ଘୁଞ୍ଚିଲା ୟୁପିଏସ୍ସି ପରୀକ୍ଷା: ଜୁନ୍ ୫ ବୈଠକରେ ପରବର୍ତ୍ତୀ ନିଷ୍ପତ୍ତି
ଭୁବନେଶ୍ୱର,୨୦ା୫(ବ୍ୟୁରୋ): କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ଦ୍ୱାରା ହେବାକୁ ଥିବା ସମସ୍ତ ପରୀକ୍ଷା ଓ ସାକ୍ଷାତ୍କାରକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚାଇ ଦିଆଯାଇଛି। ତୃତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଉଠିବା ପରେ ବୁଧବାର ଆୟୋଗ ପକ୍ଷରୁ ଅନୁଷ୍ଠିତ ସ୍ବତନ୍ତ୍ର ବୈଠକରେ ଏନେଇ...
କୋଣାର୍କ ହେବ ‘ସୂର୍ଯ୍ୟ ନଗରୀ’: ସ୍ଥାପନ ହେବ ୧୦ ମେଗାଓ୍ବାଟର ସୌର ଶକ୍ତି ପ୍ଲାଣ୍ଟ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ପୁରୀ ଜିଲାର କୋଣାର୍କ ଅଞ୍ଚଳକୁ ସୂର୍ଯ୍ୟ ନଗରୀରେ ପରିଣତ କରାଯିବ। କୋଣାର୍କ ମନ୍ଦିର ସମେତ ଏହାର ଚତୁଃପାର୍ଶ୍ୱ ଏବଂ ଏଠାରେ ଗଢି ଉଠିଥିବା ସହର ସୌର ଶକ୍ତିରେ ଚମକିବ। କେନ୍ଦ୍ର ନୂତନ ଏବଂ ଅଣପାରମ୍ପରିକ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ...
ବାତ୍ୟା ଅମ୍ପନ ତାଣ୍ଡବ: ୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ପ୍ରଭାବିତ ଜିଲାର ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ବାତ୍ୟା ଅମ୍ପନ ବୁଧବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ସୁନ୍ଦରବନ ଠାରେ ସ୍ଥଳଭାଗ ଅତିକ୍ରମ କରି ଯାଇଛି। ସ୍ଥଳଭାଗ ମୁହାଁ ହେବା ବେଳେ ଓଡିଶା ଉପକୂଳରେ କିଛି ସମୟ ପାଇଁ ତାଣ୍ଡବ ରଚାଇଛି। ବାତ୍ୟା ପ୍ରଭାବରେ କେତେକ ସ୍ଥାନରେ ଚାଳଘର, ଗଛ,...
CORONAVIRUS UPDATE: କଳାହାଣ୍ଡିରେ ଆଉ ୧୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୦୬୩କୁ ପହଞ୍ଚିଛି। ନୂଆ...
ପଶ୍ଚିମବଙ୍ଗ ମୁହାଁ ଅମ୍ଫନ୍
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ବାତ୍ୟା ଅମ୍ଫନ୍ ପାରାଦୀପଠାରୁ ଧିରେ ଧିରେ ଦୂରେଇ ଯାଇ ପଶ୍ଚିମବଙ୍ଗର ଦୀଘା ମୁହାଁ ହୋଇଛି । ବର୍ତ୍ତମାନ ପାରାଦୀପଠାରୁ ୧୫୦ କିଲୋମିଟର ଦୂରରେ ରହିଛି । ଅମ୍ଫନ୍ ପ୍ରଭାବରେ ବାଲେଶ୍ଵର, ଭଦ୍ରକ ଜିଲ୍ଲାରେ ଏବେ ପବନର ବେଗ...
ବାତ୍ୟା ଅମ୍ଫନ୍ ପ୍ରଭାବ: ସର୍ବାଧିକ ବର୍ଷା, ପବନ ରେକର୍ଡ
ଭୁବନେଶ୍ୱର, ୨୦।୫(ବ୍ୟୁରୋ): ପାରାଦୀପଠାରୁ ୧୨୫ କିଲୋମିଟର ଦୂରରେ ରହିଛି ବାତ୍ୟା ଅମ୍ଫନ୍। ଘଣ୍ଟାକୁ ୧୪ କିଲୋମିଟର ବେଗରେ ଆସୁଥିବା ବାତ୍ୟା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା, ପବନ ଲାଗି ରହିଛି। କେଉଁଠି ରାତି ସାରା ଝିପି ଝିପି ବର୍ଷା...
