ମେଟ୍ରୋ

CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮…

ଶିକ୍ଷାନୁଷ୍ଠାନର ୫କି.ମି. ମଧ୍ୟରେ ହେବ ଡିଇଏଲ୍‌ଇଡି ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): କରୋନା ପାଇଁ ଚଳିତ ବର୍ଷ ଡିଇଏଲ୍‌ଇଡି (ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ) ପରୀକ୍ଷାର୍ଥୀମାନେ ବାସସ୍ଥାନରୁ ଦୂରରେ ରହି ପରୀକ୍ଷା ଦେବାକୁ ଅନିଚ୍ଛା ପ୍ରକାଶ କରିଛନ୍ତି। ସେମାନେ ପାଠ ପଢ଼ୁଥିବା ଡିଆଇଇଟି/ଇଟିଇଆଇ/ଡିଆର୍‌ସି ଆଦି ଶିକ୍ଷା ପ୍ରତିଷ୍ଠାନ ସେମାନଙ୍କ ଘରଠାରୁ ବହୁ…

ଭାଷା ଆଇନ ସମ୍ପର୍କରେ ଅବଗତ ନୁହନ୍ତି ଲୋକେ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ସରକାରୀ କାର୍ଯ୍ୟରେ ଏପର୍ଯ୍ୟନ୍ତ ଓଡ଼ିଆ ଭାଷାର ସମ୍ପୂର୍ଣ୍ଣ ବ୍ୟବହାର କରାଯାଉନାହିଁ। ଓଡ଼ିଆ ଭାଷାକୁ ଅଣଦେଖା କରାଯାଉଥିବା ନେଇ ବୁଦ୍ଧିଜୀବୀମାନେ ବାରମ୍ବାର ମତବ୍ୟକ୍ତ କରିଥିବାବେଳେ ସରକାର କେବଳ ଆଇନ ଆଣିଦେଇ ଚୁପ୍‌ ବସିଛନ୍ତି। ବଡ଼କଥା ହେଲା, ଓଡ଼ିଶା ସରକାରୀ ଭାଷା ଅଧିନିୟମ…

ମିଠାଦୋକାନୀଙ୍କୁ ହତ୍ୟା ପଛରେ ସୁପାରି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଭୁବନେଶ୍ୱର ସାମନ୍ତରାପୁର ଛକରେ ମିଠା ଦୋକାନୀ ପ୍ରଭାକର ବେହେରାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ହତ୍ୟା ପଛରେ ସୁପାରି କିଲରଙ୍କ ସମ୍ପୃକ୍ତି ଥିବା ସ୍ପଷ୍ଟ ହୋଇଛି। ମୁଖ୍ୟ ଅଭିଯୁକ୍ତ ତଥା ଦୁଇ ସୁପାରି କିଲରଙ୍କୁ ସ୍ପେଶାଲ ସ୍କ୍ବାଡ୍‌…

ସିଏଜି ରିପୋର୍ଟ ନେଇ ସରକାରଙ୍କ ଉପରେ ବର୍ଷିଲା ଭାଜପା

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟ ସରକାର ବିଭିନ୍ନ ବିଭାଗ ଅର୍ଥ ହେରଫେର କରିଛନ୍ତି ବୋଲି ସିଏଜି ରିପୋର୍ଟରେ ଦର୍ଶାଇଛନ୍ତି ା ବିନିଯୋଗ ପ୍ରମାଣପତ୍ର (ୟୁସି) ଦାଖଲ କରିବାରେ ବିଳମ୍ବ ହୋଇଥିବାରୁ ୨୦୧୬-୧୭ ଏବଂ ୨୦୧୮-୧୯ରେ ୪୫,୩୪୦ କୋଟି ଏବଂ ୨୯,୧୩୮ କୋଟି ଟଙ୍କାର…

ଓଜେଇଇ ଆରମ୍ଭ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହୋଇଛି। କରୋନା ପାଇଁ ଏଥର ଓଜେଇଇ ଅହେତୁକ ବିଳମ୍ବରେ ହୋଇଛି। ତେବେ ପ୍ରଥମ ଦିନରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଅନୁସାରେ ପରୀକ୍ଷା ସୁରୁଖୁରୁରେ ଶେଷ ହୋଇଛି। ଓଡ଼ିଶାର ୨୧ ସହରର ୫୦ଟି…

୨୨ରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ସୋମବାର ଆଉଏକ ତାଲିକା ପ୍ରକାଶ ପାଇଛି। ଯୁକ୍ତ୩ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ଦ୍ୱିତୀୟ ପର୍ଯ୍ୟାୟ…

ବିଜେଡି ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି: ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତାଙ୍କ ଚିଠି

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ଜନ୍ମଦିନ ପାଳନ ବେଳେ ଜନଗହଳି କରି ମାସ୍କ ନ ପିନ୍ଧିବା, ସାମାଜିକ ଦୂରତା ଉଲ୍ଲଂଘନ ଅଭିଯୋଗରେ ବିଏମ୍‌ସି ତାଙ୍କ କାର୍ଯ୍ୟାଳୟକୁ ସିଲ୍‌ କରିଛି। ଏହି ଘଟଣାକୁ ନେଇ ଅପରାଜିତା ବିଜେଡି ନେତାଙ୍କ ବିରୋଧରେ…

ରିପୋର୍ଟ ମାଗିଲେ ଏନ୍‌ଏଚ୍‌ଆର୍‌ସି

ଭୁବନେଶ୍ୱର,୧୩।୧୦ (ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ୍‌ ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି)। ଇତିମଧ୍ୟରେ ୬ଦିନ ବିତିଯାଇଥିବାବେଳେ ଏହି ଘଟଣାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ରାଜ୍ୟ ମୁଖ୍ୟ ଶାସନ…

ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର…

କଟକ ସହରରୁ ୭୪ ନୂଆ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୨।୧୦: କଟକ ସହରରୁ ସୋମବାର ୭୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୩୯ ଲୋକାଲ ଏବଂ ୧୯ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଛି। ଏ ନେଇ କଟକ…

ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?