ମେଟ୍ରୋ

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ‘ଆୟୁରକ୍ଷା କିଟ୍‌’

ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ଶରୀରର ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇଁ ‘ଆୟୁରକ୍ଷା କିଟ୍‌’କୁ ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସମ୍ପୂର୍ଣ୍ଣ ଆୟୁର୍ବେଦିକ ପଦ୍ଧତି ଦ୍ୱାରା ଏହି କିଟ୍‌କୁ ତିଆରି କରାଯାଇଛି। ଏଥିରେ ମୁଖ୍ୟତଃ ଚବନ୍‌ପ୍ରାଶ, ଆୟୁଷ…

ଆଇନଜୀବୀଙ୍କୁ ମିଳିବ ସହାୟତା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କୋଭିଡ୍‌ ମହାମାରୀ ଯୋଗୁ ରାଜ୍ୟରେ ଆଇନଜୀବୀଙ୍କୁ ସହାୟତା ଲାଗି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି(ସଂଶୋଧନ) ବିଲ୍‌। କୋଭିଡ୍‌ ମହାମାରୀ ଯୋଗୁ କୋର୍ଟଗୁଡ଼ିକରେ ସୀମିତ କାର୍ଯ୍ୟ ସମ୍ପାଦନ ହେଉଥିବାରୁ ଆଇନଜୀବୀମାନଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ରାଜ୍ୟ ବାର୍‌…

ଦିନକ ପୂର୍ବରୁ ସରିଲା ବିଧାନସଭା

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଶେଷ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଙ୍ଗଳବାର ମୁଲତବୀ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହୋଇଥିବା ଚଳିତ ଅଧିବେଶନ ୭ଦିନ…

ଖର୍ଚ୍ଚ ହିସାବ ଦେଉନାହାନ୍ତି ବିଭାଗ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବିନିଯୋଗ ପ୍ରମାଣ ପତ୍ର(ୟୁସି) ଦାଖଲ କରୁନାହାନ୍ତି। ୨୦୧୮-୧୯ରେ ବିଭାଗଗୁଡ଼ିକୁ ୨୫,୯୫୭.୨୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେଥିରୁ ୧୯,୩୭୧.୨୧ କୋଟି ଟଙ୍କା ଅର୍ଥାତ୍‌ ସମୁଦାୟ ଅର୍ଥର ୭୫%ର କୌଣସି ୟୁସି ବିଭାଗଗୁଡ଼ିକ ଦେଇ ନ…

ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍‌

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।…

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ବିଧାନସଭାରେ ପାରିତ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍‌ ପାରିତ ହୋଇଛି। ଭାଜପା ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରି ବିଲ୍‌କୁ ବିରୋଧ କରିଥିଲେ।…

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬ ମୃତକଙ୍କ…

CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪…

କରୋନାରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବେ କରୋନା ମୁକାବିଲା କରୁଛି। ହେଲେ କରୋନା ଆଳରେ ବିଏମ୍‌ସି ଭୁବନେଶ୍ୱରବାସୀଙ୍କୁ ମୌଳିକ ସେବା ଦେବାରେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରବାସୀଙ୍କ ପାଇଁ ଉପଲବ୍ଧ ଥିବା ପ୍ରମୁଖ ସେବା ପରିମଳ ଏବେ…

ବିଧାନସଭା ଖବର

୨୮ ସରକାରୀ ଉଦ୍ୟୋଗରେ ତାଲା ରାଜ୍ୟରେ ୨୮ସରକାରୀ ଉଦ୍ୟୋଗରେ ତାଲା ପଡ଼ିଛି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ସୋମବାର ଏହି ତଥ୍ୟ ରଖିଛନ୍ତି ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ୨୮ ଉଦ୍ୟୋଗରେ ତାଲା…

ୟୁଜିସି ଅବହେଳା ପ୍ରସଙ୍ଗ ଉଠାଇଲା ବିଜେଡି

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍‌ ପ୍ରସଙ୍ଗ ଆଲୋଚନା ଛିଣ୍ଡୁନି। ସୋମବାରକୁ ମିଶାଇ ଲଗାତର ୩ଦିନ ପାଇଁ ଗୃହରେ ଏହି ବିଲ୍‌କୁ ନେଇ ଆଲୋଚନା ହୋଇଛି। ପୁଣିଥରେ ବିରୋଧୀ ଦଳ କଂଗ୍ରେସ ନେତା ନରସିଂହ ମିଶ୍ର ବିଲ୍‌କୁ ବିରୋଧ କରିବା ସହ ଏଥିରେ…

ରାଜେଶଙ୍କୁ ‘ପ୍ରାଣୀମିତ୍ର’ ସମ୍ମାନ

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ନନ୍ଦନକାନନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ଜାତୀୟ ସ୍ତରୀୟ ‘ପ୍ରାଣୀମିତ୍ର’ ସମ୍ମାନ ମିଳିଛି। ସୋମବାର ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରକାଶ ଜାଭଡ଼େକର ରାଜେଶଙ୍କୁ ପ୍ରାଣୀବିଜ୍ଞାନୀ/ଶିକ୍ଷାବିତ୍‌ ବିଭାଗରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?