ଆଜିଠୁ ଓଜେଇଇ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସୋମବାରଠାରୁ ଆରମ୍ଭ ହେବ। ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା କମ୍ପ୍ୟୁଟର ବେସ୍ଡ ଟେଷ୍ଟ ମୋଡ୍ରେ କରାଯିବ। ଦୈନିକ ୩ଟି ସିଫ୍ଟ ହେବ ଓ ପ୍ରତି ପରୀକ୍ଷାର ଅବଧି…
ଅବପାତ ରୂପ ନେଲା ଲଘୁଚାପ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ବିଶାଖାପାଟଣା ଠାରୁ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗର ୪୦୦ କି.ମି. ଦୂରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…
ଜଳ ଜଗୁଆଳି ନାହିଁ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଜଳ ଏକ ଅମୂଲ୍ୟ ସମ୍ପଦ। ଜଳବାୟୁ ପରିବର୍ତ୍ତନ ଓ ଅନ୍ୟାନ୍ୟ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି । ଏପରି କି ଅନେକ ନଦୀ ବର୍ଷାଦିନେ ମଧ୍ୟ ଶୁଖିଲା ପଡୁଛି। ୨୦୫୦ ବେଳକୁ ରାଜ୍ୟରେ…
ଭୁବନେଶ୍ୱରୁ ଆଜି ପୁଣି ୨୯୦ ପଜିିଟିଭ୍ ଚିହ୍ନଟ: ବଢ଼ୁଛି ଲୋକାଲ କେସ୍ ସଂଖ୍ୟା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୯୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ଉପନିର୍ବାଚନ ପାଇଁ ପ୍ରାର୍ଥୀ ଦେଲା ଭାଜପା: ବାପାଙ୍କ ପରେ ପୁଅକୁ ମିଳିଲା ଟିକେଟ୍
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ହେବାକୁ ଥିବା ବାଲେଶ୍ୱର ସଦର ଓ ଜଗତ୍ସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ରବିବାର ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବାଲେଶ୍ୱର ସଦର ପାଇଁ ଭାଜପା ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସଙ୍କୁ ଦଳ ପ୍ରାର୍ଥୀ…
ପୂର୍ବତଟ ରେଳପଥରେ ଗଡ଼ିବ ଆଉ ୪ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): ପୂର୍ବତଟ ରେଳପଥ ଅଧୀନରେ ଆଉ ୪ଟି ସ୍ବତନ୍ତ୍ର ଟ୍ରେନ୍ ଚାଲିବ। ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ରେଳ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ସ୍ବତନ୍ତ୍ର ଟ୍ରେନ୍ଗୁଡ଼ିକ ପୁରୀରୁ ଭଲ୍ସାଦ, ସିକନ୍ଦରାବାଦରୁ ଶାଲିମାର, ବିଶାଖାପାଟଣାରୁ ତିରୁପତି ଓ…
‘ବିଜେଡି ନେତାଙ୍କ ବିରୋଧରେ କେବେ ହେବ କାର୍ଯ୍ୟାନୁଷ୍ଠାନ’
ଭୁବନେଶ୍ୱର, ୧୧।୧୦(ବ୍ୟୁରୋ): କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ବିଏମ୍ସି ଅଧିକାରୀ ଭୁବନେଶ୍ୱର ଏମ୍ପିଙ୍କ ଦଳୀୟ କାର୍ଯ୍ୟାଳୟକୁ ଶନିବାର ସିଲ୍ କରିବା ପରେ ଅପରାଜିତା ଷଡ଼ଙ୍ଗୀ ବେଶ୍ ପ୍ରତିକ୍ରିୟାଶୀଳ ହୋଇଛନ୍ତି। ଶାସକ ଦଳ ବିଜେଡି ଉପରେ ବର୍ଷିଛନ୍ତି। ସିଲ୍ ପରେ କାର୍ଯ୍ୟାଳୟ ବାହାରେ…
୧୧ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଜପତି, ଗଞ୍ଜାମ, କୋରାପୁଟ, ମାଲକାନଗରି, ରାୟଗଡ଼ା, ପୁରୀ, ଜଗତ୍ସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ କେନ୍ଦୁଝର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ…
ଦଲାଲ ଠକିନେଲେ ୪୦ ଲକ୍ଷ
ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଅଧିକ ଲାଭ ଆଶାରେ ସେ ଶେୟାର ବଜାରରେ ଟଙ୍କା ବିନିଯୋଗ ପାଇଁ ନିଷ୍ପତ୍ତି ନେଇଥିଲେ। ଏହାପରେ ଜଣେ ଦଲାଲଙ୍କୁ ୪୦ଲକ୍ଷ ଟଙ୍କା ଦେଇଥିଲେ। ତେବେ ଠକେଇର ଶିକାର ହେବାରୁ ଏହି ଟଙ୍କା ହରାଇଛନ୍ତି। ଫଳରେ ତାଙ୍କ ଆଶା ଧୁଳିସାତ୍ ହୋଇଯାଇଛି।…
ବ୍ରାଉନସୁଗାର କାରବାରରେ ମହିଳା
ପୁରୀ ଅଫିସ, ୧୧। ୧୦: ପୁରୀ ସହରରେ ବେଆଇନ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଗତ କିଛିଦିନ ହେବ ବ୍ରାଉନସୁଗାର କାରବାର ବଢିଛି। ବାହାରୁ ଚୋରାରେ ବ୍ରାଉନସୁଗାର ଆସୁଥିବାବେଳେ ଏଠାରେ ଏହି କାରବାର ଅପରେଟ୍ କରୁଛନ୍ତି ମହିଳା ଓ…
ବିସ୍ଫୋରଣ ସ୍ଥଳକୁ ଦେଖି ଥରିଲେ ଆହତ କର୍ମଚାରୀ
ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ରବିବାର ୫ଦିନ ବିତିଛି। ହେଲେ ବିସ୍ଫୋରଣକୁ ସାମ୍ନା କରିଥିବା ଲୋକ, ପେଟ୍ରୋଲ ପମ୍ପ କର୍ମଚାରୀ ଓ ଅନ୍ୟମାନଙ୍କ ମନରେ ଏବେବି ଭୟ ଯାଇନି। ସାମାନ୍ୟ ଆହତ ହୋଇ…
ପାନ୍ଥନିବାସ ଘରୋଇକରଣ ବନ୍ଦ ନ ହେଲେ ଆତ୍ମାହୁତି ଦେବେ କର୍ମଚାରୀ
ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): କରୋନା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପର୍ଯ୍ୟଟନ ଭିତ୍ତିଭୂମି ସଜାଡ଼ିବା ପରିବର୍ତ୍ତେ ରାଜ୍ୟର ୫ ପାନ୍ଥନିବାସକୁ ଘରୋଇକରଣ କରିବା ପାଇଁ ଚକ୍ରାନ୍ତ କରାଯାଉଛି। ଏଭଳି ଅଭିଯୋଗ ନେଇ ଉତ୍କଳ ପର୍ଯ୍ୟଟନ ନିଗମ…

