ମେଟ୍ରୋ

ହେଡ୍‌କ୍ୱାର୍ଟର୍ସରେ ରହିବାକୁ ଶିକ୍ଷକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ପାଇଁ ସାରା ରାଜ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେବ ସ୍କୁଲ ବନ୍ଦ ରହିଛି। ଏବେ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିଲେ ମଧ୍ୟ ସବୁ ଛାତ୍ରୀଛାତ୍ର ଉପକୃତ ହୋଇପାରୁନାହାନ୍ତି। ତେଣୁ ସ୍କୁଲ୍‌ ଖୋଲିବାକୁ ରାଜ୍ୟ ସରକାର ଚିନ୍ତା…

୧୮ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦ । ୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଲଗାତର ଲଘୁଚାପ ସୃଷ୍ଟି ହେଉଥିବାରୁ ଏହି ପ୍ରକ୍ରିୟା ବିଳମ୍ବିତ ହେଉଛି। ତେଣୁ ଚଳିତ…

ସୁରକ୍ଷା ପ୍ରତି ଧ୍ୟାନ ନାହିଁ

ଭୁବନେଶ୍ୱର,୧୦। ୧୦(ବ୍ୟୁରୋ): ରାଜ୍ୟରେ ଥିବା ପେଟ୍ରୋଲ ପମ୍ପ ତଥା ଗ୍ୟାସ ଫିଲିଂ ଷ୍ଟେଶନଗୁଡ଼ିକର ସୁରକ୍ଷା ପ୍ରତି ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ(ପେସୋ) ଗୁରୁତ୍ୱ ଦେଉନାହିଁ। ଫଳରେ ନିୟମିତ ବ୍ୟବଧାନରେ ପମ୍ପଗୁଡ଼ିକର ଯାଞ୍ଚ ହୋଇପାରୁ ନାହିଁ। ପେଟ୍ରୋଲ ପମ୍ପ୍‌ ପ୍ରତିଷ୍ଠା ପାଇଁ…

ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍‌

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭାଜପା ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ନୟାପଲ୍ଲୀସ୍ଥିତ କାର୍ଯ୍ୟାଳୟକୁ ଶନିବାର ବିଏମ୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ଏହାକୁ ୧୫ ଦିନ ବନ୍ଦ କରିବାକୁ ବିଏମ୍‌ସି ନୋଟିସ ଦେଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ…

ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭, ଯାଜପୁରରୁ…

ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ: କରୋନା ଆକ୍ରାନ୍ତ ଦେଇପାରିବେ ପରୀକ୍ଷା

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ୧୨ ତାରିଖରୁ ଚଳିତବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା…

ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ…

ରାଜ୍ୟରେ ଆଜି ୨୬୯୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍‌ ୩୦ ଜିଲାରୁ ୨୬୯୭ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର…

ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ

ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥତ୍ପତ୍ର ଦାଖଲ କରାଯାଉଛି। ଅକ୍ଟୋବର ୧୬ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ…

ମିଠା ଦୋକାନୀଙ୍କୁ ଗୋଡାଇ ହାଣିବା ଘଟଣା: ଏନ୍‌କାଉଣ୍ଟର ଭୟରେ ଆତ୍ମସମର୍ପଣ କଲେ ରାଜା

ଭୁବନେଶ୍ୱର,୯ା୧୦(ବ୍ୟୁରୋ):ସାମନ୍ତରାପୁର ଛକରେ ମିଠା ଦୋକାନୀଙ୍କୁ ହତ୍ୟା କରିବା ଘଟଣାରେ ଜଣେ ଷଡ଼ଯନ୍ତ୍ରକାରୀ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଆତ୍ମସମର୍ପଣ କରିଥିବା ଅଭିଯୁକ୍ତ ହେଲେ ଧଉଳି ଥାନା ବେହେରାସାହି ପ୍ଲଟ ନଂ-୮୫ରେ ରହୁଥିବା ରାଜକିଶୋର ବେହେରା ଓରଫ ରାଜା। ଏହି ହତ୍ୟା…

ନୂଆ ରୂପରେ କଳିଙ୍ଗ ଷ୍ଟୁଡିଓ

ଭୁବନେଶ୍ୱର,୯।୧୦(ବ୍ୟୁରୋ)- ୧୯୯୯ ମହାବାତ୍ୟା ଠାରୁ ସ୍ଥାଣୁ ପାଲଟିଯାଇଥିବା ଓଡ଼ିଶାର ଏକମାତ୍ର ଫିଲ୍ମ ଶୁଟିଂ ଷ୍ଟୁଡିଓ ‘କଳିଙ୍ଗ ଷ୍ଟୁଡିଓ’ ଚଳଚଞ୍ଚଳ ହୋଇଉଠିଛି। ଧାରାବାହିକ ଓ ବିଭିନ୍ନ କାର୍ଯ୍ୟକ୍ରମର ଶୁଟିଂ ସହ ଆଗାମୀଦିନରେ ଫିଲ୍ମ ଶୁଟିଂ ପାଇଁ ନିଜକୁ ପ୍ରସ୍ତୁତ କରିଛି ଷ୍ଟୁଡିଓ। ଅଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?