ନୂତନ ଶିକ୍ଷାନୀତି ଓ୍ବେବ୍ସାଇଟ୍ ଉନ୍ମୋଚନ କଲେ ରାଜ୍ୟପାଳ
ଭୁବନେଶ୍ୱର, ୧୨। ୯ (ବ୍ୟୁରୋ): ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ନୂତନ ଶିକ୍ଷାନୀତି ଜାଗରଣ ଅଭିଯାନ ‘My NEP’ ପ୍ରତିଯୋଗିତାର ଓ୍ବେବ୍ସାଇଟ୍ ‘www.mynep.in’କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଉନ୍ମୋଚନ କରିଛନ୍ତି। ଶୁକ୍ରବାର ରାଜଭବନ ପରିସରରେ ଏନେଇ…
୪ ଏସିପିଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର,୧୨। ୯ (ବ୍ୟୁରୋ): ଭୁବନେଶ୍ୱର କମିଶନରେଟ ପୋଲିସର ଜୋନ୍-୧ ଏସିପି ମାନସ ଗଡ଼ନାୟକ ଓ ଜୋନ୍-୪ ଏସିପି ରବୀନ୍ଦ୍ରନାଥ ଶତପଥୀ କରୋନାରେ ଆକ୍ରାନ୍ତ ହୋଇ ହୋମ୍ ଆଇସୋଲେଶନରେ ଅଛନ୍ତି। ତେଣୁ ସେମାନେ ସୁସ୍ଥ ହେବା ପର୍ଯ୍ୟନ୍ତ ଅନ୍ୟ ଦୁଇ ଅଧିକାରୀଙ୍କୁ ଦାୟିତ୍ୱ…
ରାଜ୍ୟ ସଭାରେ ଉପସ୍ଥିତ ଲାଗି ବିଜେଡିର ହୁଇପ୍
ଭୁବନେଶ୍ୱର ୧୨। ୯(ବ୍ୟୁରୋ): ପାର୍ଲାମେଣ୍ଟ ଅଧିବେଶନ ଆସନ୍ତା ୧୪ ତାରିଖରୁ ଆରମ୍ଭ ହେବ। ସମସ୍ତ ରାଜ୍ୟ ସଭା ସଦସ୍ୟଙ୍କୁ ଗୃହରେ ଉପସ୍ଥିତ ରହିବା ଲାଗି ବିଜେଡି ପକ୍ଷରୁ ଗୁରୁବାର ହ୍ବିପ ଜାରି କରାଯାଇଛି। ଏନେଇ ବିଜେଡି ୩ ଧାଡିଆ ହ୍ବିପ ଜାରି…
୩୫୦୦ କୋଟି ଋଣ କରିବ ଓଡ଼ିଶା
ଭୁବନେଶ୍ୱର,୧୨। ୯(ବ୍ୟୁରୋ): କୋଭିଡ୍-୧୯ ମହାମାରୀ ଯୋଗୁ ରାଜ୍ୟ ଭୟଙ୍କର ଆର୍ଥିକ ସଙ୍କଟ ମଧ୍ୟରେ ଗତିକରୁଛି। ମହାମାରୀ ଯୋଗୁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ଆଦାୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଏହାକୁ ଭରଣା କରିବା ଲାଗି ଅଣଭାଜପା ରାଜ୍ୟଗୁଡିକ କେନ୍ଦ୍ର ସରକାରଙ୍କ…
୪ ସପ୍ତାହରେ ଜବାବ ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ କାହିଁକି ଲାଗୁ ହୋଇନି। ଆସନ୍ତା ୪ ସପ୍ତାହ ମଧ୍ୟରେ ଜବାବ ଦାଲଖ କରିବାକୁ ସୁପ୍ରିମକୋର୍ଟ ଓଡିଶା ସମେତ ୪ ରାଜ୍ୟ ତେଲଙ୍ଗାନା, ପଶ୍ଚିମବଙ୍ଗ ଓ ଦିଲ୍ଲୀ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆୟୁଷ୍ମାନ ଭାରତ…
ପୁଣି ରାଜ୍ୟରେ ୧୧ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୧ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୧…
CORONAVIRUS UPDATE: ରାଜ୍ୟରେ ୩୭୭୭ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୮୦୦ ପାର
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ୩୭୭୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୪୬୮୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯୧ ଜଣ…
ସଫେଇ କର୍ମଚାରୀଙ୍କ ପାଇଁ ‘ଗରିମା’
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ‘ଗରିମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସେଫ୍ଟିକ ଟାଙ୍କି ତଥା ଅନ୍ୟାନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ…
ଚାଷୀଙ୍କ ପାଇଁ ୩୦୦ କୋଟିର ପ୍ୟାକେଜ
ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଚଳିତ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ଗତ ଅଗଷ୍ଟ ଶେଷ ସପ୍ତାହରେ ରାଜ୍ୟର ବିଭିନ୍ନ ଜିଲାରେ ବନ୍ୟା ଯୋଗୁ ବହୁ…
ଚେଲ୍ଲାକୁମାର ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ
ଭୁବନେଶ୍ୱର ୧୧।୯(ବ୍ୟୁରୋ):ଓଡିଶା ପ୍ରଦେଶ କଂଗ୍ରେସ କମିଟି(ଓପିସିସି)ର ନୂଆ ପ୍ରଭାରୀ ଭାବେ ଚେଲ୍ଲାକୁମାରଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଶୁକ୍ରବାର ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତାଙ୍କ ପୂର୍ବରୁ ଜିତେନ୍ଦ୍ର ସିଂହ ଓପିସିସିର ପ୍ରଭାରୀ ଥିଲେ। ୨୦୧୮ ମାର୍ଚ୍ଚ…
ଏନ୍ଇଇଟି ପାଇଁ ୪ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୧୧ା୯ (ବ୍ୟୁରୋ)-ଆସନ୍ତା ୧୩ ତାରିଖରେ ହେବାକୁ ଥିବା ଏନ୍ଇଇଟି ପରୀକ୍ଷା ପାଇଁ ରାଜ୍ୟର ଭିନ୍ନ ଭିନ୍ନ ସ୍ଥାନରୁ ୪ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପ୍ରଥମଟି ଖରିଆର ରୋଡ୍ରୁ ଅପରାହ୍ନ ୪ଟାରେ ବାହାରି ରାତି ୧୦ଟା ୩୦ରେ ସମ୍ବଲପୁରରେ ପହଞ୍ଚିବ।…
ବିଏମ୍ସିରୁ ଆଜି ୪୧୩ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ୩୦୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


