ମେଟ୍ରୋ

୫୦%କର୍ମଚାରୀକୁ ନେଇ କାର୍ଯ୍ୟ କରିବ ବ୍ୟାଙ୍କ

ଭୁବନେଶ୍ୱର,୪। ୮: କରୋନା ପାଇଁ ସରକାର ବ୍ୟାଙ୍କ କ୍ଷେତ୍ରଗୁଡ଼ିକ ପାଇଁ କାର୍ଯ୍ୟକ୍ଷମତାକୁ କମାଇ ୩୦% କରିଥିଲେ। ବର୍ତ୍ତମାନ ପରିସ୍ଥିତିରେ ଓଡ଼ିଶା ସରକାର ଏହି ନିୟମରେ ସାମାନ୍ୟ ପରିବର୍ତ୍ତନ କରିଛନ୍ତି। ସୋମବାର ସରକାରଙ୍କ ପକ୍ଷରୁ ଆଉ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଉକ୍ତ…

ଭୁବନେଶ୍ୱର କୋର୍ଟ ନ ଆସିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୪। ୮ (ବ୍ୟୁରୋ): ଭୁବନେଶ୍ୱର କୋର୍ଟରେ କାର୍ଯ୍ୟରତ ଜଣେ ସିଏସ୍‌ଆଇ କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ କୋର୍ଟ ପରିସରକୁ ସାନିଟାଇଜ୍‌ କରାଯାଉଛି। ଏଥିସସହ ସଂକ୍ରମଣ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। କୋର୍ଟକୁ କେହି ନ ଆସିବାକୁ…

ହୋଟେଲ, ରେଷ୍ଟୁରାଣ୍ଟ ପାଇଁ ନୂଆ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୪। ୮(ବ୍ୟୁରୋ): ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡ଼ିକ କରୋନା ନିୟମ ମାନୁନାହାନ୍ତି। ଗହଳି ବଢୁଛି। ଏହାକୁ ଦେଖି ରାଜ୍ୟ ସରକାର ହୋଟେଲ ଏବଂ ରେଷ୍ଟୁରାଣ୍ଟ ପାଇଁ ଥିବା ଗାଇଡ୍‌ଲାଇନରେ ସଂଶୋଧନ କରିଛନ୍ତି। ଏ ନେଇ ସୋମବାର ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ…

୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏଥିସହିତ ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳ ଏବଂ ଉତ୍ତର…

କୃଷିରେ ମନୋନିବେଶ ଲାଗି ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୪। ୮(ବ୍ୟୁରୋ): ଗହ୍ମାପୂର୍ଣ୍ଣିମା ଏକ ଗଣପର୍ବ ରୂପେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣମୀ ତିଥିରେ ପାଳନ କରାଯାଏ। ଏହିଦିନ ଭଗବାନ ବଳରାମ ଜନ୍ମଗ୍ରହଣ କରିଥିଲେ। ଭାରତୀୟ ସଂସ୍କୃତିରେ କୃଷି ଓ ପଶୁପାଳନର ମୁଖ୍ୟ ବିନ୍ଧାଣି ହେଉଛନ୍ତି ବଳରାମ। ତେଣୁ ତାଙ୍କ ଜନ୍ମଦିନରେ…

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବରିଷ୍ଠ ଓଏଏସ୍‌ ଅଫିସର ତଥା ଖୋର୍ଦ୍ଧା…

ଓଡ଼ିଶା ପର୍ଯ୍ୟଟନକୁ ସାହା ‘ରୋଡ୍‌ ଟ୍ରିପ୍‌’

ଭୁବନେଶ୍ୱର,୪। ୮(ବ୍ୟୁରୋ): କରୋନା ସ୍ଥିତି ସୁଧୁରିବା ପରେ ଓଡ଼ିଶା ପ୍ରତି ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ‘ସଡକ ପଥେ ପର୍ଯ୍ୟଟନ’ କାର୍ଯ୍ୟକ୍ରମ ଆରମ୍ଭ ହେବ। ‘ରୋଡ୍‌ ଟ୍ରିପ୍‌ସ ଟୁ ଆଣ୍ଡ୍‌ ଥ୍ରୁ ଓଡ଼ିଶା’ ନାମକ ଏହି ଯୋଜନା…

ଖାଦ୍ୟ ସଙ୍କଟ ସୃଷ୍ଟି କରିପାରେ ସବୁଜ କୃଷି

ଭୁବନେଶ୍ୱର,୪। ୮(ବ୍ୟୁରୋ) କୃଷି କ୍ଷେତ୍ରରୁ ନିର୍ଗତ ହେଉଥିବା ଗ୍ରୀନ ହାଉସ ଗ୍ୟାସ୍‌କୁ ହ୍ରାସ କରିବା ଲକ୍ଷ୍ୟରେ ଗତ ଜୁଲାଇ ୨୮ରେ କେନ୍ଦ୍ର ସରକାର ଗ୍ରୀନ-ଏଜି(ସବୁଜ କୃଷି) ପ୍ରକଳ୍ପ ନାମରେ ଏକ ପାଇଲଟ୍‌ ପ୍ରକଳ୍ପ ଆରମ୍ଭ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଏହା ମିଜୋରାମ୍‌ରେ…

ଭୁବନେଶ୍ୱରରେ ୧.୪% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର, ୩।୮(ବ୍ୟୁରୋ)-ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ସରିଛି। ଏଠାରେ ୧.୪% ଲୋକଙ୍କ ଦେହରେ ରୋଗ ପ୍ରତିରୋଧକ ଶକ୍ତି ବା ଆଣ୍ଟିବଡି ସୃଷ୍ଟି ହୋଇଛି। ଏନେଇ ସୋମବାର ଭୁବନେଶ୍ୱର ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା.ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସଂକ୍ରମଣ ହାର, ସ୍ଥିତି…

ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା: ଦିନକରେ ସୁସ୍ଥ ହେଲେ ୧୧୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା ସୁସ୍ଥ ସଂଖ୍ୟା। ସୋମବାର ଆଉ ୧୧୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରେ ସର୍ବାଧିକ ୩୪୫ ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ୯୭, ଗଜପତିରୁ୮୩, ଯାଜପୁରରୁ ୭୦, କେନ୍ଦୁଝରରୁ ୫୭, କଟକରୁ ୫୦, ବୌଦ୍ଧରୁ୪୦, ନୟାଗଡ଼ରୁ ୩୭,…

ଲଘୁଚାପ ପ୍ରଭାବ: ଏସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୨(ବ୍ୟୁରୋ): ଲଘୁଚାପ ପ୍ରଭାବରେ ୭ ତାରିଖ ଯାଏ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଗଞ୍ଜାମ, ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ ଓ ମୟୂରଭଞ୍ଜ ଆଦି ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡା ପୁରୀ,…

ଭୁବନେଶ୍ୱରରେ ଆଉ ୮୯ ପଜିଟିଭ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ସୋମବାର ଆଉ ୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୮୯ ଚିହ୍ନଟଙ୍କ ମଧ୍ୟରେ ୬୫ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୨୪ ଲୋକାଲ କଣ୍ଟାକ୍ଟ କେସ। ଆଇଗିଣିଆ ଆଳୁ ଗଦିରୁ ଆଉ ୧୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ରିଜର୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri