‘ଉମଙ୍ଗ’ରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୋବାଇଲ୍ ଆପ୍ ମାଧ୍ୟମରେ ମିଳିବ ପାଣିପାଗର ଆଗୁଆ ସୂଚନା। ଏଣିକି ଘରେ ବସି ଜାଣିହେବ ପାଣିପାଗର ଟିକିନିଖି ସୂଚନା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଡିଜିଟାଲ ଇଣ୍ଡିଆ ମାଧ୍ୟମରେ ୨୦୧୭ରେ ପ୍ରସ୍ତୁତ ହୋଇଥିବା ଉମଙ୍ଗ ଆପ୍ରେ ଏବେ ଭୁବନେଶ୍ୱର...
୪ ଦିନ ୧୦ ଜିଲାରେ ହିଟ୍ ୱେଭ୍
ଭୁବନେଶ୍ୱର,୨୫।୫(ବ୍ୟୁରୋ): ସାରା ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ଖରା ତାତି। ଗତ ଦୁଇଦିନ ହେଲା ୪୫ ଡିଗ୍ରୀ ଉପରେ ପାରଦ ରହିଥିବାବେଳେ ରବିବାର ମଧ୍ୟ ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ ଡେଇଁଥିଲା। ତାଳଚେରରେ ୪୪.୪ ଡିଗ୍ରୀ, ବଲାଙ୍ଗୀର ଓ ଭବାନୀପାଟଣାରେ...
ଏଥର ବି ରାଜଧାନୀବାସୀଙ୍କୁ କଲବଲ କରିବ ଜଳବନ୍ଦୀ ସମସ୍ୟା
ଭୁବନେଶ୍ୱର, ୨୪ା୫(ବ୍ୟୁରୋ): ଏଥର ବି ବର୍ଷାଋତୁରେ ରାଜଧାନୀବାସୀ ଜଳବନ୍ଦୀ ସମସ୍ୟାର ସମ୍ମୁଖୀନ ହେବେ। କାରଣ ଏଯାବତ୍ ଭୁବନେଶ୍ୱରରେ ନୂତନ ଡ୍ରେନ୍ ନିର୍ମାଣ, ପୁରୁଣା ଡ୍ରେନର ପୁନରୁଦ୍ଧାର ଓ ପଙ୍କୋଦ୍ଧାର କାର୍ଯ୍ୟ ସରିବାର ତ ଦୂରର କଥା, ଅଧା ମଧ୍ୟ ହୋଇନାହିଁ।...
ହଜିଗଲା ମାନବିକତା: କୁକୁର ଉପରେ କାର୍ ଚଢ଼ାଇ ଦେଲେ ଡାକ୍ତର; ଥାନାରେ ମାମଲା
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜଧାନୀରେ ଜଣେ ଡାକ୍ତରଙ୍କ ଅମାନବିକତା ଦେଖିବାକୁ ମିଳିଛି। ହର୍ନ ବଜାଇବା ସତ୍ତ୍ୱେ ରାସ୍ତାରୁ କୁକୁର ଛୁଆ ନ ଉଠିବାରୁ ତା’ ଉପରେ ସମ୍ପୃକ୍ତ ଡାକ୍ତର କାର୍ ( ନଂ. ଓଡି ୦୨ ବିଜି୧୮୮୨) ଚଢାଇ ମାରିଦେଇଛନ୍ତି। ଶୁକ୍ରବାର ବଡଗଡ଼...
ସାଇବର ଠକେଇ ଜାଲରେ ପୂର୍ବତନ ପୋଲିସ ଡିଜି
ଭୁବନେଶ୍ୱର,୨୪ା୫(ବ୍ୟୁରୋ): ରାଜ୍ୟରେ ଏବେ ପୁଣି ସକ୍ରିୟ ହେଲେଣି ସାଇବର ଅପରାଧୀ। ସେମାନେ ଲୋକଙ୍କ ମେଲ୍ ଆଇଡି ପାସ୍ଓ୍ବାଡ୍ ଏବଂ ଅନ୍ୟ ସାଇଟ୍କୁ ହ୍ୟାକ୍ କରି ଲକ୍ଷାଧିକ ଟଙ୍କା ଦାବି କରୁଛନ୍ତି। ଏପରିକି ଟଙ୍କା ନ ଦେଲେ ପର୍ସନାଲ ଡାଟାକୁ ଭାଇରାଲ...
ଏଣିକି ୧୪ ଦିନିଆ କ୍ୱାରାଣ୍ଟାଇନ୍: ୭ ଦିନ ମଧ୍ୟରେ ଲକ୍ଷଣ ପ୍ରକାଶ ନ ହେଲେ ହୋମ୍ କ୍ୱାରାଣ୍ଟାଇନ୍ରେ ଯାଇପାରିବେ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନ୍ୟପକ୍ଷେ ବଢ଼ୁଛି ସଂକ୍ରମିତଙ୍କ ଗଣନା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ଥିବା ୧୪ ଦିନିଆ କ୍ୱାରାଣ୍ଟାଇନ୍ ଅବଧିକୁ ୨୧ ଦିନ ବଢ଼ାଇଥିଲେ। ହେଲେ...
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ; ସରପଞ୍ଚ-ଏସ୍ଏଚ୍ଜି-ଜନସାଧାରଣଙ୍କ ପାଇଁ ସମ୍ଭବ: ଏସ୍ଆର୍ସି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ଦୁଇ ମାସ ଧରି ସରକାର ରାଜ୍ୟବାସୀଙ୍କ ସହ କରୋନା ସହ ଯୁଦ୍ଧ ଲଢ଼ି ଆସୁଛନ୍ତି। ଏବେ ରାଜ୍ୟରେ କରୋନା ସ୍ଥିତି ବହୁମାତ୍ରାରେ ନିୟନ୍ତ୍ରଣରେ ରହିଛି। ଗତ ଦୁଇ ସପ୍ତାହରେ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ଘଟିଥିଲେ ସୁଦ୍ଧା ଏହା...
ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା...
ସବୁଠୁ ତତଲା ଟିଟିଲାଗଡ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର ରେକର୍ଡ ହୋଇଛି। ସେହିପରି ତାଳଚେରରେ ୪୩.୮ ଡିଗ୍ରୀ, ଭବାନୀପାଟଣାରେ ୪୪.୨ଡିଗ୍ରୀ, ବଲାଙ୍ଗୀରରେ ୪୩.୫ଡିଗ୍ରୀ,...
ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ ଓଡ୍ରାଫ ଟିମ ସହ ୫୦୦ ଜଣ କର୍ମଚାରୀ ଶୁକ୍ରବାର ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ...
ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍ ଡେଲିଭରି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍ଲାଇନ୍ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍ ଓ ଅଫ୍ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍ ଡେଲିଭରି କରିପାରିବେ। କଣ୍ଟେନ୍ମେଣ୍ଟ ଜୋନ୍ ବ୍ୟତିତ ଅନ୍ୟ ସବୁଠାରେ ହୋମ୍ ଡେଲିଭରି କରାଯିବ। ହେଲେ...
‘ଅମ୍ଫନ୍’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା
ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ...
Archives