ବିଏମସିର ନୂଆ ଗାଇଡଲାଇନ: ଖୋଲିବ ସ୍ପା, ସେଲୁନ ଓ ପାର୍ଲର
ଭୁବନେଶ୍ୱର,୧୯।୫(ବ୍ୟୁରୋ)-ଗତ ୧୮ ତାରିଖରୁ ସାରା ଦେଶରେ ୪ର୍ଥ ପର୍ଯ୍ୟାୟ ଲକଡାଉନ ଜାରି ହୋଇଛି। ଏ ନେଇ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ନୂଆ ଗାଇଡଲାଇନ ଜାରି କରିଥିବାବେଳେ ମଙ୍ଗଳବାର ଭୁବନେଶ୍ୱର ପାଇଁ ବିଏମସି ପକ୍ଷରୁ ନୂଆ ଗାଇଡଲାଇନ ଜାରି...
୧୨ ଜିଲାରେ ୧୪୭ ଟିମ୍ ମୁତୟନ: ‘ଅମ୍ଫନ୍’ ପାଇଁ ପ୍ରସ୍ତୁତ ଅଗ୍ନିଶମ ବିଭାଗ
କଟକ ଅଫିସ/ ଭୁବନେଶ୍ୱର,୧୯ା୫ (ବ୍ୟୁରୋ): ମହାବାତ୍ୟାର ରୂପ ନେଇଥିବା ‘ଅମ୍ଫନ’ର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ଅଗ୍ନିଶମ ବିଭାଗ। ଫନୀ ବାତ୍ୟାକୁ ଯେପରି ସଫଳତାର ସହ ମୁକାବିଲା କରାଯାଇଥିଲା, ସେହିପରି ଏହି ବାତ୍ୟାକୁ ସାହସର ସହ ମୁକାବିଲା ପାଇଁ ଅଗ୍ନିଶମ...
ଆଜିଠୁ ଅଫିସ ଆସିବେ ସବୁ ସରକାରୀ କର୍ମଚାରୀ
ଭୁବନେଶ୍ୱର, ୧୯ା୫(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ ଜାରି କରାଯାଇଥିବା ବେଳେ କର୍ମଚାରୀମାନଙ୍କ ଅଫିସ ଆସିବା ଉପରେ ସରକାର କଟକଣା ଲଗାଇଥିଲେ। ଏହି ନିର୍ଦ୍ଦେଶକୁ ରାଜ୍ୟ ସରକାର ସୋମବାର ପ୍ରତ୍ୟାହାର କରିନେଇଛନ୍ତି। ମଙ୍ଗଳବାରଠାରୁ ସମସ୍ତ କର୍ମଚାରୀ ଅଫିସ ଆସିବେ। ମାତ୍ର...
୬ ଜିଲାରେ ଏନ୍ଡିଆର୍ଏଫ୍, ଓଡ୍ରାଫ, ଅଗ୍ନିଶମ ବାହିନୀ ମୁତୟନ
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ମହାବାତ୍ୟା ଅମ୍ଫନ୍କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ପ୍ରସ୍ତୁତି ସମ୍ପର୍କରେ ସୋମବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଯେ, ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ,...
ଓଡ଼ିଶା ଆସିଲାଣି ୬୪ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍: ଆଜି ଭବାନୀପାଟଣାରେ ପହଞ୍ଚିବ ଗୁଜରାଟ ଟ୍ରେନ୍
ଭୁବନେଶ୍ୱର,୧୯ା୫(ବ୍ୟୁରୋ): ଲକ୍ଡାଉନ୍ ପାଇଁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ଶ୍ରମିକମାନଙ୍କୁ ସ୍ବତନ୍ତ୍ର ଟ୍ରେନ୍ ଯୋଗେ ଓଡ଼ିଶା ଫେରାଇ ଅଣାଯାଉଛି। ୧୮ ତାରିଖ ସୁଦ୍ଧା ମୋଟ ୬୪ଟି ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍ ବିଭିନ୍ନ ରାଜ୍ୟରୁ ଶ୍ରମିକମାନଙ୍କୁ ନେଇ ଓଡ଼ିଶା...
କ୍ୱାରାଣ୍ଟାଇନ୍ ପାଉଣାରୁ କଟିବ ଟିକେଟ ଖର୍ଚ୍ଚ
ଭୁବନେଶ୍ୱର, ୧୯ା୫(ବ୍ୟୁରୋ): ପ୍ରବାସୀ ଶ୍ରମିକମାନଙ୍କ ସକାଶେ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ବାହାରୁ ଫେରିବାକୁ ଥିବା ଶ୍ରମିକମାନଙ୍କ ଟିକେଟ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏକ ବଡ ସଂଖ୍ୟାରେ ଶ୍ରମିକମାନେ...
Archives


