ୍ୟର ୧୧ଟି ଜିଲା ଯଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ବଲାଙ୍ଗୀର ଜିଲାରେ...

ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌ ୧(ସୋମବାର)ଠାରୁ ରାତ୍ରକାଳୀନ କର୍ଫ୍ୟୁକୁ କୋହଳ କରି ରାତି ୯ଟାରୁ ସକାଳ ୫ଟା ଯାଏ...

CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ...

ଆଜି ନୀଳମାଧବ ବସ୍ତି ଭାଙ୍ଗିବ ବିଡିଏ

ଭୁବନେଶ୍ୱର,୧ା୬(ବ୍ୟୁରୋ): କରୋନା କଟକଣା କୋହଳ ହେବା ପରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ପକ୍ଷରୁ ବାକି ଥିବା ଉଚ୍ଛେଦ କାର୍ଯ୍ୟ ପୁଣି ଆରମ୍ଭ ହେବାକୁ ଯାଉଛି। ସୋମବାରଠାରୁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ବିଡିଏର ମିଳିତ ଉଚ୍ଛେଦକାରୀ ଦଳ...

ଯୋଦ୍ଧାର ସମ୍ମାନ, ଖାକିରେ ଦାଗ: ହାତଗଣତି ଅଫିସରଙ୍କ ପାଇଁ ବଦନାମ ପୋଲିସ

ଲୋକଙ୍କ ଧନଜୀବନର ସୁରକ୍ଷା ଓ ଆଇନଶୃଙ୍ଖଳା ରକ୍ଷା ହେଉଛି ପୋଲିସର ପ୍ରଥମ କାମ। ଏଥିପାଇଁ ଖାକିକୁ ଆବଶ୍ୟକ ଆଇନଗତ କ୍ଷମତା ଦିଆଯାଇଛି। ଜଣେ ସଚ୍ଚୋଟ, ଦକ୍ଷ ତଥା ନିଷ୍ଠାପର ପୋଲିସକୁ ସମାଜ ସବୁବେଳେ ସମ୍ମାନ କରୁଛି। ଏବେ କରୋନା ଭଳି...

ଆଜିଠୁ ୧୮ ନଂ. ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୧ା୬(ବ୍ୟୁରୋ): ଯାତ୍ରୀଙ୍କ ଦାବିକୁ ସବୁବେଳେ ଗୁରୁତ୍ୱ ଦେଇ ଆସିଛି ମୋ ବସ୍‌ ପରିଚାଳନା ଦାୟିତ୍ୱରେ ଥିବା କ୍ୟାପିଟାଲ ରିଜିଅନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)। କରୋନା ସମୟରେ ମଧ୍ୟ ଏହାକୁ ପ୍ରାଥମିକତା ଦେଇ କଟକ, ଖୋର୍ଦ୍ଧା ଓ ଭୁବନେଶ୍ୱରର ୭ଟି ରୁଟ୍‌ରେ...

ସଙ୍କଟ ବଢ଼ାଇବେ ସ୍ଥାନୀୟ ଆକ୍ରାନ୍ତ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚତ୍ଛି। କିନ୍ତୁ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନ ଥିବା ରାଜ୍ୟ ସରକାର କହିଛନ୍ତି। କାରଣ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଧିକାଂଶ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଠାବ କରାଯାଉଛି। ହେଲେ...

ବାଲେଶ୍ୱର ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ

ଭୁବନେଶ୍ୱର,୧ା୬(ବ୍ୟୁରୋ): ବାଲେଶ୍ୱର ଜିଲା ଔପଦା ବ୍ଲକ ସୋରିଷପାଳ ଗ୍ରାମର ଅନ୍ନପୂନ୍ନା ପାଢୀଙ୍କର ପରିବାର ନିୟୋଜନ ଅସ୍ତ୍ରୋପଚାର ପରେ ମୃତ୍ୟୁ ହୋଇଥିଲା। ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାରକୁ ପରିବାର ଲୋକେ ଦାୟୀ କରି ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ଦ୍ୱାରସ୍ଥ ହୋଇଥିଲେ। କମିଶନ ମାମଲାକୁ ଗୁରୁତ୍ୱର...

ପିପିଇ କିଟ୍‌ ମାଗିଦେଲେ, ଏବେ ରଖୁନାହାନ୍ତି

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାବେଳେ ଏମାନଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ସୁରକ୍ଷା ପାଇଁ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁପ୍‌ମେଣ୍ଟ(ପିପିଇ) କିଟ୍‌ ଜରୁରୀ ହୋଇପଡିଛି। ତେବେ ଉଚ୍ଚକୋଟୀର ପିପିଇ କିଟ୍‌ ପାଇବା ଏବେ ରାଜ୍ୟଗୁଡ଼ିକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri