ରାଜ୍ୟପାଳଙ୍କୁ ଭେଟିଲା ଭାଜପା
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ-୨୦୨୦କୁ ବିଧାନସଭାରେ ଉଭୟ ଭାଜପା ଓ କଂଗ୍ରେସର ବିରୋଧ ସତ୍ତ୍ୱେ ଏହି ବଲ୍ ପାସ୍ ହୋଇଛି। ଅନ୍ୟପଟେ ଭାଜପା ବର୍ତ୍ତମାନ ସୁଦ୍ଧା ଏହି ବିଲ୍କୁ ବିରୋଧ କରବା ସହିତ ଏହା ଏକ କଳା ଆଇନ ବୋଲି…
ଜାତୀୟ ହାରଠୁ ଓଡ଼ିଶାରେ ୨୪% ଅଧିକ ବନାଞ୍ଚଳ
ଭୁବନେଶ୍ୱର,୮ା୧୦(ବ୍ୟୁରୋ):ଗୃହପାଳିତ ପ୍ରାଣୀଙ୍କୁ ଯେଉଁଭଳି ଭାବେ ଆମେ ସ୍ନେହ ଓ ଆଦର କରିଥାଉ, ବନ୍ୟପ୍ରାଣୀଙ୍କ ପ୍ରତି ସେହିଭଳି ଆଦର, ଦୟା, କରୁଣା ଭାବ ଆମ ଭିତରେ ରହିବା ଉଚିତ। ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ସମସ୍ତଙ୍କ ଧ୍ୟେୟ ହେଉ। ଆମର ବିରଳ ଜୈବବିବିଧତା…
ଶହୀଦ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା
ଭୁବନେଶ୍ୱର,୮ା୧୦(ବ୍ୟୁରୋ):୮ ମାସ ଧରି କୋଭିଡ୍ ବିରୋଧରେ ଚାଲିଥିବା ଲଢେଇରେ କାମ କରି ଶହୀଦ ହୋଇଥିବା କୋଭିଡ୍ ଯୋଦ୍ଧାମାନଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ବୁଧବାର ଭିଡିଓ କନଫରେନ୍ସ ଜରିଆରେ କୋଭିଡ୍ ପରିଚାଳନା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ…
ନିତ୍ୟାନନ୍ଦଙ୍କୁ ଶାରଳା ପୁରସ୍କାର
ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ଚଳିତ ବର୍ଷ ଶାରଳା ପୁରସ୍କାର ପାଇବେ। ତାଙ୍କ ରଚିତ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ନାୟକ ୪୧ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ…
ଅବପାତ ରୂପ ନେବ ଲଘୁଚାପ
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର…
ଅଧଘଣ୍ଟା ପୂର୍ବରୁ କରିହେବ ରିଜର୍ଭେଶନ ଟିକେଟ
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ରେଳ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଟିକେଟ ସଂରକ୍ଷଣ ନିୟମରେ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ସାଧାରଣତଃ ଟ୍ରେନ୍ ଷ୍ଟେଶନ ଛାଡିବାର ୪ ଘଣ୍ଟା ପୂର୍ବରୁ ସିଟ୍ ରିଜର୍ଭେଶନର ପ୍ରଥମ ଚାର୍ଟ ପ୍ରକାଶ ପାଇଥାଏ। ବର୍ତ୍ତମାନ ଅଧଘଣ୍ଟା ପୂର୍ବରୁ ଦ୍ୱିତୀୟ…
କାମ ଦେଉନି ଅକ୍ଷୟ ଶକ୍ତି ନୀତି
ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଦେଶ ତଥା ରାଜ୍ୟରେ ଶକ୍ତି ଚାହିଦା ବେଳକୁ ବେଳ ବୃଦ୍ଧି ପାଇବାରେ ଲାଗିଛି। ପାରମ୍ପରିକ ଶକ୍ତିଗୁଡ଼ିକ ଉପରେ ଚାପ ବୃଦ୍ଧି ପାଇବା ସହ ଉତ୍ପାଦନ ଖର୍ଚ୍ଚ ବଢୁଥିବାରୁ ବିକଳ୍ପ ଭାବେ କ୍ଷୁଦ୍ର ଜଳ ବିଦ୍ୟୁତ୍ ଶକ୍ତି, ସୌର, ପବନ, ବାୟୋଗ୍ୟାସ୍…
ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ…
ରାଜଧାନୀରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣା: ଆହତଙ୍କ ପାଇଁ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ବର୍ତ୍ତମାନ ନିଆଁ ଲିଭାଇବା ଏବଂ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଏହି ଘଟଣାରେ ସମସ୍ତ ଆହତଙ୍କ ପାଇଁ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଗଣାରେ ଚିକିତ୍ସା…
ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର ଜଳୁଛି। ବିସ୍ଫୋରଣର ଶବ୍ଦ ଖୁବ୍ ଜୋର୍ରେ ଥିଲା। ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ…
ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱରୁ ସର୍ବାଧିକ ୪…

