ହଜିଯିବ ଓଡ଼ିଶାର ଉତ୍କୃଷ୍ଟ କଳା
ଭୁବନେଶ୍ୱର,୨୭ା୫(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଦୁର୍ଦ୍ଦଶାରେ ଜୀବନ ବିତାଉଛନ୍ତି ରାଜ୍ୟର ଲକ୍ଷାଧିକ କଳାକାର। ସିନେମାରୁ ଆରମ୍ଭକରି ମଞ୍ଚ କଳାକାରଙ୍କ ପର୍ଯ୍ୟନ୍ତ ସମସ୍ତେ କରୋନା ପାଇଁ ହାତବାନ୍ଧି ବସିଛନ୍ତି। ମଞ୍ଚ ନିରବୀ ଯାଇଥିବାବେଳେ ଦର୍ଶକଙ୍କ ପାଇଁ ପ୍ରେକ୍ଷାଳୟର ଦ୍ୱାର ବନ୍ଦ ହୋଇଯାଇଛି। ଦୁଃଖ...
ଶୁକ୍ରବାରଠାରୁ ପୁରୀ, ଭୁବନେଶ୍ୱର ବିକାଶ କାର୍ଯ୍ୟ ଆରମ୍ଭ କର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭।୫(ବ୍ୟୁରୋ): ପୁଣି ଶ୍ରୀମନ୍ଦିର ଚତୁଃପାର୍ଶ୍ୱ କାମ ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଶୁକ୍ରବାରଠାରୁ ଏହି କାମ ଆରମ୍ଭ କରିବାକୁ ବୁଧବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଭୁବନେଶ୍ୱରର ବିକାଶ କାମ ମଧ୍ୟ ଆରମ୍ଭ କରିବାକୁ...
ଯୁକ୍ତ ୩-ପିଜି ସେମିଷ୍ଟାର ପରୀକ୍ଷା ହେବ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ଯୁକ୍ତ ୩ର ଦ୍ୱିତୀୟ ଓ ଚତୁର୍ଥ ସେମିଷ୍ଟର ପରୀକ୍ଷା ହେବ ନାହିଁ। ସେହିଭଳି ପିଜିର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ମଧ୍ୟ ହେବ ନାହିଁ। ମଙ୍ଗଳବାର କୁଳପତିମାନଙ୍କ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଏ...
ଅଗଷ୍ଟ ୩୧ ଯାଏ ଶୌଚାଳୟ ବ୍ୟବହାର ମାଗଣା
ଭୁବନେଶ୍ୱର,୨୬।୫(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ନଗର ଉନ୍ନୟନ ବିଭାଗ ନୂତନ ପଦକ୍ଷେପ ଗ୍ରହଣ କରିଛି। ଏହି କ୍ରମରେ ସହରାଞ୍ଚଳରେ ଥିବା ଗୋଷ୍ଠୀ ପାଇଖାନା/ଶୌଚାଳୟକୁ ରାଜ୍ୟ ସରକାର ଶୁଳ୍ପମୁକ୍ତ କରିଛନ୍ତି । ଆଗାମୀ ଅଗଷ୍ଟ ୩୧ ଯାଏ ମାଗଣା ସେବା ଦେବାକୁ...
ଆରମ୍ଭ ହୋଇଛି ବିମାନ-ରେଳ ଚଳାଚଳ; ଆଗାମୀ ଏକ ମାସ ଆମ ପାଇଁ ଆହ୍ବାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏଥିସହ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଏହି ସଂଖ୍ୟା ଆହୁରୀ ବଢ଼ିବା ନେଇ ଆଶା କରାଯାଉଛି। ଏଣୁ କରୋନା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର...
ଭୁବନେଶ୍ୱରରୁ ୪୦ କେଜି ଗଞ୍ଜେଇ ଜବତ: ଇଞ୍ଜିନିୟରିଂ ଛାତ୍ରଙ୍କ ସମେତ ୨ ଗିରଫ
ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରସ୍ଥ ଖଣ୍ଡଗିରି ଥାନା ପୋଲିସ ସୋମବାର ବିଳମ୍ବିତ ରାତିରେ ସ୍ଥାନୀୟ ପଞ୍ଚଶଖା ଅଞ୍ଚଳରେ ଚଢ଼ାଉକରି ୨ ଗଞ୍ଜେଇ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲେଶ୍ୱର ଜିଲାର ରାଜୀବ ପାତ୍ର ଓ ଉଜ୍ୱଳ ପ୍ରଧାନ। ସେମାନଙ୍କ...
CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି।...
ବାତ୍ୟା ଦୋହଲାଉଛି ଆର୍ଥିକ ମେରୁଦଣ୍ଡ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟକୁ ଘେରିରହିଛି ପ୍ରାକୃତିକ ବିପତ୍ତି। ବନ୍ୟା, ବାତ୍ୟା, ମରୁଡ଼ି ଭଳି ବିପର୍ଯ୍ୟୟ ରାଜ୍ୟ ରାଜକୋଷକୁ ଦୋହଲାଇ ଦେଉଛି। ଲୋକଙ୍କ ଆର୍ଥିକ ମେରୁଦଣ୍ଡକୁ ଦୁର୍ବଳ କରିଦେଉଛି। କେଉଁ ବର୍ଷ ବାତ୍ୟା ତ ପୁଣି କେଉଁ ବର୍ଷ ବନ୍ୟା...
ଆଜିଠୁ ମାଟ୍ରିକ ଖାତା ମୂଲ୍ୟାୟନ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ମଙ୍ଗଳବାରଠାରୁ ଆରମ୍ଭ ହେବ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍ ମୂଲ୍ୟାୟନକାରୀ ଖାତା ଦେଖିବେ। ଏଥିସହ ସାନିଟାଇଜର ବ୍ୟବହାର...
ଭୁବନେଶ୍ୱରକୁ ଉଡ଼ିଲା ବିମାନ, ୫ ବାତିଲ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ଦୀର୍ଘ ଦୁଇମାସ ପରେ ସୋମବାରଠାରୁ ଦେଶର ବିଭିନ୍ନ ରାଜ୍ୟରେ ଘରୋଇ ବିମାନ ସେବା ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ବିମାନ ଚଳାଚଳ କରିଛି। ପ୍ରଥମେ ଦିଲ୍ଲୀରୁ ଭିସ୍ତାରା (ୟୁକେ୭୮୫)...
ଓଡ଼ିଶାକୁ ଜଗନ୍ନାଥ ଭରସା: ନିରଞ୍ଜନ
ଭୁବନେଶ୍ୱର, ୨୬ା୫ (ବ୍ୟୁରୋ): ରାଜ୍ୟ ସ୍ଥିତିକୁ ଦେଖିଲେ ବର୍ତ୍ତମାନ ବହୁତ ବିଚଳିତ ଏବଂ ବ୍ୟସ୍ତ ଲାଗୁଛି। ସରକାର କିଭଳି କରୋନାକୁ ମୁକାବିଲା କରିବାକୁ ଚାହୁଁଛନ୍ତି, ତାହା କିଛି ବୁଝି ପାରୁନି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ...
ହୋଟେଲ ଖୋଲିବାକୁ ଅନୁମତି ମାଗିଲା ଏଚ୍ଆର୍ଏଓ
ଭୁବନେଶ୍ୱର,୨୬ା୫ (ବ୍ୟୁରୋ): ଗତ ଦୁଇମାସରୁ ଊର୍ଦ୍ଧ୍ୱ ସମୟ ହେଲା ବନ୍ଦ ହୋଇ ପଡ଼ିଥିବା ହୋଟେଲ ଶିଳ୍ପକୁ ପୁନର୍ବାର ଖୋଲିବା ପାଇଁ ଦାବି ହୋଇଛି। ସୋମବାରଠାରୁ ଦେଶରେ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଥିବାବେଳେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ହୋଟେଲ, ରିସର୍ଟ...
Archives


